Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»RathJatra»Rath Yatra Live: ସରିଲା ରଥ ପ୍ରତିଷ୍ଠା, କିଛି ସମୟ ପରେ ଶ୍ରୀମନ୍ଦିରରୁ ବାହାରିବେ ଶ୍ରୀଜୀୟୁ
RathJatra

Rath Yatra Live: ସରିଲା ରଥ ପ୍ରତିଷ୍ଠା, କିଛି ସମୟ ପରେ ଶ୍ରୀମନ୍ଦିରରୁ ବାହାରିବେ ଶ୍ରୀଜୀୟୁ

June 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Rath Yatra Live: ସରିଲା ରଥ ପ୍ରତିଷ୍ଠା, କିଛି ସମୟ ପରେ ଶ୍ରୀମନ୍ଦିରରୁ ବାହାରିବେ ଶ୍ରୀଜୀୟୁ

ପୁରୀ: ବଡଦାଣ୍ଡ ପୁରୀରେ ଲାଗିଛି ଭକ୍ତଙ୍କ ଭିଡ, ସମସ୍ତେ ଅପେକ୍ଷା କରିଛନ୍ତି ପ୍ରଭୃଙ୍କ ଆଗମନକୁ। ତେବେ ରଥନୀତି ନିର୍ଘଣ୍ଟ ଅନୁସାରେ ବର୍ତ୍ତମାନ ରଥ ପ୍ରତିଷ୍ଠା କାର୍ଯ୍ୟ ଶେଷ ହୋଇଛି। ଏହାପରେ ତିନିଠାକୁର ପହଣ୍ଡି ବିଜେରେ ଶ୍ରୀମନ୍ଦିରରୁ ବାହାରିବେ।

ଏ ସବୁ ଦେଖିବା ପାଇଁ ଭକ୍ତଙ୍କ ମନରେ ପ୍ରବଳ ଉତ୍ସାହ ପରିଲକ୍ଷିତ ହୋଇଛି। ବଡଦାଣ୍ଡ ହୋଇଛି ଲୋକାରଣ୍ୟ। ଜୟ ଜଗନ୍ନାଥ ଜୟ ଜଗନ୍ନାଥ ଧ୍ବନୀରେ ଉଛୁଳି ପଡୁଛି ଶ୍ରୀକ୍ଷେତ୍ର। ପହଣ୍ଡି ବିଜେ ନୀତି ଦିନ ୧୨ ଟା ୩୦ ସୁଦ୍ଧା ଶେଷ କରାଯିବ।

Puri PuriRathYatra rathyatra RathYatra2023 ରଥଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରଙ୍କ ବଡ଼ ନିଷ୍ପତ୍ତି: ନୀତି ଆୟୋଗର ନୂତନ ସିଇଓ ଭାବେ ନିଯୁକ୍ତି ପାଇଲେ ଅନୁରାଗ ଜୈନ

July 23, 2026

ଆଜି ଜୁଲାଇ ୨୩ ତାରିଖ ଗୁରୁବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

July 23, 2026

କଳାହାଣ୍ଡି ଜିଲ୍ଲାରେ ବିଭିନ୍ନ ସୁଭଦ୍ରା ଶକ୍ତି ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ

July 22, 2026

ଓଡ଼ିଶାର ୧୩ ଗୁଣ ବଢ଼ିଛି ରେଳ ବଜେଟ୍‌ ଆବଣ୍ଟନ

July 22, 2026
Latest News

ସମସ୍ତ ସଂସ୍କାରର ମୂଳରେ ନାଗରିକ କଲ୍ୟାଣ ରହିବା ଆବଶ୍ୟକ: ସଚିବମାନଙ୍କ ବୈଠକରେ ପ୍ରଧାନମନ୍ତ୍ରୀ

July 23, 2026

ସରକାରଙ୍କ ବଡ଼ ନିଷ୍ପତ୍ତି: ନୀତି ଆୟୋଗର ନୂତନ ସିଇଓ ଭାବେ ନିଯୁକ୍ତି ପାଇଲେ ଅନୁରାଗ ଜୈନ

July 23, 2026

ଛାତ୍ରଛାତ୍ରୀମାନଙ୍କ ପ୍ରତିବାଦ ପ୍ରତି ଯୁବରାଜ ସିଂହଙ୍କ ପ୍ରତିକ୍ରିୟା: ସମସ୍ତଙ୍କୁ ଜାଣିବା ଜରୁରୀ

July 23, 2026

ଇସ୍ତଫା ଦେବେ ଧର୍ମେନ୍ଦ୍ର ପ୍ରଧାନ?: ସ୍ପଷ୍ଟ କଲେ କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ

July 23, 2026

ଆଜି ଜୁଲାଇ ୨୩ ତାରିଖ ଗୁରୁବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

July 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.