ରାମଅଭିଷେକ ଉତ୍ସବର ଶ୍ରୀମନ୍ଦିର ପାଳନ କରାଯାଇଥାଏ। ଏଥିପାଇଁ ଏକ ସ୍ବତନ୍ତ୍ର ବିମାନରେ ରାମ ଲକ୍ଷ୍ଣଣ ସୀତାଙ୍କ ସହିତ ହନୁମାନଙ୍କ ପ୍ରତିମା ସହର ପରିକ୍ରମା କରିଥାନ୍ତି। ରାମଅଭିଷେକ ଶ୍ରୀମନ୍ଦିର
ଆଜି ଶ୍ରୀମନ୍ଦିରରେ ପବିତ୍ର ଚିତାଲାଗି ନୀତି: ୪ ଘଣ୍ଟା ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନJuly 24, 2025