Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»PIB_NEWS»ଆଇଆଇଏସ ଶିକ୍ଷାନବୀସଙ୍କ ଓଡ଼ିଶା ଗସ୍ତ; ପିଆଇବି ଭୁବନେଶ୍ବର କାର୍ଯ୍ୟାଳୟ ପରିଦର୍ଶନ
PIB_NEWS

ଆଇଆଇଏସ ଶିକ୍ଷାନବୀସଙ୍କ ଓଡ଼ିଶା ଗସ୍ତ; ପିଆଇବି ଭୁବନେଶ୍ବର କାର୍ଯ୍ୟାଳୟ ପରିଦର୍ଶନ

October 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଇଆଇଏସ ଶିକ୍ଷାନବୀସଙ୍କ ଓଡ଼ିଶା ଗସ୍ତ; ପିଆଇବି ଭୁବନେଶ୍ବର କାର୍ଯ୍ୟାଳୟ ପରିଦର୍ଶନ

ଭୁବନେଶ୍ବର: ଭାରତୀୟ ସୂଚନା ସେବା (ଆଇଆଇଏସ) ୨୦୨୨ ଓ ୨୦୨୩ ବ୍ୟାଚର ୯ ଜଣ ଶିକ୍ଷାନବୀସ ପ୍ରଶିକ୍ଷଣ ଭ୍ରମଣ କାର୍ଯ୍ୟକ୍ରମ ଅନ୍ତର୍ଗତ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ସେମାନେ ଭୁବନେଶ୍ବରରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟରତ ବିଭିନ୍ନ ଅନୁଷ୍ଠାନ ପରିଦର୍ଶନ କରିଛନ୍ତି।

ଭୁବନେଶ୍ବର ଏନଏବିଏମ ପରିସରରେ ଥିବା ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଏବଂ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି) କାର୍ଯ୍ୟାଳୟ ପରିଦର୍ଶନ କରିବା ସହିତ ସେଠାକାର କାର୍ଯ୍ୟଧାରା ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ମତବିନିମୟ କରିଛନ୍ତି ।

PIB PIB NEWS ପିଆଇବି
Share. Facebook Twitter LinkedIn Email WhatsApp Copy Link

Related Posts

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ଦେଶର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡର ଲୋକାର୍ପଣ

February 22, 2026
Latest News

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ଦେଶର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡର ଲୋକାର୍ପଣ

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.