ବିହାର, ବିହାର ରାଜ୍ୟରେ ଅଟକି ରହିଥିବା ଶହଶହ ଶ୍ରମିକ ନିଜ ରାଜ୍ୟକୁ ଫେରିବା ପାଇଁ ରେଳ ଷ୍ଟେସନ ଟିକେଟ କାଉଣ୍ଟର ଆଗରେ ଲମ୍ବା ଧାଡିରେ ଛିଡା ହୋଇଛନ୍ତି। ଏହି ସମୟରେ ସେମାନେ ଯେପରି ସାମାଜିକ ଦୂରତା ବଜାଇ ରଖିବେ ସେଥି ପ୍ରତି ଦିଆଯାଇଛି ଧ୍ୟାନ। labour migrant labour Rail station
ନିର୍ମାଣ ଶ୍ରମିକ ପଞ୍ଜିକରଣ ଶିବିର ଆୟୋଜିତ, ୪୦ ଜଣ ନିର୍ମାଣ ଶ୍ରମିକଙ୍କୁ ଶ୍ରମିକ ପରିଚୟ ପତ୍ର ପ୍ରଦାନAugust 31, 2024
553 ରେଳ ଷ୍ଟେସନର ପୁନର୍ବିକାଶ ପାଇଁ 19,000 କୋଟିରୁ ଅଧିକ ମୂଲ୍ୟରେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀFebruary 26, 2024