Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ରାଜ୍ୟ କ୍ୟାବିନେଟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି, ସାଧାରଣ ଜନଗଣନା ସହ ଏସଇବିସିଙ୍କୁ ମଧ୍ୟ କରାଯିବ ଗଣନା
ରାଜ୍ୟ ଖବର

ରାଜ୍ୟ କ୍ୟାବିନେଟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି, ସାଧାରଣ ଜନଗଣନା ସହ ଏସଇବିସିଙ୍କୁ ମଧ୍ୟ କରାଯିବ ଗଣନା

January 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha Cabinet Meeting

ଭୁବନେଶ୍ବର-ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ତାହା ହେଲା ଏଥର ଜନଗଣନାରେ ରାଜ୍ୟରେ କେତେ ସାମାଜିକ ଓ ଆର୍ଥିକ ପଛୁଆ ବର୍ଗ ଅଛନ୍ତି ତାହାର ମଧ୍ୟ ଗଣନା କରାଯିବ। ସେଥିପାଇଁ ଜନଗଣନା ଫର୍ମରେ ଏକ ସ୍ବତନ୍ତ୍ର ଫର୍ମାଟ ରହିବ। ଜନଗଣନାରେ ଏହି ନୂଆ ପରିବର୍ତ୍ତନକୁ ଆଜି କ୍ୟାବିନେଟ ଅନୁମୋଦନ କରିଛନ୍ତି। ସାଧାରଣ ଗଣନା ସହିତ ଏହି ଗଣନା ମଧ୍ୟ କରାଯିବ ବୋଲି ନିଷ୍ପତି କରାଯାଇଛି। ମୁଖ୍ୟତଃ ରାଜ୍ୟରେ କେତେ ସାମାଜିକ ଓ ଆର୍ଥିକ ପଛୁଆ ବର୍ଗ ଅଛନ୍ତି ତାହାର କୌଣସି ହିସାବ ନାହିଁ। ଫଳରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାକୁ ଲାଗୁ କରିବାରେ ପ୍ରତିବନ୍ଧକ ସୃଷ୍ଚି ହେଉଛି। ତାହାକୁ ଦୃଷ୍ଟିରେ ରଖି ଓଡିଶା ଏପରି ନିଷ୍ପତି ଗ୍ରହଣ କରିଛି। ସାଧରଣତଃ ମହାତ୍ମା ଗାନ୍ଧୀ ଆର୍ଥିକ ପଛୁଆ ବର୍ଗ ପାଇଁ ସବୁବେଳେ ଚିନ୍ତା କରୁଥିଲେ। ଗାନ୍ଧୀଙ୍କ ସେହି ଚିନ୍ତାଧାରକୁ ସମ୍ମାନ ଜଣାଇ ଓଡିଶା ଏପରି ନିଷ୍ପତି ନେଇଛି ବୋଲି ବୈଠକ ପରେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଲୋକସେବା ଭବନରେ ବସିଥିବା ଏହି କ୍ୟାବିନେଟ ବୈଠକରେ କେବଳ ଏହି ଗୋଟିଏ ପ୍ରସ୍ତାବ ଉପରେ ଆଲୋଚନା ହୋଇଛି।

ଓଡିଶା କ୍ୟାବିନେଟ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱତନ୍ତ୍ର ଅର୍ଥନୈତିକ ଜୋନରେ ମାଛ ଧରା ପାଇଁ ପ୍ରବେଶ ପାସ ଶୁଭାରମ୍ଭ କଲେ ରାଜୀବ ରଞ୍ଜନ ସିଂହ

February 21, 2026

ସରକାରୀ କଲେଜରେ ପଢାଉଛନ୍ତି ୧୭୫୩ ଅତିଥି ଅଧ୍ୟାପକ, ଗୃହରେ ଉତ୍ତର ରଖିଲେ ମନ୍ତ୍ରୀ

February 21, 2026

ପ୍ରତ୍ୟେକ ସୀମାଞ୍ଚଳ ଗ୍ରାମକୁ ‘ଭାରତର ପ୍ରଥମ ଗ୍ରାମ’ ଭାବେ ପରିଭାଷିତ କରିବାର ନିଷ୍ପତ୍ତି

February 21, 2026

ନିଲ୍ କାତ୍ୟାଲ୍ କିଏ, ଯାହାଙ୍କ ଯୁକ୍ତି ଆମେରିକାର ସୁପ୍ରିମକୋର୍ଟରେ ଶୁଳ୍କ ପ୍ରସଙ୍ଗରେ ଟ୍ରମ୍ପଙ୍କୁଦେଲା ଝଟକା?

February 21, 2026
Latest News

ସ୍ୱତନ୍ତ୍ର ଅର୍ଥନୈତିକ ଜୋନରେ ମାଛ ଧରା ପାଇଁ ପ୍ରବେଶ ପାସ ଶୁଭାରମ୍ଭ କଲେ ରାଜୀବ ରଞ୍ଜନ ସିଂହ

February 21, 2026

ସରକାରୀ କଲେଜରେ ପଢାଉଛନ୍ତି ୧୭୫୩ ଅତିଥି ଅଧ୍ୟାପକ, ଗୃହରେ ଉତ୍ତର ରଖିଲେ ମନ୍ତ୍ରୀ

February 21, 2026

ପ୍ରତ୍ୟେକ ସୀମାଞ୍ଚଳ ଗ୍ରାମକୁ ‘ଭାରତର ପ୍ରଥମ ଗ୍ରାମ’ ଭାବେ ପରିଭାଷିତ କରିବାର ନିଷ୍ପତ୍ତି

February 21, 2026

ନିଲ୍ କାତ୍ୟାଲ୍ କିଏ, ଯାହାଙ୍କ ଯୁକ୍ତି ଆମେରିକାର ସୁପ୍ରିମକୋର୍ଟରେ ଶୁଳ୍କ ପ୍ରସଙ୍ଗରେ ଟ୍ରମ୍ପଙ୍କୁଦେଲା ଝଟକା?

February 21, 2026

ଏଆଇ ଇମ୍ପାକ୍ସ ସମ୍ମିଳନୀ ଅବସରରେ ଭାରତ ସଂକ୍ରାନ୍ତରେ ବିଶ୍ୱର ବୈଷୟିକ ନେତୃତ୍ୱଙ୍କ ମତ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.