ପୁରୀ, ଆଜି ଶ୍ରୀମନ୍ଦିରରେ ପବିତ୍ର ବନବାସ ଓ କନ୍ଦର୍ପ ଅଧିବାସ ନୀତି ଅନୁଷ୍ଠିତ ହେଉଅଛି । ଆଜ୍ଞାମାଳ ପାଇ ରାମ, ଲକ୍ଷ୍ମଣ ଏବଂ ସୀତାଦେବୀ ଜଗନ୍ନାଥ ବଲ୍ଲଭ ମଠକୁ ବିଜେ କରିଥାନ୍ତି। ସେଠାରେ ମାର୍କଣ୍ଡେଶ୍ଵର ସାହି ଲୋକେ ବନବାସ ପ୍ରସ୍ତାବ (ଲୀଳା) କରିଥାନ୍ତି । ବନବାସ ଓ କନ୍ଦର୍ପ ଅଧିବାସ ନୀତି ଶ୍ରୀଜଗନ୍ନାଥ ଶ୍ରୀମନ୍ଦିର
ଆଜି ଶ୍ରୀମନ୍ଦିରରେ ପବିତ୍ର ଚିତାଲାଗି ନୀତି: ୪ ଘଣ୍ଟା ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନJuly 24, 2025