Categories
ବିଶେଷ ଖବର

ଜବଲପୁର ଠାରେ ୧୨,୬୦୦ କୋଟିରୁ ଅଧିକ ଟଙ୍କାର ବିକାଶ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିନ ମଧ୍ୟପ୍ରଦେଶର ଜବଲପୁର ଠାରେ ୧୨,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ସଡ଼କ, ରେଳ, ଗ୍ୟାସ ପାଇପଲାଇନ୍, ଗୃହ ନିର୍ମାଣ ଏବଂ ବିଶୁଦ୍ଧ ପାନୀୟ ଜଳ ଭଳି ବିଭିନ୍ନ କ୍ଷେତ୍ର ସହିତ ସମ୍ପର୍କିତ ବିକାଶ […]

Categories
ବିଶେଷ ଖବର

ନୂଆଦିଲ୍ଲୀରେ ୧୭ତମ ସମବାୟ କଂଗ୍ରେସକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଅନ୍ତର୍ଜାତୀୟ ସମବାୟ ଦିବସ ଅବସରରେ ନୂଆଦିଲ୍ଲୀର ପ୍ରଗତି ମୈଦାନ ଠାରେ ୧୭ତମ ଭାରତୀୟ ସମବାୟ ମହାସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି। ୧୭ତମ ଭାରତୀୟ ସମବାୟ ମହାସମ୍ମିଳନୀର ମୁଖ୍ୟ ବିଷୟବସ୍ତୁ ରହିଛି “ଅମୃତ କାଳ : ଏକ […]

Categories
ଆଜିର ଖବର ଜୀବନ ଶୈଳୀ

କୋଟି କୋଟି ଚାଷୀଙ୍କୁ ହୋଲି ଉପହାର, କୃଷକଙ୍କୁ ୧୩ ତମ କିସ୍ତି ପଠାଇଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ହୋଲି ପର୍ବ ପୂର୍ବରୁ ମୋଦୀ ସରକାର ଚାଷୀଙ୍କୁ ଏକ ବଡ ଉପହାର ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକର ବେଲାଗାଭିରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ୧୩ ତମ କିସ୍ତି ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ଏକ ବଟନ୍ ଦବାଇ କୃଷକଙ୍କ […]

Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

ପଣ୍ୟ କାରବାର କ୍ଷେତ୍ରରେ ଦେଶରେ ସର୍ବାଧିକ ସକାରାତ୍ମକ ଅଭିବୃଦ୍ଧି ହାସଲ କରିଛି ପାରାଦୀପ: ବନ୍ଦର ଅଧ୍ୟକ୍ଷ

ପାରାଦୀପ/ଭୁବନେଶ୍ୱର: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି), ଭୁବନେଶ୍ୱର ପକ୍ଷରୁ ବନ୍ଦର ନଗରୀ ପାରାଦୀପ ଠାରେ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା ‘ବାର୍ତ୍ତାଳାପ’ ଅନୁଷ୍ଠିତ ହୋଇଯାଇଛି। ପାରାଦୀପ ବନ୍ଦର ପ୍ରାଧିକରଣର ଅଫିସର୍ସ କ୍ଲବ ଠାରେ […]

Categories
ଆଜିର ଖବର ଜାତୀୟ ଖବର

ଦେଶରେ ଯେପରି କେହି ଭୋକିଲା ନରହିବେ, ସେଥିଲାଗି ଚେଷ୍ଟା କରାଯାଉଛି: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ମୋଦୀ ସରକାରଙ୍କ ଦ୍ଵିତୀୟ ପାଳିର ଅନ୍ତିମ ବଜେଟ ଅର୍ଥମନ୍ତ୍ରୀ ନିର୍ମଳା ସିତାରମଣ ଉପସ୍ଥାପନ କରୁଛନ୍ତି। ଅର୍ଥମନ୍ତ୍ରୀ ବଜେଟ ଭାଷଣରେ କହିଛନ୍ତି ଯେ, ଆମେ ପ୍ରତ୍ୟେକ ବିଭାଗରେ ପହଞ୍ଚିବାକୁ ଚେଷ୍ଟା କରିଛୁ। ବିଶେଷ କରି ଯୁବକ ଏବଂ ସମସ୍ତ ଶ୍ରେଣୀର […]

Categories
ଆଜିର ଖବର ଜାତୀୟ ଖବର

ଭଲ ଖବର! ଅକ୍ଟୋବର ୧୭ ପର୍ଯ୍ୟନ୍ତ ଆଉକାଉଣ୍ଟରେ ଜମା ହେବ ଦ୍ୱାଦଶ କିସ୍ତି, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ: ଭାରତରେ ପାର୍ବଣ ଋତୁ ଆରମ୍ଭ ହୋଇଛି। ଏହି ସମୟରେ ଗ୍ରାମାଞ୍ଚଳ ମଧ୍ୟ ସୁଖର ରଙ୍ଗରେ ବୁଡି ରହିଥାଏ। ଏଥର ଚାଷୀଙ୍କ ସୁଖ ଦ୍ୱିଗୁଣିତ ହୋଇପାରେ। ଏହା ସହିତ ଚାଷୀଙ୍କ ଅନେକ ମାସର ଅପେକ୍ଷା ମଧ୍ୟ ଶେଷ ହେବ। ବାସ୍ତବରେ, ଆଜିକାଲି […]

Categories
ବିଶେଷ ଖବର

ଜାତୀୟ ଲଜିଷ୍ଟିକ୍ସ ନୀତିର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଜାତୀୟ ଲଜିଷ୍ଟିକ୍ସ ନୀତି (ଏନଏଲପି)ର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଏକ ବିକଶିତ ରାଷ୍ଟ୍ର ଭାବେ ଭାରତକୁ ପ୍ରତିଷ୍ଠିତ […]

Categories
ଆଜିର ଖବର ଜାତୀୟ ଖବର

ଆଜି ଚାଷୀଙ୍କୁ ଉପହାର ଦେବେ ପ୍ରଧାନମନ୍ତ୍ରୀ, ୧୦ କୋଟି ଚାଷୀଙ୍କୁ ମିଳିବ ୨୧ ହଜାର କୋଟି

ନୂଆଦିଲ୍ଲୀ: ମୋଦୀ ସରକାର ଆଜି ଅଷ୍ଟମ ବାର୍ଷିକୀ ପାଳନ କରୁଛନ୍ତି। ତେଣୁ ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚାଷୀଙ୍କୁ ଏକ ବଡ ଉପହାର ଦେବାକୁ ଯାଉଛନ୍ତି। ପିଏମ ମୋଦୀ ବଟନକୁ ଦବାଇ ୧୦ କୋଟି ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୨୧ […]

Categories
ଆଜିର ଖବର ଜାତୀୟ ଖବର

ମୋଦୀ ସରକାରଙ୍କର ୮ ବର୍ଷ ପୂରଣ, ସମଗ୍ର ଦେଶରେ ଆୟୋଜିତ ହେବ ‘ଗରିବ କଲ୍ୟାଣ ସମ୍ମିଳନୀ’

ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୩୧ ମେ, ୨୦୨୨ରେ ହିମାଚଳ ପ୍ରଦେଶର ଶିମଲା ପରିଦର୍ଶନରେ ଯିବେ। ସେ ସେଠାରେ ପ୍ରାୟ ପୂର୍ବାହ୍ନ ୧୧ଟା ସମୟରେ ‘ଗରିବ କଲ୍ୟାଣ ସମ୍ମିଳନୀ’ରେ ଯୋଗ ଦେବେ। ଏହି ନୂତନ ସର୍ବସାଧାରଣ କାର୍ଯ୍ୟକ୍ରମ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ସରକାରର ୮ […]

Categories
ବିଶେଷ ଖବର

ମେ ୩୧ରେ ‘‘ଗରିବ କଲ୍ୟାଣ ସମ୍ମେଳନ’’: ହିତାଧିକାରୀଙ୍କ ସହ ମତ ବିନିମୟ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜାଦୀ କା ଅମୃତ ମହୋତ୍ସବ ସମାରୋହ ପାଳନର ଅଂଶବିଶେଷ ସ୍ବରୂପ ଭାରତ ସରକାରଙ୍କ ନଅଟି ମନ୍ତ୍ରଣାଳୟ ଓ ବିଭିନ୍ନ ବିଭାଗର ପ୍ରାୟ ୧୬ଟି ଯୋଜନା ଓ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ସହିତ ମତ ବିନିମୟ କରିବେ। ‘‘ଗରିବ […]

Categories
ଆଜିର ଖବର ରାଜ୍ୟ ଖବର

ପ୍ରତ୍ୟେକ କୃଷି ବିଜ୍ଞାନ କେନ୍ଦ୍ର ଗୁଡିକରେ କୃଷି ମେଳା ଏବଂ ପ୍ରାକୃତିକ କୃଷି ଉପରେ ପ୍ରଦର୍ଶନୀର ଆୟୋଜନ

ଦିଲ୍ଲୀ: କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଭାରତ ସରକାରଙ୍କର ବିଭିନ୍ନ ଅନ୍ୟ ମନ୍ତ୍ରଣାଳୟ/ବିଭାଗ ଗୁଡିକର ସହଯୋଗରେ ‘ଆଜାଦୀର ଅମୃତ ମହୋତ୍ସବର ଅଂଶ ବିଶେଷ ଭାବରେ ୨୫ ଏପ୍ରିଲ୍ରୁ ୩୦ ଏପ୍ରିଲ୍, ୨୦୨୨ ପର୍ଯନ୍ତ ‘କିଷାନ ଭାଗୀଦାରୀ, ପ୍ରାଥମିକତା ହମାରି’ ଅଭିଯାନର […]

Categories
ବିଶେଷ ଖବର

ଖୁସି ଖବର! ଏପ୍ରିଲ୍ ମାସରେ କୃଷକଙ୍କ ଆକାଉଣ୍ଟରେ ଜମା ହେବ ୪ ହଜାର, ଶୀଘ୍ର କରିନିଅନ୍ତୁ ପଞ୍ଜୀକରଣ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ କିଷାନ୍ ସମ୍ମାନ ନିଧି ଯୋଜନାର ଏକାଦଶ କିସ୍ତିର ଟଙ୍କା ଶୀଘ୍ର କୃଷକଙ୍କ ଆକାଉଣ୍ଟକୁ ସ୍ଥାନାନ୍ତରିତ ହେବ। ଜାନୁଆରୀ ୧ ତାରିଖରେ କେନ୍ଦ୍ର ସରକାର ଦଶମ କିସ୍ତିର ଟଙ୍କା ଆକାଉଣ୍ଟକୁ ସ୍ଥାନାନ୍ତର କରିଥିଲେ। ଯଦି ଆପଣ କୌଣସି କାରଣରୁ ଦଶମ […]

Categories
ଜାତୀୟ ଖବର ବିଶେଷ ଖବର

ମଣିପୁରର ଇମ୍ପାଲଠାରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ

ଇମ୍ଫାଲ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୧୮୫୦ କୋଟି ଟଙ୍କାର ୧୩ଟି ପ୍ରକଳ୍ପ ଉଦ୍‌ଘାଟନ କରିଥିବାବେଳେ, ୨ହଜାର ୯୫୦କୋଟି ଟଙ୍କାର ନଅଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଉନ୍ନୟନ ପ୍ରକଳ୍ପଗୁଡିକ ମଧ୍ୟରେ ସଡକ ଭିତ୍ତିଭୂମି, ପାନୀୟ ଜଳ ଯୋଗାଣ, ସହରାଂଚଳ ଉନ୍ନୟନ, […]

Categories
ବିଶେଷ ଖବର

୨୦ ହଜାର କୋଟି ଟଙ୍କାରୁ ଅଧିକ ଅର୍ଥ ଦଶ କୋଟି ହିତାଧିକାରୀ ଚାଷୀ ପରିବାରକୁ ହସ୍ତାନ୍ତରିତ

ନୂଆଦିଲ୍ଲୀ: ନିଜର ଅଙ୍ଗୀକାରବଦ୍ଧତା ଓ ସଂକଳ୍ପକୁ ବଜାୟ ରଖି କୃଷକମାନଙ୍କୁ ତୃଣମୂଳ ସ୍ତରରେ ସଶକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନନିଧି (ପି.ଏମ୍‌-କିଷାନ) ଯୋଜନା ଅଧୀନରେ ଭିଡିଓ କନଫରେନ୍ସିଂ ଜରିଆରେ ଏହାର ଦଶମ କିସ୍ତି ପ୍ରଦାନ […]

Categories
ବିଶେଷ ଖବର

ପ୍ରାକୃତିକ ଚାଷ ଜାତୀୟ ବୈଠକରେ ଚାଷୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

ନୂଆଦିଲ୍ଲୀ: ପ୍ରାକୃତିକ କୃଷି ଉପରେ ହୋଇଥିବା ଜାତୀୟ ସମ୍ମିଳନୀକୁ ଆଜି (୧୬-୧୨-୨୧) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ସମ୍ବୋଧିତ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଅମିତ ଶାହା, ନରେନ୍ଦ୍ର ସିଂ ତୋମାର, ଗୁଜରାଟ ଓ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀଗଣ ଏଥିରେ ଉପସ୍ଥିତ ଥିଲେ। […]

Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର

ଆସନ୍ତାକାଲି ୯.୭୫ କୋଟିରୁ ଅଧିକ ଚାଷୀଙ୍କୁ ମିଳିବ ୧୯ ହଜାର ୫୦୦ କୋଟି: ଏମିତି ଯାଞ୍ଚ କରିବେ ଆପଣଙ୍କ ନାମ

ନୂଆଦିଲ୍ଲୀ: ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ୨୦୨୧ ର ଦ୍ୱିତୀୟ କିସ୍ତି ଜାରି କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଭିଡିଓ କନଫରେନ୍ସିଂ ଜରିଆରେ ଆସନ୍ତାକାଲି ମଧ୍ୟାହ୍ନ ୧୨.୩୦ ମିନିଟରେ ଏହି ଯୋଜନା ସହିତ […]

Categories
ଜାତୀୟ ଖବର ବିଶେଷ ଖବର

କିଛି ଦିନ ମଧ୍ୟରେ ୯କୋଟି ଚାଷୀଙ୍କୁ ମିଳିବ ୧୯ ହଜାର କୋଟି: ଜାଣନ୍ତୁ ଏହି ଯୋଜନା କ’ଣ ଏବଂ କିଭଳି ଉପକୃତ ହେବେ?

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ହିତାଧିକାରୀଙ୍କ ପାଇଁ ଏକ ଖୁସି ଖବର ମିଳିଛି। ଅଗଷ୍ଟ ୯ ତାରିଖରେ ୯ କୋଟି ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ମୋଦୀ ୧୯ ହଜାର କୋଟି ଟଙ୍କା ପିଏମ କିସାନ ଯୋଜନା ଅଧୀନରେ ପଠାଇବେ। ପ୍ରଧାନମନ୍ତ୍ରୀ […]

Categories
ଜାତୀୟ ଖବର ବିଶେଷ ଖବର ବ୍ୟବସାୟ

କିଶାନ ଯୋଜନାରେ ଦେଶର ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରଦାନ କଲେ ୨୧ ହଜାର କୋଟି ଟଙ୍କା

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅଧୀନରେ ଆଜି ୯ କୋଟି ୫୦ ଲକ୍ଷ ୬୭ ହଜାର ୬୦୧ ହିତାଧିକାରୀଙ୍କୁ ପ୍ରଦାନ କରାଯାଇଛି। ଏଥିରେ ୨୦ ହଜାର ୬୬୭ କୋଟି ୭୫ ଲକ୍ଷ ୬୬ ହଜାର […]

Categories
ଆଜିର ଖବର ଜାତୀୟ ଖବର

ନୂଆ କୃଷି ଆଇନ ବିଷୟରେ ଚାଲିଥିବା ମିଥ୍ୟା ଓ ଭିତ୍ତିହୀନ ପ୍ରଚାର ପଦାରେ ପଡିଯାଇଛି: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଭିଡିଓ କନ୍‍ଫରେନ୍ସିଂ ବ୍ୟବସ୍ଥାରେ ଉତ୍ତର ପ୍ରଦେଶର ବହରାଇଚରେ ମହାରାଜା ସୁହେଲ ଦେବ ସ୍ମାରକ ଏବଂ ଚିତ୍ତୌରା ହ୍ରଦ ବିକାଶର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ମହାରାଜା ସୁଢଲ ଦେବଙ୍କ ନାମରେ ନାମିତ ମେଡିକାଲ […]

Categories
ଜାତୀୟ ଖବର ବିଶେଷ ଖବର ବ୍ୟବସାୟ

BUDGET-2021: ଚାଷୀଙ୍କୁ ଖୁସି କରିବା ପାଇଁ ଏଥର ବଜେଟରେ ହୋଇପାରେ କିଛି ବଡ ଘୋଷଣା

ନୂଆଦିଲ୍ଲୀ, ଦେଶରେ ଚାଲିଥିବା କୃଷକ ଆନ୍ଦୋଳନ ମଧ୍ୟରେ ୨୦୨୧-୨୨ ଆର୍ଥିକ ବର୍ଷର ବଜେଟ୍ ଆସନ୍ତା ଫେବୃୟାରୀ ୧ ତାରିଖରେ ଉପସ୍ଥାପିତ ହେବ। ଏଥର ଅସନ୍ତୁଷ୍ଟ ଚାଷୀଙ୍କ ପାଇଁ ସରକାର ଏହି ବଜେଟରେ ଏକ ବଡ ଘୋଷଣା କରିବେ ବୋଲି ଆଶା କରାଯାଉଛି। […]

Categories
ଜାତୀୟ ଖବର ବିଶେଷ ଖବର

କରୋନା ଆକ୍ରାନ୍ତଙ୍କ ଲାଇଭ ଟ୍ରାକରେ ନିଆଯାଉଛି ତଥ୍ୟ , ଜାଣନ୍ତୁ କଣ ରହିଛି କୋଭିଡ-19 ସମ୍ପର୍କରେ ତାଜା ସୂଚନା

ନୂଆଦିଲ୍ଲୀ, ଦେଶରେ କୋଭିଡ-19 ବିରୋଧରେ ଜାରି ରହିଥିବା ସମୂହ ସଂଗ୍ରାମରେ, ଭାରତ ସରକାର ରାଜ୍ୟ/ କେନ୍ଦ୍ରଶାସିତ କ୍ଷେତ୍ରମାନଙ୍କ ସହ ମିଶି ଏହାର ପ୍ରତିକାର, ନିୟନ୍ତ୍ରଣ ତଥା କୋଭିଡ-19 ସଂକ୍ରମଣର ପରିଚାଳନା ସକାଶେ ଅନେକଗୁଡ଼ିଏ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ସର୍ବୋଚ୍ଚ […]