ଭାରତୀୟ ଜନତା ପାର୍ଟିର ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟ କାର୍ଯ୍ୟାଳୟରେ ଦଳର ପ୍ରତିଷ୍ଠାତା ଶ୍ୟାମା ପ୍ରସାଦ ମୁଖାର୍ଜୀ ଓ ଦୀନଦୟାଲ ଉପାଧ୍ୟାୟଙ୍କୁ ଫଟୋଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ କରୁଛନ୍ତି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି। ବିଜେପି ପ୍ରତିଷ୍ଠା ଦିବସ ବିଜେପି ସ୍ଥାପନା ଦିବସ