Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ସମ୍ପତ୍ତି ଆଗରେ ରକ୍ତର ସମ୍ପର୍କ ତୁଚ୍ଛ : ଜମି ପାଇଁ ମା’ ଓ ଭଉଣୀକୁ ରଶିରେ ବାନ୍ଧି ମାଡ ମାରିଲେ ଭାଇ
ରାଜ୍ୟ ଖବର

ସମ୍ପତ୍ତି ଆଗରେ ରକ୍ତର ସମ୍ପର୍କ ତୁଚ୍ଛ : ଜମି ପାଇଁ ମା’ ଓ ଭଉଣୀକୁ ରଶିରେ ବାନ୍ଧି ମାଡ ମାରିଲେ ଭାଇ

January 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

କୁଜଙ୍ଗ: ସମ୍ପତ୍ତି ପାଇଁ ରକ୍ତର ସମ୍ପର୍କ ମଧ୍ୟ ତୁଚ୍ଛ ପାଲଟିଯାଏ। ଏହାର ଏକ ଜ୍ବଳନ୍ତ ଉଦାହରଣ ଦେଖିବାକୁ ମିଳିଛି କୁଜଙ୍ଗ ଥାନା ଅନ୍ତର୍ଗତ ମଙ୍ଗରାଜପୁର ପଞ୍ଚାୟତରେ। ଜମି ବାଡିକୁ କେନ୍ଦ୍ର କରି ଦୁଇ ଭାଇ ମା ଓ ଦୁଇ ଭଉଣୀକୁ ଗଛରେ ବାନ୍ଧି ଅମାନୁଷିକ ଭାବେ ମାଡ ମାରିଥିବାର ଖବର ମିଳିଛି। ମିଳିଥିବା ସୂଚନା ଅନୁସାରେ, କୁଜଙ୍ଗ ଥାନା ଅନ୍ତର୍ଗତ ମଙ୍ଗରାଜପୂର୍ ପଞ୍ଚାୟତର ହଁଶିନା(ଖ) ଗ୍ରାମର ଦୁଇ ଯୁବକ ଗଜେନ୍ଦ୍ର ତରାଇ ଓ ବିଜୟ ତରାଇ ନିଜ  ଜନ୍ମ କଲା ମା ଓ ନିଜ ରକ୍ତର ଦୁଇ ଭଉଣୀଙ୍କୁ ଘରର କାନ୍ଥରେ ଥିବା ବାଉଁଶ ଓ ଘର ପାଖରେ ଥିବା ନଡ଼ିଆ ଗଛରେ ବାନ୍ଧି ଅମାନୁଷିକ ଭାବେ ମାଡ଼ ମାରିଥିଲେ। ଏହି ମାଡ ମାରିବାର ଫଟୋ ଭାଇରାଲ୍‌ ହେବା ପରେ ସମ୍ପୃକ୍ତ ସ୍ଥାନରେ କୁଜଙ୍ଗ ଥାନା ଅଧିକାରୀ ଦିଲିପ୍ କୁମାର ସାହୁ ସେଠାରେ ପହଞ୍ଚି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏହି ଘଟଣାର ଅଭିଯୁକ୍ତ ମାନଙ୍କୁ ଗିରଫ କରି ତାଙ୍କ ଉପରେ କେଶ୍ ନମ୍ବର୍ ୬/୨୦୨୦ ଦଫା ୩୪୨,୨୯୪,୩୦୭, ୩୫୪(ଏ)୩୪ ଲଗାଇ କୋର୍ଟ ଚାଲାଣ କରାଯାଇଛି। ମା’ ଦୁଇ ଝିଅଙ୍କ ନାମରେ କିଛି ଜମି କରିଦେବାରୁ ଦୁଇ ଭାଇ ଉତ୍ତ୍ୟକ୍ତ ହୋଇ ଏପରି ବର୍ବର କାଣ୍ଡ ଘଟାଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ବାରାଣସୀରେ ‘ମାଇଁ ଭାରତ’ ଯୁବ ସମ୍ମିଳନୀ: ରାଷ୍ଟ୍ର ନିର୍ମାଣ ପାଇଁ ଯୁବପିଢ଼ିଙ୍କୁ ପ୍ରେରଣା

October 11, 2026

ଜାଗୋ ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବାର ଏକ ଦୃଢ଼ ସଂକଳ୍ପର ପଦକ୍ଷେପ: ସୋଆ ଉପସଭାପତି

October 11, 2026

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକ ତାଲିକାରେ ଭୁବନେଶ୍ୱର ଜୀବ ବିଜ୍ଞାନ ସଂସ୍ଥାନର ବୈଜ୍ଞାନିକ

October 11, 2026

ରାଷ୍ଟ୍ରପତିଙ୍କୁ ଭେଟିବା ପରେ ରାହୁଲ ଗାନ୍ଧୀ ଦେଇଥିବା ବୟାନକୁ ଧର୍ମେନ୍ଦ୍ର ପ୍ରଧାନଙ୍କ ସମାଲୋଚନା

October 11, 2026
Latest News

ବାରାଣସୀରେ ‘ମାଇଁ ଭାରତ’ ଯୁବ ସମ୍ମିଳନୀ: ରାଷ୍ଟ୍ର ନିର୍ମାଣ ପାଇଁ ଯୁବପିଢ଼ିଙ୍କୁ ପ୍ରେରଣା

October 11, 2026

ଜାଗୋ ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବାର ଏକ ଦୃଢ଼ ସଂକଳ୍ପର ପଦକ୍ଷେପ: ସୋଆ ଉପସଭାପତି

October 11, 2026

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକ ତାଲିକାରେ ଭୁବନେଶ୍ୱର ଜୀବ ବିଜ୍ଞାନ ସଂସ୍ଥାନର ବୈଜ୍ଞାନିକ

October 11, 2026

ରାଷ୍ଟ୍ରପତିଙ୍କୁ ଭେଟିବା ପରେ ରାହୁଲ ଗାନ୍ଧୀ ଦେଇଥିବା ବୟାନକୁ ଧର୍ମେନ୍ଦ୍ର ପ୍ରଧାନଙ୍କ ସମାଲୋଚନା

October 11, 2026

କଲେଜ ନିର୍ବାଚନ ସମ୍ପର୍କିତ ସୁରକ୍ଷା ବ୍ୟବସ୍ଥା ଓ ଆଇନଶୃଙ୍ଖଳା ପରିସ୍ଥିତି ନେଇ ଉଚ୍ଚସ୍ତରୀୟ ସମୀକ୍ଷା

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.