ବରଗଡ, ଅଗ୍ରଣୀ ସ୍ବେଚ୍ଛାକୃତ ରକ୍ତଦାତା ସଂଗଠନ ନିଷ୍ଠା ପରିବାର ପକ୍ଷରୁ #lockdown ସମୟରେ #ବୁର୍ଲା ଡକ୍ଟରଖାନାରେ ଟିଫିନ ବଣ୍ଟନରେ ଯୋଗଦେଇ ସହଯୋଗ କରିଥିଲେ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ। ଦୈନିକ 600 ରୁ ଅଧିକ ଲୋକ ଉପକୃତ ହେଉଛନ୍ତି। #OdishaFightsCorona ବରଗଡ ବୁର୍ଲା ଲକଡାଉନ
ବରଗଡ଼ ସ୍ଥିତ ‘ଇଣ୍ଡିଆନ ଇନଷ୍ଟିଟ୍ୟୁଟ ଅଫ୍ ହ୍ୟାଣ୍ଡଲୁମ ଟେକ୍ନୋଲୋଜି’ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀJune 28, 2025