Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»RathJatra»ଆଗୁଆ ଆରମ୍ଭ ହେଲା ବାହୁଡା ପହଣ୍ଡି, ଆଉ କିଛି ସମୟ ପରେ ଛେରା ପହଁରା
RathJatra

ଆଗୁଆ ଆରମ୍ଭ ହେଲା ବାହୁଡା ପହଣ୍ଡି, ଆଉ କିଛି ସମୟ ପରେ ଛେରା ପହଁରା

June 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଗୁଆ ଆରମ୍ଭ ହେଲା ବାହୁଡା ପହଣ୍ଡି, ଆଉ କିଛି ସମୟ ପରେ ଛେରା ପହଁରା

ପୁରୀ: ଆରମ୍ଭ ହେଲା ବାହୁଡା ପହଁଣ୍ଡି। ନଅ ଦିନର ଲୀଳା ଶେଷ କରି ତିନିଠାକୁର ଫେରିବେ ଶ୍ରମନ୍ଦିର। ସେଥିପାଇଁ ଆଜି ସେବକମାନେ ପୂର୍ବନିର୍ଦ୍ଧାରିତ ସମୟର ବହୁ ପୂର୍ବରୁ ଆରମ୍ଭ କରିଛନ୍ତି ପହଁଣ୍ଡି। ପ୍ରଥମେ ସୁଦର୍ଶନଙ୍କୁ ରଥ ବିଜେ କରାଯାଇଥିଲା। ଏହାପରେ ପ୍ରଭୃ ବଡଠାକୁର ହଲି ଦୋହଳି ରଥରେ ପ୍ରବେଶ କରୁଛନ୍ତି।

ତିନିଠାକୁର ରଥରେ ବିଜେ କରିବା ପରେ ଆରମ୍ଭ ହେବ ଛେରା ପହଁରା। ତେବେ ପୂର୍ବ ନିର୍ଦ୍ଧାରିତ ସମୟର ବହୁ ପୂର୍ବରୁ ଛେରା ପହଁରା ମଧ୍ୟ ଆରମ୍ଭ ହୋଇଯିବ। ବାହୁଡା ଦେଖିବା ପାଇଁ ପୁରୀ ବଡ ଦାଣ୍ଡରେ ଲକ୍ଷ ଲକ୍ଷ ଭକ୍ତଙ୍କର ସମାଗମ ହେବାରେ ଲାଗିଛି। ଆଜି ପାଗ ଠିକ ଥିବାରୁ ଭକ୍ତଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ପାଇଛି।

bahuda BahudaYatra rathyatra ବାହୁଡା ବାହୁଡା ଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ମାର୍ଚ୍ଚ ୧୪ ରେ ଖୋର୍ଦ୍ଧା ଜିଲ୍ଲାର ହେବ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକଅଦାଲତ

February 28, 2026

ଭୁବନେଶ୍ବର ଗୀତଗୋବିନ୍ଦ ସଦନରେ ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସ ଜୟନ୍ତୀ ପାଳିତ

February 28, 2026

ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀରେ ଲଞ୍ଚ ହେଲା ଓଡିଶାର AYAVAT

February 28, 2026

ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

February 28, 2026
Latest News

ମାର୍ଚ୍ଚ ୧୪ ରେ ଖୋର୍ଦ୍ଧା ଜିଲ୍ଲାର ହେବ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକଅଦାଲତ

February 28, 2026

ଏଆଇ ଶକ୍ତିକୁ ସୁଦୃଢ଼ କରିବ ୨୦ ହଜାର ନୂତନ ଜିପିୟୁ

February 28, 2026

ଭାରତରେ ନ୍ୟାୟିକ ପ୍ରକ୍ରିୟାକୁ ସୁଗମ କରୁଛି ଏଆଇ

February 28, 2026

ଭୁବନେଶ୍ବର ଗୀତଗୋବିନ୍ଦ ସଦନରେ ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସ ଜୟନ୍ତୀ ପାଳିତ

February 28, 2026

ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀରେ ଲଞ୍ଚ ହେଲା ଓଡିଶାର AYAVAT

February 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.