Categories
ଆଜିର ଖବର ଜାତୀୟ ଖବର

ଲାଲକିଲ୍ଲାରୁ ୭୮ତମ ସ୍ୱାଧୀନତା ଦିବସ ଉତ୍ସବ: ଭବ୍ୟ ସମାରୋହ ପାଇଁ ପ୍ରାୟ ୬୦୦୦ ସ୍ବତନ୍ତ୍ର ଅତିଥିଙ୍କୁ ନିମନ୍ତ୍ରଣ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୧୫, ୨୦୨୪ରେ ଦିଲ୍ଲୀର ଐତିହାସିକ ଲାଲକିଲ୍ଲାରୁ ୭୮ତମ ସ୍ୱାଧୀନତା ଦିବସ ପାଳନ କରିବାରେ ଦେଶବାସୀଙ୍କ ନେତୃତ୍ୱ ନେବେ। ସେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଏହି ସ୍ମାରକୀର ପ୍ରାଚୀରରୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ପାରମ୍ପରିକ ଅଭିଭାଷଣ ଦେବେ। […]

Categories
ଜାତୀୟ ଖବର ବିଶେଷ ଖବର

“ବିଶ୍ୱ ବନ୍ଧୁ” ଭାବେ ବିଶ୍ୱ କଲ୍ୟାଣ କରିବା ପାଇଁ ଭାରତ ପ୍ରତିଶ୍ରୁତିବଦ୍ଧ: ପ୍ରଧାନମନ୍ତ୍ରୀ

ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଜାତୀୟ କୃଷି ବିଜ୍ଞାନ କେନ୍ଦ୍ର (ଏନଏଏସସି) କମ୍ପ୍ଲେକ୍ସରେ କୃଷି ଅର୍ଥନୀତିଜ୍ଞ ମାନଙ୍କର ୩୨ତମ ଆନ୍ତର୍ଜାତିକ ସମ୍ମିଳନୀ (ଆଇସିଏଇ)କୁ ଉଦଘାଟନ କରିଛନ୍ତି। ଚଳିତ ବର୍ଷ ସମ୍ମିଳନୀର ବିଷୟବସ୍ତୁ ହେଉଛି, “ସ୍ଥାୟୀ କୃଷି – ଖାଦ୍ୟ […]

Categories
ଆଜିର ଖବର ଜାତୀୟ ଖବର

ଆଜିଠୁ ପ୍ରଧାନମନ୍ତ୍ରୀଙ୍କ ଉତ୍ତରପ୍ରଦେଶ ଓ ବିହାର ଗସ୍ତ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜିଠୁ ଉତ୍ତର ପ୍ରଦେଶ ଏବଂ ବିହାର ଗସ୍ତରେ ଯିବେ। ଆଜି ଅପରାହ୍ଣ ପ୍ରାୟ ୫ଟାରେ ପ୍ରଧାନମନ୍ତ୍ରୀ ଉତ୍ତରପ୍ରଦେଶର ବାରଣାସୀରେ ପିଏମ୍ କିଷାନ ସମ୍ମାନ ସମ୍ମିଳନୀରେ ଯୋଗଦେବେ। ସନ୍ଧ୍ୟା ପ୍ରାୟ ୭ଟାରେ ପ୍ରଧାନମନ୍ତ୍ରୀ ଦଶାଶ୍ଵମେଧ ଘାଟରେ ଗଙ୍ଗା ଆରତୀ […]

Categories
ଆଜିର ଖବର ଜାତୀୟ ଖବର

ଜୁନ୍ ୧୮ ଓ ୧୯ରେ ଉତ୍ତରପ୍ରଦେଶ ଓ ବିହାର ଗସ୍ତ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୮ ଓ ୧୯ ଜୁନ୍ ୨୦୨୪ରେ ଉତ୍ତର ପ୍ରଦେଶ ଏବଂ ବିହାର ଗସ୍ତରେ ଯିବେ। ଜୁନ୍ ୧୮ ତାରିଖ ଅପରାହ୍ଣ ପ୍ରାୟ ୫ଟାରେ ପ୍ରଧାନମନ୍ତ୍ରୀ ଉତ୍ତରପ୍ରଦେଶର ବାରଣାସୀରେ ପିଏମ୍ କିଷାନ ସମ୍ମାନ ସମ୍ମିଳନୀରେ ଯୋଗଦେବେ। ସନ୍ଧ୍ୟା […]

Categories
ଆଜିର ଖବର ଜାତୀୟ ଖବର

ଆଜମଗଡ଼ରେ ୩୪,୦୦୦ କୋଟି ମୂଲ୍ୟର ଏକାଧିକ ବିକାଶମୂଳକ କାର୍ଯ୍ୟକ୍ରମର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଉତ୍ତର ପ୍ରଦେଶର ଆଜମଗଡ଼ ଠାରେ ଏକ କାର୍ଯ୍ୟକ୍ରମରେ ୩୪,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶମୂଳକ ପଦକ୍ଷେପର ଉଦଘାଟନ, ଲୋକାର୍ପଣ ଏବଂ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଏଭଳି କାର୍ଯ୍ୟକ୍ରମ ଦିଲ୍ଲୀରେ […]

Categories
ଆଜିର ଖବର ଜାତୀୟ ଖବର

ହରିୟାଣାରେ ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ହରିୟାଣାର ରେଓ୍ଵାରିଠାରେ ୯୭୫୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ସହରାଞ୍ଚଳ ପରିବହନ, ସ୍ୱାସ୍ଥ୍ୟ, ରେଳ ଏବଂ ପର୍ଯ୍ୟଟନ ସହିତ […]

Categories
ଜାତୀୟ ଖବର ନିର୍ବାଚନ ଖବର ବିଶେଷ ଖବର

ଆଶ୍ଚର୍ଯ୍ୟଜନକ! ମୁଣ୍ଡରେ ନିର୍ବାଚନ ଓ ବିରୋଧୀ ଏକତାର ଏହି ଚିତ୍ର!

ନୂଆଦିଲ୍ଲୀ: ଦେଶରେ ଲୋକସଭା ନିର୍ବାଚନ ପାଇଁ ଆଉ ଅଧିକ ସମୟ ବାକି ନାହିଁ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନ୍ତରୀଣ ବଜେଟ ଆସିଛି। ଅଯୋଧ୍ୟାର ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ମଧ୍ୟ ଶେଷ ହୋଇଛି। ଏବେ ଲୋକସଭା ନିର୍ବାଚନ ତାରିଖ ଘୋଷଣାକୁ […]

Categories
ଜାତୀୟ ଖବର ବଜେଟ ୨୦୨୪ ବିଶେଷ ଖବର

ଅନ୍ତରୀଣ କେନ୍ଦ୍ର ବଜେଟ୍ ୨୦୨୪-୨୫ ର ମୁଖ୍ୟାଂଶ

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ୨୦୨୪-୨୫ ର ଅନ୍ତରୀଣ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିଛନ୍ତି। ବଜେଟର ମୁଖ୍ୟାଂଶଗୁଡ଼ିକ ହେଲା: ଭାଗ ଏ ସାମାଜିକ ନ୍ୟାୟ  ପ୍ରଧାନମନ୍ତ୍ରୀ ୪ଟି ପ୍ରମୁଖ ଜାତି ଯଥା […]

Categories
ଜାତୀୟ ଖବର ବଜେଟ ୨୦୨୪ ବିଶେଷ ଖବର

ଅନ୍ତରୀଣ ବଜେଟ-୨୦୧୪: ଯୁବବର୍ଗ, କୃଷକ, ମହିଳା ଓ ଗରିବଙ୍କ ଉପରେ କଣ ଘୋଷଣା କଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଅନ୍ତରୀଣ ବଜେଟ ଉପସ୍ଥାପନ କରିଛନ୍ତି। ଯୁବବର୍ଗ, କୃଷକ, ମହିଳା ଓ ଗରିବଙ୍କ ଉପରେ ସରକାରଙ୍କ ଫୋକସ ରହିଛି। ଏହି ଚାରିବର୍ଗର ଲୋକମାନେ ପ୍ରାଥମିକତାର ଶୀର୍ଷରେ ଅଛନ୍ତି। ଲୋକସଭା ନିର୍ବାଚନ ପୂର୍ବରୁ ଏହା ଏକ ଅନ୍ତରୀଣ […]

Categories
ଜାତୀୟ ଖବର ବଜେଟ ୨୦୨୪ ବିଶେଷ ଖବର

କୌଣସି ମନ୍ତ୍ରାଳୟକୁ ପର୍ଯ୍ୟାପ୍ତ ଅର୍ଥ ମିଳୁନି, ୧ ଲକ୍ଷ କୋଟିରୁ ଅଧିକ ଟଙ୍କା ଫେରସ୍ତ କରିଛି କୃଷି ବିଭାଗ

ନୂଆଦିଲ୍ଲୀ: ଆପଣଙ୍କ ପରିବାର ପାଖରେ ହେଉ କିମ୍ବା ଭାରତ ସରକାରଙ୍କ ପାଖରେ, ସବୁଆଡ଼େ ଟଙ୍କା ଅଭାବ ରହିଛି। ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରାଳୟ ମଧ୍ୟ ପ୍ରତିବର୍ଷ ବଜେଟରୁ ଅଧିକରୁ ଅଧିକ ଆବଣ୍ଟନ କରିବାକୁ ଦାବି କରନ୍ତି। ସେମାନଙ୍କ ମଧ୍ୟରୁ କେତେଜଣ ଆଶାନୁରୂପ […]

Categories
ଆଜିର ଖବର ଜାତୀୟ ଖବର

ଆପଣ ଆପଣଙ୍କ ଗ୍ରାମର ମୋଦୀ: ମେଘାଳୟର ସିଲ୍‌ମେ ମାରାକଙ୍କୁ କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀ ମାନଙ୍କ ସହ ଆଲୋଚନା କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ସ୍ଥାନରୁ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହଜାର ହଜାର ହିତାଧିକାରୀ ଯୋଗ […]

Categories
ଆଜିର ଖବର ଜାତୀୟ ଖବର

ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ସ୍ଥାନରୁ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହଜାର ହଜାର ହିତାଧିକାରୀ ଯୋଗ […]

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଖୋର୍ଦ୍ଧାରେ ‘ସ୍ୱଚ୍ଛତୀର୍ଥ ଅଭିଯାନ’ ରେ ସାମିଲ ହେଲେ ବିଜେପି ସହ ପ୍ରଭାରୀ ବିଜୟପାଲ୍ 

ଭୁବନେଶ୍ୱର/ଖୋର୍ଦ୍ଧା: ବିକଶିତ ଭାରତ ସଂକଳ୍ପ ଯାତ୍ରା ଅବସରରେ ଆଜି ଖୋର୍ଦ୍ଧା ସହରର ୱାର୍ଡ ନଂ ୧୧ ରେ ସଂକଳ୍ପ ରଥକୁ ସ୍ଥାନୀୟ ଜନସାଧାରଣଙ୍କ ତରଫରୁ ସ୍ୱାଗତ କରାଯାଇଥିଲା । ଖୋର୍ଦ୍ଧା ପୌରପାଳିକା ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ରାଜ୍ୟସଭା ସାଂସଦ ତଥା ରାଜ୍ୟ […]

Categories
ଆଜିର ଖବର ରାଜ୍ୟ ଖବର

ଓଡ଼ିଶାରେ ଆକ୍ୱା ପାର୍କ, ମାଛ ଅବତରଣ କେନ୍ଦ୍ର, ମାଛଧରା ପୋତାଶ୍ରୟ ଆଦି ନିର୍ମାଣ ପାଇଁ ୧୦୭୧ କୋଟି ମଞ୍ଜୁର

ଭୁବନେଶ୍ଵର: ଓଡ଼ିଶାରେ କେନ୍ଦ୍ର ମତ୍ସ୍ୟ, ପ୍ରାଣୀ ସମ୍ପଦ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରୀ ପୁରୁଷୋତ୍ତମ ରୂପାଲାଙ୍କ ନେତୃତ୍ୱରେ ଜାରି ରହିଥିବା ସାଗର ପରିକ୍ରମା ଯାତ୍ରାର ଏକାଦଶ ପର୍ଯ୍ୟାୟ ଆଜି ତୃତୀୟ ଦିନରେ ପହଞ୍ଚିଛି । ଏହି ଯାତ୍ରା ଅଧୀନରେ କେନ୍ଦ୍ର ମନ୍ତ୍ରୀ […]

Categories
ଆଜିର ଖବର ରାଜ୍ୟ ଖବର

ଭଦ୍ରକ ଚାନ୍ଦିନୀପାଳ, ଧାମରା ଓ ଚୁଡ଼ାମଣି ସମେତ ବାଲେଶ୍ୱର ଚାନ୍ଦିପୁରରେ ସାଗର ପରିକ୍ରମା ଯାତ୍ରା ଆୟୋଜିତ

ଭୁବନେଶ୍ୱର: ଓଡ଼ିଶାରେ କେନ୍ଦ୍ର ମତ୍ସ୍ୟ, ପ୍ରାଣୀ ସମ୍ପଦ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରୀ ପୁରୁଷୋତ୍ତମ ରୂପାଲାଙ୍କ ନେତୃତ୍ୱରେ ଜାରି ରହିଥିବା ସାଗର ପରିକ୍ରମା ଯାତ୍ରାର ଏକାଦଶ ପର୍ଯ୍ୟାୟ ଆଜି ତୃତୀୟ ଦିନରେ ପହଞ୍ଚିଛି । ଏହି ଯାତ୍ରା ଅଧୀନରେ କେନ୍ଦ୍ର ମନ୍ତ୍ରୀ […]

Categories
ଆଜିର ଖବର ଜାତୀୟ ଖବର

ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀ ମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀ ମାନଙ୍କ ସହ ଆଲୋଚନା କରିଛନ୍ତି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ, ସାଂସଦ, ବିଧାୟକ ଓ ସ୍ଥାନୀୟ ସ୍ତରର ପ୍ରତିନିଧି ମାନଙ୍କ ସମେତ ଦେଶର […]

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଓଡ଼ିଶାରେ ଆରମ୍ଭ ହେଲା ସାଗର ପରିକ୍ରମା ଯାତ୍ରାର ଏକାଦଶ ପର୍ଯ୍ୟାୟ

ଭୁବନେଶ୍ଵର: କେନ୍ଦ୍ର ମତ୍ସ୍ୟ, ପ୍ରାଣୀସମ୍ପଦ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରୀ ପରଷୋତ୍ତମ ରୂପାଲାଙ୍କ ନେତୃତ୍ୱରେ ଆଜି ଗଞ୍ଜାମ ଜିଲ୍ଲାର ଅର୍ଜିପଲ୍ଲୀ ମାଛଧରା ବନ୍ଦରରୁ ଓଡ଼ିଶାରେ ସାଗର ପରିକ୍ରମା ଯାତ୍ରା ଏକାଦଶ ପର୍ଯ୍ୟାୟ ଆରମ୍ଭ ହୋଇଯାଇଛି। ପରଷୋତ୍ତମ ରୂପାଲା ହିତାଧିକାରୀଙ୍କ ସହ ଆଲୋଚନା […]

Categories
ବିଶେଷ ଖବର

୨୪ ନିର୍ବାଚନ ପୂର୍ବରୁ ଧାର୍ଯ୍ୟ ହେଲା ଏନଡିଏର ଏଜେଣ୍ଡା, କିପରି ମୁକାବିଲା କରିବେ ବିରୋଧୀ?

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଇଁ ବାତାବରଣ ସୃଷ୍ଟି ହୋଇସାରିଛି। ଆସନ ବୁଝାମଣା ପ୍ରସଙ୍ଗରେ ସମାଧାନ ତ ଦୂରର କଥା ବିରୋଧୀ ଇଣ୍ଡି ମେଣ୍ଟ ମଧ୍ୟ ଆଲୋଚନା ଆରମ୍ଭ କରିନାହିଁ । ଅନ୍ୟପକ୍ଷରେ ବିଜେପି ‘ଫିର୍ ଆଏଗା ମୋଦୀ’ର ସ୍ଲୋଗାନ୍ ଦେଇସାରିଛି । […]

Categories
ଆଜିର ଖବର ଜାତୀୟ ଖବର

‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଝାଡ଼ଖଣ୍ଡର ଖୁଣ୍ଟି ଠାରେ ଜନଜାତୀୟ ଗୌରବ ଦିବସ, ୨୦୨୩ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ ଏବଂ ପ୍ରଧାନମନ୍ତ୍ରୀ ବିଶେଷ ରୂପେ ଦୁର୍ବଳ ଆଦିବାସୀ […]

Categories
ଆଜିର ଖବର ଜାତୀୟ ଖବର

ଆଜିଠୁ ପ୍ରଧାନମନ୍ତ୍ରୀଙ୍କ ଝାଡ଼ଖଣ୍ଡ ଗସ୍ତ  

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜିଠାରୁ ଝାଡ଼ଖଣ୍ଡ ପରିଦର୍ଶନ କରିବେ। ନଭେମ୍ବର ୧୫ ତାରିଖ ସକାଳ ପ୍ରାୟ ସାଢ଼େ ୯ ଟା ରେ ପ୍ରଧାନମନ୍ତ୍ରୀ ରାଞ୍ଚିସ୍ଥିତ ଭଗବାନ ବିର୍ସା ମୁଣ୍ଡା ମେମୋରିଆଲ ପାର୍କ କମ୍ ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟ ପରିଦର୍ଶନ କରିବେ। […]

Categories
ବିଶେଷ ଖବର

ଶିରିଡି ଠାରେ ପ୍ରାୟ ୭୫୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ଶିରିଡି, ଅହମ୍ମଦନଗର ଠାରେ ସ୍ୱାସ୍ଥ୍ୟ, ରେଳ, ସଡ଼କ, ତୈଳ ଏବଂ ଗ୍ୟାସ ଭଳି କ୍ଷେତ୍ରରେ ପ୍ରାୟ ୭୫୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପ ଗୁଡିକର ଉଦଘାଟନ କରିଛନ୍ତି ଏବଂ ଶିଳାନ୍ୟାସ କରିଛନ୍ତି […]