Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»RathJatra»ଆସନ୍ତାକାଲି ରଥଯାତ୍ରା, ସିଂହଦ୍ବାର ସମ୍ମୁଖରେ ଲାଗିଲା ତିନି ରଥ, ଏବେ ପ୍ରଭୃଙ୍କୁ ଅପେକ୍ଷା
RathJatra

ଆସନ୍ତାକାଲି ରଥଯାତ୍ରା, ସିଂହଦ୍ବାର ସମ୍ମୁଖରେ ଲାଗିଲା ତିନି ରଥ, ଏବେ ପ୍ରଭୃଙ୍କୁ ଅପେକ୍ଷା

July 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲି ରଥଯାତ୍ରା, ସିଂହଦ୍ବାର ସମ୍ମୁଖରେ ଲାଗିଲା ତିନି ରଥ, ଏବେ ପ୍ରଭୃଙ୍କୁ ଅପେକ୍ଷା

ଭୁବନେଶ୍ବର: ଆସନ୍ତାକାଲି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ପୁରୀ ବଡ ଦାଣ୍ଡରେ ରଥ ଉପରେ ବିଜେ କରିବେ ପ୍ରଭୃ ଜଗନ୍ନାଥ, ମା ସୁଭଦ୍ରା ଏବଂ ବଡ ଭାବେ ବଳଭଦ୍ର। ଏହି ଉପଲକ୍ଷେ ଆଜି ସିଂହଦ୍ବାର ସମ୍ମଖରେ ଲାଗିଛି ତିନି ରଥ। ରଥ ନିର୍ମାଣ ଶେଷ ହେବା ପରେ ପ୍ରଥମେ ପ୍ରଭୃଙ୍କ ନିକଟରୁ ଆଜ୍ଞାମାଳ ଆସିଥିଲା। ଏହାପରେ ରୀତିନୀତି ଅନୁସାରେ ପୂଜାପାଠ କରାଯାଇ ରଥକୁ ସିଂହଦ୍ବାର ସମ୍ମୁଖକୁ ଅଣାଯାଇଥିଲା।

ତିନି ରଥକୁ ସିଂହଦ୍ବାର ସମ୍ମୁଖକୁ ଭକ୍ତମାନ ହରିବୋଲ ହୁଳହୁଳି ପକାଇ ଟାଣିଟାଣି ଆଣିଥିଲେ। ଏଥିସହିତ ସହିତ ସେଠାରେ ଥିବା ପୋଲିସ ତଥା ସୁରକ୍ଷା କର୍ମିଗଣ ରଥ ସିଂହଦ୍ବାରକୁ ଆଣିବାରେ ସାହାଯ୍ୟ କରିଥିଲେ। ଆସନ୍ତାକାଲି ରବିବାର ସକାଳେ ତିନି ଠାକୁର ପହଣ୍ଡି ବିଜେ ହୋଇ ରଥାରୁଢ ହେବେ।

RathYatra2024 ରଥଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026
Latest News

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.