Categories
ବିଶେଷ ଖବର

କୃଷକମାନଙ୍କ ପାଇଁ ଖୁସି ଖବର!, ମିଳିବ ପିଏମ କିଷାନର ଏକାଦଶ କିସ୍ତି, ଜାଣନ୍ତୁ କେଉଁମାନେ ହେବେ ଉପକୃତ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅଧୀନରେ ଦେଶର କୋଟି କୋଟି ଚାଷୀଙ୍କୁ ନୂତନ ବର୍ଷରେ କେନ୍ଦ୍ର ସରକାର ଉପହାର ଦେଇଥିଲେ। ଜାନୁଆରୀ 1 ତାରିଖରେ କେନ୍ଦ୍ର ସରକାର ପିଏମ କିଷାନର ଦଶମ କିସ୍ତି କୃଷକଙ୍କ ଆକାଉଣ୍ଟରେ ଜମା କରିଥିଲେ। […]

Categories
ବିଶେଷ ଖବର

ପିଏମ କିଷାନ ଯୋଜନା: ୬ ହଜାର ପାଇଁ କରିବାକୁ ପଡିବ ଏହି କାମ, ନଚେତ୍ ଆକାଉଣ୍ଟରେ ଜମା ହେବନି ରାଶି!

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ସରକାର ଏକ ବଡ ପରିବର୍ତ୍ତନ କରିଛନ୍ତି। ଯଦି ଆପଣ ମଧ୍ୟ ଏହି ଯୋଜନାର ଲାଭ ଉଠାଉଛନ୍ତି, ତେବେ ଆପଣ ତୁରନ୍ତ ଯାଞ୍ଚ କରିବା ଉଚିତ୍। ବର୍ତ୍ତମାନଠାରୁ ଏହି ଯୋଜନାର ଲାଭ ଉଠାଇବା ପାଇଁ […]

Categories
ଜାତୀୟ ଖବର ବିଶେଷ ଖବର

ପିଏମ କିଷାନ ଯୋଜନା: ଏଣିକି ୨ ହଜାର ବଦଳରେ କୃଷକଙ୍କୁ ମିଳିବ ୫ ହଜାର ଟଙ୍କା, ଜାଣନ୍ତୁ କିପରି

ନୂଆଦିଲ୍ଲୀ: ଯଦି ଆପଣ ମଧ୍ୟ ପିଏମ କିଷାନ ଯୋଜନାର ସୁଯୋଗ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ଅଛି। ଦେଶର କୃଷକମାନଙ୍କ ପାଇଁ କେନ୍ଦ୍ର ସରକାରଙ୍କ ଦ୍ଵାରା ପ୍ରଧାନମନ୍ତ୍ରୀ କିଷାନ୍ ସମ୍ମାନ ନିଧି ଯୋଜନା ପରିଚାଳିତ, ଯେଉଁଥିରେ ଚାଷୀଙ୍କୁ […]

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା: ଚାଷୀଙ୍କ ଆକାଉଣ୍ଟରେ ଜମା ହେଲା ୧୯ ହଜାର ୫୦୦ କୋଟି

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ୨୦୨୧ ର ଦ୍ୱିତୀୟ କିସ୍ତି ଜାରି କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ଏହି ଯୋଜନା ସହିତ ଜଡିତ ୯.୭୫ କୋଟିରୁ ଅଧିକ ହିତାଧିକାରୀ ଚାଷୀଙ୍କୁ […]

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଆଦିବାସୀ ଅଞ୍ଚଳରେ ବିଭିନ୍ନ ଯୋଜନାର ପ୍ରଚାର ପାଇଁ ଚାଲିବ ପ୍ରଧାନମନ୍ତ୍ରୀ-ଜନମନ ମିଶନ ଅଭିଯାନ

ନୂଆଦିଲ୍ଲୀ: ଦେଶର ୧୯୪ଟି ଜିଲ୍ଲାର ବିଶେଷ ଭାବେ ବିଲୁପ୍ତ ପ୍ରାୟ ଜନଜାତି ଗୋଷ୍ଠୀ (ପିଭିଟିଜି) ବସ୍ତି ଏବଂ ପିଭିଟିଜି ପରିବାରମାନଙ୍କ ନିକଟରେ ପହଞ୍ଚିବା ଉଦ୍ଦେଶ୍ୟରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଅଗଷ୍ଟ ୨୩, ୨୦୨୪ ରୁ ୧୦ସେପ୍ଟେମ୍ବର ୨୦୨୪ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ […]

Categories
ଜାତୀୟ ଖବର ବିଶେଷ ଖବର

ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ପାଇଁ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଜି ରାଜ୍ୟସଭାରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେଇଛନ୍ତି। ସଦନକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ପ୍ରେରଣାଦାୟକ ଏବଂ ଉତ୍ସାହଜନକ ଅଭିଭାଷଣ ପାଇଁ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଜଣାଇଥିଲେ । ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ […]

Categories
ଆଜିର ଖବର ଜାତୀୟ ଖବର

ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ଵ ନେଲେ ମୋଦୀ: ପ୍ରଥମ ଦିନରେ କୃଷକମାନଙ୍କୁ ଦେଲେ ବଡ ଉପହାର

ନୂଆଦିଲ୍ଲୀ: ଲଗାତାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାର ଗୋଟିଏ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚାଷୀଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଆଜି ପିଏମ କିଷାନ ସମ୍ମାନ ନିଧି ସମ୍ବନ୍ଧରେ ପ୍ରଧାନମନ୍ତ୍ରୀ ମୋଦୀ […]

Categories
ଜାତୀୟ ଖବର ବିଶେଷ ଖବର

ଜମ୍ମୁ-କାଶ୍ମୀରରେ ଏକାଧିକ ବିକାଶ ମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଜମ୍ମୁରେ ୩୨,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି। ସ୍ୱାସ୍ଥ୍ୟ, ଶିକ୍ଷା, ରେଳ, ସଡ଼କ, ବିମାନ ଚଳାଚଳ, ପେଟ୍ରୋଲିୟମ ଏବଂ ନାଗରିକ ଭିତ୍ତିଭୂମି ସମେତ […]

Categories
ଜାତୀୟ ଖବର ବଜେଟ ୨୦୨୪ ବିଶେଷ ଖବର

ରାମ ପ୍ରସଙ୍ଗ ଜିତାଇବ ନିର୍ବାଚନ!, ବଜେଟରେ କାହାକୁ ସନ୍ତୁଷ୍ଟ କରିବାକୁ ଉଦ୍ୟମ କରିନାହାନ୍ତି ମୋଦି ସରକାର

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ ମୋଦି ସରକାରଙ୍କ ଅନ୍ତରୀଣ ବଜେଟରୁ ଆଶ୍ୱସ୍ତି ମିଳିବ ବୋଲି ଲୋକେ ଆଶା ରଖିଥିଲେ। କିନ୍ତୁ ତାହା ହୋଇନାହିଁ। କୃଷକମାନେ ପିଏମ୍ କିଷାନ ସମ୍ମାନ ନିଧିର ପରିମାଣ ବୃଦ୍ଧି ହେବ ବୋଲି ଆଶା ରଖିଥିଲେ। ବେତନଭୋଗୀ ଶ୍ରେଣୀ […]

Categories
ଜାତୀୟ ଖବର ବଜେଟ ୨୦୨୪ ବିଶେଷ ଖବର

ପେଟ୍ରୋଲ-ଡିଜେଲ, ଆୟକରଠାରୁ ଆରମ୍ଭ କରି ଗୃହ ଋଣ ପର୍ଯ୍ୟନ୍ତ, ଲୋକସଭା ନିର୍ବାଚନ ପୂର୍ବରୁ ସରକାର କ’ଣ ଦେଇପାରିବେ

ନୂଆଦିଲ୍ଲୀ: ନରେନ୍ଦ୍ର ମୋଦି ସରକାର ନିଜର ଦ୍ୱିତୀୟ ପାଳିର ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ଫେବ୍ରୁଆରି ପହିଲାରେ ସରକାର ଏହି କାର୍ଯ୍ୟକାଳର ଶେଷ ବଜେଟ ଉପସ୍ଥାପନ କରିବେ। ଅଯୋଧ୍ୟା ରାମ ମନ୍ଦିରରେ ରାମଲାଲାଙ୍କ ପୂଜାର୍ଚ୍ଚନା ପରେ ସମଗ୍ର ଦେଶରେ ଉତ୍ସାହ ଏକ ନୂଆ […]

Categories
ଆଜିର ଖବର ଜାତୀୟ ଖବର

ବିକଶିତ  ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀମାନଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀମାନଙ୍କ ସହ ଆଲୋଚନା କରିବା ସହ ସେମାନଙ୍କୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼, ତେଲଙ୍ଗାନା ଏବଂ ମିଜୋରାମରେ […]

Categories
ଆଜିର ଖବର ଜାତୀୟ ଖବର

ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରା (ଭିବିଏସୱାଇ)ର ହିତାଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ବିଭିନ୍ନ ସରକାରୀ ଯୋଜନାଗୁଡ଼ିକର ସୁଫଳ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ହିତାଧିକାରୀଙ୍କ ପାଖରେ ପହଞ୍ଚିପାରିବ ସେଥିପାଇଁ ସରକାରଙ୍କ […]

Categories
ଆଜିର ଖବର ରାଜ୍ୟ ଖବର

ଏଫପିଓ ଏବଂ ଏସଏଚଜିଙ୍କ ଦକ୍ଷତା ବୃଦ୍ଧି ପାଇଁ ନାବାର୍ଡର ରାଜ୍ୟସ୍ତରୀୟ କନକ୍ଲେଭରେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଫପିଓ ଏବଂ ସ୍ୱୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ଦେଶର କୃଷକ, ଗ୍ରାମୀଣ ମହିଳାମାନଙ୍କୁ ସଶକ୍ତ କରିବାର ଦାୟିତ୍ୱ ନେଇଛନ୍ତି ବୋଲି ଶନିବାର ନାବାର୍ଡ ପକ୍ଷରୁ ଆୟୋଜିତ ‘ରାଜ୍ୟସ୍ତରୀୟ କନକ୍ଲେଭ’ରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ […]

Categories
ବିଶେଷ ଖବର

ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣର ୫ଟି ଜିନିଷ, ଯାହା କଂଗ୍ରେସକୁ ଚକିତ କରିବ

ନୂଆଦିଲ୍ଲୀ: ସ୍ୱାଧୀନତା ଦିବସ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୨୪ ସାଧାରଣ ନିର୍ବାଚନ ପାଇଁ ଏଜେଣ୍ଡା ସ୍ଥିର କରିଛନ୍ତି। ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ମୋଦୀ ଜନସାଧାରଣଙ୍କ ସହାୟତା ଲୋଡ଼ିବା ସହ ଆଶୀର୍ବାଦ ମଧ୍ୟ ଲୋଡ଼ିଥିଲେ। ଆଗାମୀ ୫ ବର୍ଷ ଅଭୂତପୂର୍ବ ବିକାଶ […]

Categories
ଆଜିର ଖବର ଜାତୀୟ ଖବର

ଜାତୀୟ ଆପ୍ରେଣ୍ଟିସ-ସିପ୍ ପ୍ରୋତ୍ସାହନ ଯୋଜନାରେ ଡିବିଟିର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ଜାତୀୟ ଆପ୍ରେଣ୍ଟିସ-ସିପ୍ ପ୍ରୋତ୍ସାହନ ଯୋଜନା (ଏନ୍ଏପିଏସ୍) ରେ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର ବା ଡିବିଟିର ଶୁଭାରମ୍ଭ କରିଛନ୍ତି । ଏହି ଏନଏପିଏସ ଅଧୀନରେ […]

Categories
ବିଶେଷ ଖବର ବ୍ୟବସାୟ

ବ୍ରିଟେନକୁ ପଛରେ ପକାଇ ବିଶ୍ଵର ପଞ୍ଚମ ସର୍ବବୃହତ ଅର୍ଥବ୍ୟବସ୍ଥା ହେଲା ଭାରତ

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ର ଆକଳନ ଅନୁଯାୟୀ, ବ୍ରିଟେନକୁ ପଛରେ ପକାଇ ଭାରତ ବିଶ୍ଵର ପଞ୍ଚମ ସର୍ବବୃହତ ଅର୍ଥବ୍ୟବସ୍ଥା ହୋଇପାରିଛି। କେବଳ ସେତିକି ନୁହେଁ ଅନ୍ୟାନ୍ୟ ପ୍ରଗତି ସୂଚକାଙ୍କରେ ମଧ୍ୟ ଭାରତର ସ୍ଥିତିରେ ସୁଧାର ଆସିଛି। ଜି-୨୦ ରାଷ୍ଟ୍ର […]

Categories
ଆଜିର ଖବର ଜାତୀୟ ଖବର

ବେଙ୍ଗାଲୁରୁ ଠାରେ ରାଜ୍ୟ କୃଷି ଏବଂ ଉଦ୍ୟାନ କୃଷି ମନ୍ତ୍ରୀମାନଙ୍କର ଦୁଇ ଦିନିଆ ସମ୍ମିଳନୀ ଉଦଯାପିତ

ବେଙ୍ଗାଲୁରୁ: ବେଙ୍ଗାଲୁରୁରେ ଆୟୋଜିତ ରାଜ୍ୟ କୃଷି ଏବଂ ଉଦ୍ୟାନ କୃଷି ମନ୍ତ୍ରୀମାନଙ୍କର ଦୁଇ ଦିନିଆ ସମ୍ମିଳନୀ ଆଜି ଉଦଯାପିତ ହୋଇଯାଇଛି। କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଏବଂ କର୍ଣ୍ଣାଟକ ସରକାରଙ୍କ ମିଳିତ ଆନୁକୂଲ୍ୟରେ ଏହି ସମ୍ମିଳନୀ ଆୟୋଜନ କରାଯାଇଥିଲା। […]

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ବିଶାଳ ଗରିବ କଲ୍ୟାଣ’ ସମ୍ମିଳନୀ, ଓଡିଶାରେ ମଧ୍ୟ ଆୟୋଜନ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୮ ବର୍ଷ ପୂର୍ତି ଉପଲକ୍ଷେ ଆଜି ସମଗ୍ର ଭାରତବର୍ଷରେ ସେବା, ସୁଶାସନ ଓ ଗରିବ କଲ୍ୟାଣର କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଅଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ପିଏମ କିଷାନ ସମ୍ମାନ ନିଧି ଯୋଜନାର ଲାଭାର୍ଥୀ […]

Categories
Budget2022 ବିଶେଷ ଖବର

ଚାଷୀଙ୍କୁ ଉପହାର ଦେଇପାରନ୍ତି ମୋଦୀ ସରକାର, ଆୟକର ସୀମାରେ ଛାଡ ହେବ କି?, ପଢନ୍ତୁ ୧୫ ଟି ବଡ ବିଷୟ

ନୂଆଦିଲ୍ଲୀ: ଦେଶ ପୁଣି ଥରେ ନିର୍ବାଚନ ରଙ୍ଗରେ ରଙ୍ଗିତ ହୋଇଛି। ଉତ୍ତରପ୍ରଦେଶ, ପଞ୍ଜାବ, ଉତ୍ତରାଖଣ୍ଡ ସମେତ ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେଉଛି। ଏହି ସମୟରେ ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିବେ। ଏହି ବଜେଟରେ ମୋଦୀ ସରକାର […]

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

କେନ୍ଦ୍ର ସରକାର ଦେଲା ନିର୍ଦ୍ଦେଶ: ଏବେ ଏହି ଅଯୋଗ୍ୟ ଚାଷୀଙ୍କୁ ଫେରାଇବାକୁ ପଡିବ ଟଙ୍କା, ଯାଞ୍ଚ କରନ୍ତୁ ତାଲିକା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅଧୀନରେ ବାର୍ଷିକ ୬ ହଜାର ଟଙ୍କା ଦେଶର କୋଟି ଚାଷୀଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର କରାଯାଇଥାଏ। କିନ୍ତୁ ଅନେକ ଠକେଇ ଓ ବିଶୃଙ୍ଖଳା ହେତୁ ବର୍ତ୍ତମାନ ସରକାର ଅଯୋଗ୍ୟ ଲୋକଙ୍କଠାରୁ ଟଙ୍କା ଫେରସ୍ତ କରିବା […]

Categories
ଜାତୀୟ ଖବର ବିଶେଷ ଖବର

ମୋଦୀ ୩.o ପ୍ରଥମ ୧୦୦ ଦିନର ଗୁରୁତ୍ୱପୂର୍ଣ୍ଣ ଉପଲବ୍ଧି ସମ୍ପର୍କରେ କହିଲେ କେନ୍ଦ୍ର ଗୃହ ମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତୃତୀୟ ପାଳିର ପ୍ରଥମ ୧୦୦ ଦିନର ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ, ନିଷ୍ପତ୍ତି ଏବଂ ଉପଲବ୍ଧି ଉପରେ କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଆଜି ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି। ଏହି […]