ଯାଜପୁର ଜିଲ୍ଲା ସ୍ତରୀୟ ୭୪ ତମ #ସ୍ୱାଧୀନତା #ଦିବସ ଜିଲ୍ଲା ସ୍କୁଲ ପଡିଆରେ ପାଳିତ। ମୁଖ୍ୟ ଅତିଥି ଭାବେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ସମୀର ରଂଜନ ଦାଶ ଙ୍କ ଦ୍ଵାରା ଜାତୀୟ ପତାକା ଉତ୍ତୋଳନ।
ମହାପ୍ରଭୃଙ୍କ ରଥଯାତ୍ରା ପାଇଁ ଦ୍ରୁତଗତିରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ, ଠାକୁରଙ୍କ ପାଇଁ ସମର୍ପିତ କାରୀଗରJune 27, 2021