Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ବୁଲା କୁକୁର ଆତଙ୍କ: ଗୋଟିଏ ଦିନରେ ୧୩ ମେଡିକାଲେ ଭର୍ତ୍ତି, ଲୋକେ ଭୟଭୀତ
ରାଜ୍ୟ ଖବର

ବୁଲା କୁକୁର ଆତଙ୍କ: ଗୋଟିଏ ଦିନରେ ୧୩ ମେଡିକାଲେ ଭର୍ତ୍ତି, ଲୋକେ ଭୟଭୀତ

October 4, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବୁଲା କୁକୁର ଆତଙ୍କ: ଗୋଟିଏ ଦିନରେ ୧୨ ଜଣଙ୍କୁ କାମୁଡ଼ିଲେ, ଲୋକେ ଭୟଭୀତ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଗୁଣୁପୁର ସହରରେ ଏବେ ବୁଲା କୁକୁରଙ୍କ ପ୍ରାଦୁର୍ଭାବ ବଢିଛି। ଏହା ଏବେ ଚିନ୍ତାଜନକ ବିଶେଷ ହୋଇଛି । ବିଶେଷ କରି ଜନଗହଳିପୂର୍ଣ୍ଣ ଅଞ୍ଚଳରେ କୁକୁରମାନଙ୍କ  ଆକ୍ରମଣ ଯୋଗୁଁ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଗତକାଲି ସହରର ବିଭିନ୍ନ ସ୍ଥାନରେ କୁକୁର ଆକ୍ରମଣର ଶିକାର ହୋଇ ୧୩ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ମହିଳା, ପୁରୁଷ, ଯୁବକ ଓ ଯୁବତୀ ରହିଛନ୍ତି। ମୁଖ୍ୟତଃ ରେଳ ଷ୍ଟେସନ ଓ ବସ୍‌‌ଷ୍ଟାଣ୍ଡ ଅଞ୍ଚଳରେ ଯାତାୟାତ କରୁଥିବା ଲୋକେ କୁକୁର କାମୁଡ଼ାର ଶିକାର ହୋଇଛନ୍ତି । ସମସ୍ତ ଆହତଙ୍କୁ ଗୁଣୁପୁର ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସା କରାଯାଇଛି । ସହରରେ ଦିନକୁ ଦିନ ବୁଲା କୁକୁରଙ୍କ ସଂଖ୍ୟା ଓ ଆତଙ୍କ ବଢ଼ୁଥିବାରୁ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖାଦେଇଛି । ଗୁଣୁପୁର ପୌର ପରିଷଦ ପକ୍ଷରୁ କୁକୁର ଧରିବା ପାଇଁ ଉଦ୍ୟମ ଜାରି ରହିଛି । ସେପଟେ କୁକୁର କାମୁଡ଼ାରେ ଆହତ ସମସ୍ତଙ୍କୁ ଇଞ୍ଜେକ୍ସନ୍‌ ଓ ଆବଶ୍ୟକ ଟିକା ଦିଆଯାଇଥିବା ବେଳେ ଚିକିତ୍ସା ସମ୍ପର୍କିତ ପରାମର୍ଶ ମଧ୍ୟ ଦିଆଯାଇଛି ବୋଲି ଗୁଣୁପୁର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତର ପ୍ରତ୍ୟୁଷ କୁମାର ବିଶ୍ୱାଳ କହିଛନ୍ତି ।

ଗୁଣପୁର ବୁଲା କୁକୁର ଭୟଭୀତ
Share. Facebook Twitter LinkedIn Email WhatsApp Copy Link

Related Posts

ଦଶାହ ଭୋଜି ଖାଇ ସ୍ୱାମୀ-ସ୍ତ୍ରୀ ମୃତ, ଅନାଥ ହେଲେ ଦୁଇ ଶିଶୁ

October 11, 2026

ଛାତ୍ର ସଂସଦ ନିର୍ବାଚନୀ ହିଂସା: ଆମିଷ ଭୋଜି ବାରଣକୁ କେନ୍ଦ୍ର କରି ଗଣ୍ଡଗୋଳ

October 11, 2026

ସମ୍ବଲପୁର ବିଶ୍ବବିଦ୍ୟାଳୟରେ ବନ୍ଦେମାତରମ୍ ଶିବିର ୨୦୨୬ ଉଦଘାଟନୀ ସମାରୋହ

October 11, 2026

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୩ରେ ନେଇପାରେ ଲଘୁଚାପ ରୂପ

October 11, 2026
Latest News

ମୋଦୀଙ୍କ ମଞ୍ଚରେ ବିଜୟଙ୍କ ପୋଷ୍ଟର, ‘ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ୨୦୨୯’ ସ୍ଲୋଗାନକୁ ନେଇ ଚର୍ଚ୍ଚା

October 12, 2026

ରାହୁଲ-ଖାର୍ଗେଙ୍କୁ CJIଙ୍କ ଝଟକା! ‘ଭୋଟ ଚୋରି’ ଅଭିଯୋଗ ଶୁଣିବାକୁ କାହିଁକି ମନା କଲେ ଜଷ୍ଟିସ ସୂର୍ଯ୍ୟକାନ୍ତ?

October 12, 2026

ଦଶାହ ଭୋଜି ଖାଇ ସ୍ୱାମୀ-ସ୍ତ୍ରୀ ମୃତ, ଅନାଥ ହେଲେ ଦୁଇ ଶିଶୁ

October 11, 2026

ଛାତ୍ର ସଂସଦ ନିର୍ବାଚନୀ ହିଂସା: ଆମିଷ ଭୋଜି ବାରଣକୁ କେନ୍ଦ୍ର କରି ଗଣ୍ଡଗୋଳ

October 11, 2026

ଡ. ମନସୁଖ ମାଣ୍ଡଭିୟଙ୍କ ନେତୃତ୍ୱରେ ଯୁବପିଢ଼ିଙ୍କ ଫିଟନେସ୍ ଅଭିଯାନ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.