Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ବଲାଙ୍ଗୀରରେ ବଟଲିଂ ପ୍ଲାଣ୍ଟକୁ ଲୋକାର୍ପିତ କଲେ ରାଜ୍ୟପାଳ ଗଣେଶୀ ଲାଲ
ରାଜ୍ୟ ଖବର

ବଲାଙ୍ଗୀରରେ ବଟଲିଂ ପ୍ଲାଣ୍ଟକୁ ଲୋକାର୍ପିତ କଲେ ରାଜ୍ୟପାଳ ଗଣେଶୀ ଲାଲ

December 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଲାଙ୍ଗୀରରେ ବଟଲିଂ ପ୍ଲାଣ୍ଟକୁ ଲୋକାର୍ପିତ କଲେ ରାଜ୍ୟପାଳ ଗଣେଶୀ ଲାଲ

ସମୀକ୍ଷା ବ୍ୟୁରୋ

ବଲାଙ୍ଗୀର: ଉପରାଷ୍ଟ୍ରପତିଙ୍କ ବଲାଙ୍ଗିର ଗସ୍ତ ବାତିଲ ହେବା ପରେ ବଲାଙ୍ଗୀରରେ ବିପିସିଏଲ ଏଲପିଜି ବଟଲିଂ ପ୍ଲାଣ୍ଟର ଲୋକାର୍ପିତ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ଟେଲି କନ୍‌ଫରେନସିଂ ଜରିଆରେ ଉପରାଷ୍ଟ୍ରପତି ଉଦ୍‌ବୋଧନ ଦେଇଛନ୍ତି। ବଟଲିଂ ପ୍ଲାଣ୍ଟ ଲୋକାର୍ପଣ କରି ମୁଁ ବହୁତ ଖୁସି  ବୋଲି କହିଛନ୍ତି। ଲୋକାର୍ପଣ ଉତ୍ସବରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ମୁଖ୍ୟ ଅତିଥି ଭାବେ ଯୋଗ ଦେବା କାର୍ଯ୍ୟକ୍ରମ ରହିଥିଲା । ଖରାପ ପାଗ ଯୋଗୁଁ ତାଙ୍କ ଗସ୍ତ ବାତିଲ ହୋଇଛି। ତେବେ ରାଜ୍ୟପାଳ ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଥୱର ଚାନ୍ଦ ଏବଂ ମନ୍ତ୍ରୀ ଅରୁଣ ସାହୁ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ୧୯ ମାସରେ ୧୦୩ କୋଟି ଟଙ୍କା ବ୍ୟୟରେ ଏହି ବଟଲିଂ ପ୍ଲାଣ୍ଟ ନିର୍ମିତ ହୋଇଛି। ବଟଲିଂ ପ୍ଲାଣ୍ଟରେ ବାର୍ଷିକ ୪୨ ଲକ୍ଷ ସିଲିଣ୍ଡର ଉତ୍ପାଦନ କରିବା କ୍ଷମତା ରହିଛି। ଏହି ପ୍ଲାଣ୍ଟ ଦ୍ଵାରା ପଶ୍ଚିମ ଓଡିଶାର ୧୪ଟି ଜିଲ୍ଲା ଉପକୃତ ହେବେ।

ଧର୍ମେନ୍ଦ୍ରପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.