କଟକ ପଜେଟିଭ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଚିହ୍ନଟରେ ଲାଗିଛନ୍ତି ଜିଲ୍ଲା ଅଧିକାରୀ

Published: Apr 5, 2020, 8:34 pm IST

କଟକ, ଜିଲ୍ଲାରେ ଏକ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ଖୋଜିବାରେ ଲାଗିଛନ୍ତି ଜିଲ୍ଲା ପ୍ରଶାସନ।

 

Related posts