Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ପାଇକପଡା କ୍ୱାରେଣ୍ଟାଇନ୍‌ ସେଣ୍ଟରରେ 31ଜଣ ସୁରତ ଫେରନ୍ତା ପ୍ରବାସୀ ଓଡ଼ିଆଙ୍କୁ ନେଇ ପହଞ୍ଚିଲା ବସ୍‌
ରାଜ୍ୟ ଖବର

ପାଇକପଡା କ୍ୱାରେଣ୍ଟାଇନ୍‌ ସେଣ୍ଟରରେ 31ଜଣ ସୁରତ ଫେରନ୍ତା ପ୍ରବାସୀ ଓଡ଼ିଆଙ୍କୁ ନେଇ ପହଞ୍ଚିଲା ବସ୍‌

May 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପିଣ୍ଟୁ ବିଷୋୟୀ

ବେଗୁନିଆପଡା: କରୋନା ମୁକାବିଲା ପାଇଁ ରାଜ୍ୟସରକାର ପଞ୍ଚାୟତସ୍ତରରେ ସମସ୍ତ ପ୍ରସ୍ତୁତି କରିଛନ୍ତି। ଏଥିସହ ଗଞ୍ଜାମ ଜିଲ୍ଳା ବେଗୁନିଆପଡା ବ୍ଲକର ସମସ୍ତ ପଞ୍ଚାୟତରେ ମଧ୍ୟ ସମସ୍ତ ପ୍ରସ୍ତୁତି ହୋଇଛି । ଅନ୍ୟ ରାଜ୍ୟରୁ ଫେରୁଥିବା ପ୍ରବାସୀ ଓଡ଼ିଆଙ୍କ ପାଇଁ ପଞ୍ଚାୟତରେ କ୍ୱାରେନଟାଇନ ସେଣ୍ଟର ହୋଇଛି । ଏହି କ୍ରମରେ ଆଜି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ବଡ଼ଖଇରଖମା ଗ୍ରାମ ପଞ୍ଚାୟତର ପାଇକପଡା ସ୍ଥିତ ଶ୍ରୀ ବଟେଶ୍ୱର ହାଇସ୍କୁଲରେ ଥିବା  କ୍ୱାରେନଟାଇନ ସେଣ୍ଟରରେ ସୁରତ ଫେରନ୍ତା ପ୍ରବାସୀ ଓଡ଼ିଆଙ୍କୁ ନେଇ ଏକ ବସ ପହଞ୍ଚିଛି। ଏହି ବସରେ 31 ଜଣ ପ୍ରବାସୀ ଓଡ଼ିଆ ଶ୍ରମିକ ଆସିଥିବାର ସୂଚନା ରହିଛି ।

ଉକ୍ତ ଶ୍ରମିକ ମାନେ ବେଗୁନିଆପଡା ବ୍ଳକ ବଡ଼ଖଇରଖମା ପଞ୍ଚାୟତ ପାଇକପଡା ସ୍ଥିତ ସଂଗରୋଧ କେନ୍ଦ୍ରରେ ରହିବେ ବୋଲି ସୂଚନା ମିଳିଛି। ପ୍ରବାସୀ ଓଡିଆମାନେ ପହଁଚିବାପରେ ସେମାନଙ୍କ ପଞ୍ଜିକରଣ କରାଯିବା ସହ କିଟ୍‌ ପ୍ରଦାନ କରାଯାଇଛି। ନୋଡାଲ ଅଫିସର କ୍ଷୀରୋଦ ଦାସ, ଶିକ୍ଷକ ରାମହରି ବିଷୋୟୀ,କାହ୍ନୁ ଗୌଡ଼, ପ୍ରକାଶ ଚନ୍ଦ୍ର ନାୟକ,ଅଙ୍ଗନୱାଡି କର୍ମୀ ସଂଯୁକ୍ତା ସାମଲ, ସୁଲୋଚନା ସାହୁ,ମିନତୀ ଗୌଡ ଓ ଆଶା କର୍ମୀ ବବିତା ରାଉତ ପ୍ରମୁଖ ଉପସ୍ଥିତ ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

“ପାକିସ୍ତାନର ବଦଳିଯିବ ଇତିହାସ ଏବଂ ଭୂଗୋଳ,”: ରାଜନାଥ ସିଂହଙ୍କ ପାକିସ୍ତାନକୁ ଚେତାବନୀ

October 5, 2025

ସମ୍ବାଦ ସ୍ୱନକ୍ଷତ୍ର ଦିବସରେ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ଏମିତି କାହିଁକି କହିଲେ…

October 5, 2025

ବାଲୁଗାଁ ଚିଲିକା କୂଳରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର

October 4, 2025

ଚଳିତ ବର୍ଷ କୁମାର ପୂର୍ଣ୍ଣିମା କେବେ? 6 ତାରିଖ ନା 7 ତାରିଖ, କଣ କହୁଛି ପଞ୍ଚାଙ୍ଗ

October 4, 2025
Latest News

“ପାକିସ୍ତାନର ବଦଳିଯିବ ଇତିହାସ ଏବଂ ଭୂଗୋଳ,”: ରାଜନାଥ ସିଂହଙ୍କ ପାକିସ୍ତାନକୁ ଚେତାବନୀ

October 5, 2025

ODIରେ ଅଷ୍ଟ୍ରେଲିଆର ହରଜସ୍ ଙ୍କ ବିସ୍ଫୋରକ ଇନିଂସ: ୩୫ ଛକା ସହିତ ଖେଳିଲେ ତ୍ରିଶତକୀୟ ପାଳି

October 5, 2025

ଦୀପାବଳି ପାଇଁ ଜିଓ ଆଣିଲା ଜବରଦସ୍ତ ଅଫର, ୪ଜି ମୋବାଇଲ ଫୋନ ଦାମ୍ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

October 5, 2025

ବାଲୁଗାଁ କଲେଜ ଦ୍ବାରା ଆୟୋଜିତ ପୂଜା ସ୍ୱତନ୍ତ୍ର ଶିବିର ଉଦଯାପିତ

October 5, 2025

ଟାଙ୍ଗୀ ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ଉତ୍ସବରେ ଯୋଗ ଦେଲେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

October 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.