Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ : ୧୨ ଆହତ
ରାଜ୍ୟ ଖବର

ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ : ୧୨ ଆହତ

January 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ବାଲେଶ୍ବର : ବାଲେଶ୍ୱର ଜିଲ୍ଲାର ୧୬ ନମ୍ବର ଜାତୀୟ ରାଜପଥର ଶେରଗଡ଼ ଓ ଖନ୍ତାପଡ଼ା ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତି ଏକ ତୀର୍ଥଯାତ୍ରୀ ବସ ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଜଣାପଡ଼ିଛି ।  ତୀର୍ଥଯାତ୍ରୀ ବସ ଏକ ଅଜଣା ଗାଡ଼ିକୁ ଧକ୍କା ଦେବାରୁ ଦୁର୍ଘଟଣାଗ୍ରସ୍ତ ହୋଇଛ । ଫଳରେ ଏଥିରେ ୧୨ ଜଣ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି । ଆହତମାନଙ୍କ ମଧ୍ୟରୁ ୭ ଜଣଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ୫ ଜଣଙ୍କୁ ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଏହି ତୀର୍ଥଯାତ୍ରୀ ବସ ପଶ୍ଚିମବଙ୍ଗର ବୋଲି କୁହାଯାଉଛି । ତୀର୍ଥଯାତ୍ରୀ ବସ ଶ୍ରଦ୍ଧାଳୁଙ୍କୁ ନେଇ ପୁରୀ ଆସିଥିଲା ।

accident
Share. Facebook Twitter LinkedIn Email WhatsApp Copy Link

Related Posts

ଲୋହଗଡ଼ ଫୋର୍ଟ ମାମଲା: ତଦନ୍ତରେ ନୂଆ ମୋଡ଼, ସିସିଟିଭି ଫୁଟେଜ୍ ଓ ପରିବାର ବୟାନରେ ଖୋଲୁଛି ରହସ୍ୟ

June 25, 2026

ନବରଙ୍ଗପୁରରେ ହତ୍ୟା ମାମଲା: ଅଭିଯୁକ୍ତକୁ ୬ ବର୍ଷ ସଶ୍ରମ କାରାଦଣ୍ଡ

June 25, 2026

ନିର୍ମାଣାଧୀନ ଗୋଦାମ ଭୁଶୁଡ଼ି ୫ ମୃତ, ୩ ଅଭିଯୁକ୍ତ ଗିରଫ

June 25, 2026

ରଥଯାତ୍ରା ୨୦୨୬: ଭକ୍ତଙ୍କ ପାଇଁ ବ୍ୟାପକ ପ୍ରସ୍ତୁତି, ପୁରୀରେ ସୁଗମ ଯାତାୟାତ ଓ ସୁରକ୍ଷାକୁ ପ୍ରାଥମିକତା

June 24, 2026
Latest News

ଲୋହଗଡ଼ ଫୋର୍ଟ ମାମଲା: ତଦନ୍ତରେ ନୂଆ ମୋଡ଼, ସିସିଟିଭି ଫୁଟେଜ୍ ଓ ପରିବାର ବୟାନରେ ଖୋଲୁଛି ରହସ୍ୟ

June 25, 2026

ଏଣିକି ବିବାହ କାର୍ଡରେ ଜନ୍ମ ତାରିଖ ବାଧ୍ୟତାମୂଳକ !

June 25, 2026

ନବରଙ୍ଗପୁରରେ ହତ୍ୟା ମାମଲା: ଅଭିଯୁକ୍ତକୁ ୬ ବର୍ଷ ସଶ୍ରମ କାରାଦଣ୍ଡ

June 25, 2026

ନିର୍ମାଣାଧୀନ ଗୋଦାମ ଭୁଶୁଡ଼ି ୫ ମୃତ, ୩ ଅଭିଯୁକ୍ତ ଗିରଫ

June 25, 2026

ରଥଯାତ୍ରା ୨୦୨୬: ଭକ୍ତଙ୍କ ପାଇଁ ବ୍ୟାପକ ପ୍ରସ୍ତୁତି, ପୁରୀରେ ସୁଗମ ଯାତାୟାତ ଓ ସୁରକ୍ଷାକୁ ପ୍ରାଥମିକତା

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.