Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇପିଏଲରେ ସବୁଠୁ ଅଧିକ ଆୟ କରିଛନ୍ତି ଏହି ଖେଳାଳି, ଜାଣନ୍ତୁ କିଏ
ଆଜିର ଖବର

ଆଇପିଏଲରେ ସବୁଠୁ ଅଧିକ ଆୟ କରିଛନ୍ତି ଏହି ଖେଳାଳି, ଜାଣନ୍ତୁ କିଏ

December 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ଆଇପିଏଲରେ କେଉଁ ଖେଳାଳି ସବୁଠାରୁ ଅଧିକ ବେତନ ପାଇଛନ୍ତି ତାହା ଜାଣିବା ପାଇଁ ଫ୍ୟାନ ମାନେ ସର୍ବଦା ଉତ୍ସୁକ ରହିଥାନ୍ତି । ତେବେ ଅଧିନାୟକ ବିରାଟ ଓ ରୋହିତ୍‌ ଶର୍ମାଙ୍କୁ କାଟିଛନ୍ତି ଏହି ଖେଳାଳୀ ଜଣକ । ପୂର୍ବତନ ଅଧିନାୟକ ତଥା କ୍ୟାପେଟନ୍‌ କୁଲ୍‌ ମହେନ୍ଦ୍ର ସିଂ ଧୋନୀ ଏହି ତାଲିକାର ସର୍ବାଗ୍ରେ ରହିଛନ୍ତି ।  ବିରାଟ କୋହଲି ଆରସିବିରୁ 18 କୋଟି ଟଙ୍କାର ବାର୍ଷିକ ବେତନ ପାଉଛନ୍ତି । ତେବେ ଭାରତୀୟ ଅଧିନାୟକ କୋହଲି ସର୍ବାଧିକ ଆୟକାରୀ ଭାରତୀୟ ଖେଳାଳି ନୁହନ୍ତି ବରଂ ସେ ତିନି ନମ୍ବର ସ୍ଥାନରେ ରହିଛନ୍ତି ।

ଆଇପିଏଲର 13ଟି ସଂସ୍କରଣ ସରିଥିବା ବେଳେ ପୂର୍ବତନ ଭାରତୀୟ ଅଧିନାୟକ ତଥା ଚେନ୍ନାଇ ସୁପରକିଙ୍ଗସର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ସର୍ବାଧିକ 137 କୋଟି ଆୟ କରିଛନ୍ତି । ଧୋନୀ 6 କୋଟି ଟଙ୍କାରେ ଚେନ୍ନାଇ ସୁପର କିଙ୍ଗସ ସହିତ ଯୋଡି ହୋଇଥିଲେ । ପ୍ରଥମ ତିନି ସିଜିନରେ ଧୋନୀଙ୍କ ପ୍ରଦର୍ଶନ ତାଙ୍କୁ ଘରେ ଘରେ ପରିଚିତ କରାଇଥିଲା । ଏହାପରେ ବିସିସିଆଇ ପକ୍ଷରୁ ରିଟେନଡ ପ୍ଲେୟାରଙ୍କ ସର୍ବାଧିକ ମୂଲ୍ୟ 8.2  କୋଟି ରହିଥିଲା । 2011-13 ପର୍ଯ୍ୟନ୍ତ ଧୋନୀ ବାର୍ଷିକ 8.2 କୋଟିର ବେତନ ପାଇଥିଲେ । ଧୋନୀ ସମୁଦାୟ 137 କୋଟିର ଆୟ ସହିତ ଏହି ତାଲିକାରେ ପ୍ରଥମ ସ୍ଥାନରେ ରହିଥିବା ବେଳେ ରୋହିତ ଶର୍ମା 131 କୋଟି ଟଙ୍କା ସହିତ ଦ୍ୱିତୀୟ ଏବଂ ବିରାଟ କୋହଲି 126 କୋଟି ସହିତ ତୃତୀୟ ସ୍ଥାନରେ ରହିଛନ୍ତି ।

2014 ରେ ବିସିସିଆଇ ପକ୍ଷରୁ ବେତନ 12.5 କୋଟିକୁ ବୃଦ୍ଧି କରାଯାଇଥିଲା । ରାଇଜିଂ ପୁନେ ସୁପରଜିଆଣ୍ଟସହିତ ଧୋନୀ ଦୁଇବର୍ଷରେ 25 କୋଟି ଆୟ କରିଥିଲେ । ବିଗତ ତିନି ବର୍ଷ ଧରି ଧୋନୀ ଚେନ୍ନାଇ ସହିତ ବାର୍ଷିକ 15 କୋଟିର ଚୁକ୍ତି କରିଛନ୍ତି ।

dhoni ipl
Share. Facebook Twitter LinkedIn Email WhatsApp Copy Link

Related Posts

‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ରେ ମୁଖ୍ୟମନ୍ତ୍ରୀ, ଦେଶ ବିଭାଜନର କଳା ଅଧ୍ୟାୟକୁ କଲେ ସ୍ମରଣ

August 15, 2026

‘ହର ଘର ତିରଙ୍ଗା’ ଅଭିଯାନ: ଦେଶପ୍ରେମ ଭିତ୍ତିକ ସାଂସ୍କୃତିକ କାର୍ଯ୍ୟକ୍ରମ ପାଳନ କଲା ଭାରତୀୟ ରେଳବାଇ

August 15, 2026

ଦେଶ ଭକ୍ତି, ଦେଶ ପ୍ରେମ ଓ ଜାତୀୟତାବୋଧର ପ୍ରତୀକ ତ୍ରିରଙ୍ଗା: ଭୁବନେଶ୍ୱର ସାଂସଦ

August 15, 2026

ଆଜି ଅଗଷ୍ଟ ୧୫ରେ କଣ ରହିଛି ଆପଣଙ୍କର ରାଶିଫଳ: ଜାଣନ୍ତୁ ବିସ୍ତୃତ ଭାଗ୍ୟଫଳ

August 15, 2026
Latest News

‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ରେ ମୁଖ୍ୟମନ୍ତ୍ରୀ, ଦେଶ ବିଭାଜନର କଳା ଅଧ୍ୟାୟକୁ କଲେ ସ୍ମରଣ

August 15, 2026

‘ହର ଘର ତିରଙ୍ଗା’ ଅଭିଯାନ: ଦେଶପ୍ରେମ ଭିତ୍ତିକ ସାଂସ୍କୃତିକ କାର୍ଯ୍ୟକ୍ରମ ପାଳନ କଲା ଭାରତୀୟ ରେଳବାଇ

August 15, 2026

ଦେଶ ଭକ୍ତି, ଦେଶ ପ୍ରେମ ଓ ଜାତୀୟତାବୋଧର ପ୍ରତୀକ ତ୍ରିରଙ୍ଗା: ଭୁବନେଶ୍ୱର ସାଂସଦ

August 15, 2026

ଆଜି ଅଗଷ୍ଟ ୧୫ରେ କଣ ରହିଛି ଆପଣଙ୍କର ରାଶିଫଳ: ଜାଣନ୍ତୁ ବିସ୍ତୃତ ଭାଗ୍ୟଫଳ

August 15, 2026

ବିନୟତୋଷ ମିଶ୍ର ହେଲେ ଅନ୍ତରୀଣ ଡିଜିପି, ନୂଆ ଡିଜିପି ନିଯୁକ୍ତି ପର୍ଯ୍ୟନ୍ତ ଦିଆଗଲା ଦାୟିତ୍ବ

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.