ଭୁବନେଶ୍ବରର ପଟିଆ ନିକଟସ୍ଥ କଳାରାହଙ୍ଗରେ 12ଶ ଶତାଦ୍ଧୀର ପ୍ରାଚୀନ ମନ୍ଦିର ଜଳେଶ୍ବର ମନ୍ଦିର ଶୋଭା ପାଉଛି। ଏହି ମନ୍ଦିର ଗଠନ ଶୈଳୀକୁ ଲକ୍ଷ କରି କେହି କେହି 2ୟ ଲିଙ୍ଗରାଜ ମନ୍ଦିର ବୋଲି କହିଥାନ୍ତି। କଳାରାହଙ୍ଗ ଜଳେଶ୍ବର ମନ୍ଦିର ପଟିଆ