ଓଡିଆ ଚଳଚିତ୍ରର ଲୋକପ୍ରିୟ ଅଭିନେତ୍ରୀ ଅର୍ଚ୍ଚିତା ଚଳିତ ବର୍ଷର ରାଜ୍ୟ ଚଳଚିତ୍ର ପୁରସ୍କାର ପାଇଁ ମନୋନିତ ହୋଇଛନ୍ତି। ଅର୍ଚ୍ଚିତାଙ୍କ ଅଭିନିତ ଚମ୍ପିୟାନ ଚଳଚିତ୍ର ପାଇଁ ସେ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ପାଇବେ। architasahu
ମହାପ୍ରଭୃଙ୍କ ରଥଯାତ୍ରା ପାଇଁ ଦ୍ରୁତଗତିରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ, ଠାକୁରଙ୍କ ପାଇଁ ସମର୍ପିତ କାରୀଗରJune 27, 2021