Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଓଡ଼ାପଡ଼ା ତହସିଲଦାର ସସ୍‌ପେଣ୍ଡ
ରାଜ୍ୟ ଖବର

ଓଡ଼ାପଡ଼ା ତହସିଲଦାର ସସ୍‌ପେଣ୍ଡ

October 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Odapada Tehsildar suspended
Odapada Tehsildar suspended

ଭୁବନେଶ୍ୱର: ଢେଙ୍କାନାଳ ଜିଲ୍ଲାର ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ରାଜ୍ୟ ସରକାର ତାଙ୍କୁ ତତ୍କାଳ ପ୍ରଭାବରୁ ନିଲମ୍ବିତ କରିଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ହୋଇଥିବା ସରକାରୀ ଆଦେଶ ଅନୁଯାୟୀ, ଓଡ଼ିଶା ସିଭିଲ୍ ସର୍ଭିସେସ୍ (କ୍ଲାସିଫିକେସନ୍‌, କଣ୍ଟ୍ରୋଲ୍ ଆଣ୍ଡ ଅପିଲ୍‌) ନିୟମାବଳୀ, ୧୯୬୨ର ନିୟମ ୧୨(୧)(କ) ଅନୁଯାୟୀ ଏହି ନିଲମ୍ବନ ଆଦେଶ ଜାରି କରାଯାଇଛି। ନିଲମ୍ବନ ଅବଧିରେ ଶ୍ରୀ ମାଝୀଙ୍କ ମୁଖ୍ୟାଳୟ କଟକସ୍ଥିତ ରାଜସ୍ୱ ଡିଭିଜନାଲ୍ କମିଶନର (କେନ୍ଦ୍ରାଞ୍ଚଳ)ଙ୍କ କାର୍ଯ୍ୟାଳୟରେ ରହିବ। ଆରଡିସିଙ୍କ ପୂର୍ବାନୁମତି ବିନା ସେ ମୁଖ୍ୟାଳୟ ଛାଡ଼ିପାରିବେ ନାହିଁ। ଏଥିସହ, ଢେଙ୍କାନାଳ ଜିଲ୍ଲାପାଳଙ୍କୁ ଶ୍ରୀ ମାଝୀଙ୍କ ବିରୋଧରେ ଅଭିଯୋଗର ଖସଡ଼ା ଏବଂ ସମ୍ପୃକ୍ତ ପ୍ରମାଣପତ୍ର ସହ ଆବଶ୍ୟକ ଦଲିଲ ଦାଖଲ କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଓଡ଼ାପଡ଼ା ତହସିଲଦାର ସସ୍‌ପେଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଢ଼ି କିଣିବାକୁ ଯାଇ ଫେରିଲେନି ୧୪ ବର୍ଷୀୟ ଦୀନେଶ! ଚୋରି ସନ୍ଦେହରେ ପିଟିପିଟି ହତ୍ୟା ଅଭିଯୋଗ, ନ୍ୟାୟ ଦାବିରେ ରାସ୍ତାରେ ଗ୍ରାମବାସୀ

November 15, 2026

ପେନ୍‌ସନ୍‌ ଯୋଜନାରେ ବଡ଼ ପରିବର୍ତ୍ତନ, UPMP ପୋର୍ଟାଲରେ ମାସକ ଭିତରେ ମିଳିବ ଭତ୍ତା

November 15, 2026

ବାତ୍ୟା ଆଶଙ୍କାରେ ଗଞ୍ଜାମରେ ବନ୍ୟା ଭୟ! ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍‌ ଗେଟ୍‌, ନଦୀକୂଳିଆ ଲୋକଙ୍କୁ ସତର୍କ ସୂଚନା

November 15, 2026

ଜନଜାତି ଗୌରବ ଦିବସ : ମାଲକାନଗିରିରେ ରାଜ୍ୟସ୍ତରୀୟ ଉତ୍ସବ, ଯୋଗଦେବେ ମୁଖ୍ୟମନ୍ତ୍ରୀ

November 15, 2026
Latest News

ଜନଜାତି ଗୌରବ ଦିବସରେ ସଂସଦ ଭବନରେ ଭଗବାନ୍ ବିର୍ସା ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି

November 15, 2026

‘ଅପରେସନ୍ ସିନ୍ଦୂର’ ପରେ ପ୍ରଥମ ଥର ପାଇଁ ଭାରତ ଆସିବେ ପାକ୍‌ ମନ୍ତ୍ରୀ

November 15, 2026

୮୦ ବର୍ଷ ପରେ ଗୋଟିଏ ମଞ୍ଚରେ ଏକାଠି ହେବେ ଟ୍ରମ୍ପ-ପୁତିନ୍-ଜିନପିଙ୍ଗ୍

November 15, 2026

ରାଉଟରରେ ତ୍ରୁଟି ନା ଅବହେଳା? FAA ବିଭ୍ରାଟକୁ ନେଇ ଆରମ୍ଭ ହେଲା ତଦନ୍ତ

November 15, 2026

ମହାକାଶ ବିଜ୍ଞାନରେ ଐତିହାସିକ ସଫଳତା: ଆକାଶମାର୍ଗରେ ବୃହତ୍ ମହାକାଶଯାନକୁ ଧରିଲା ସ୍ପେସ୍-ଏକ୍ସ

November 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.