Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଆଇସିସିର ଅନଲାଇନ୍ ଭୋଟିଂ: ବିରାଟ କୋହିଲି ଏବଂ ପାକିସ୍ଥାନ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ କଡା ଟକ୍କର
ଅନ୍ତରାଷ୍ଟ୍ରୀୟ

ଆଇସିସିର ଅନଲାଇନ୍ ଭୋଟିଂ: ବିରାଟ କୋହିଲି ଏବଂ ପାକିସ୍ଥାନ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ କଡା ଟକ୍କର

January 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଇସିସି ଦ୍ଵାରା ଶ୍ରେଷ୍ଠ ଖେଳାଳି ଚୟନ ଲାଗି ଏକ ଭୋଟିଂ ବ୍ୟବସ୍ଥା କରାଯାଇଥିଲା। ଯେଉଁଥିରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହିଲି ଏବଂ ପାକିସ୍ଥାନର ପୂର୍ବତନ ଅଧିନାୟକ ତଥା ପାକିସ୍ଥାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳିଥିଲା। ଏଇ ଭୋଟିଂରେ ଉଭୟଙ୍କ ମଧ୍ୟରେ  ଅନ୍ତିମ ପର୍ଯ୍ୟାୟ ପର୍ଯ୍ୟନ୍ତ କଡା ଟକ୍କର ହୋଇଥିଲା। ଶେଷରେ ଇମ୍ରାନ ଖାଁ ମାତ୍ର ୧ ପ୍ରତିଶତ ଭୋଟରେ କୋହଲିଙ୍କ ଠାରୁ ଅଗ୍ରଣୀ ହୋଇଥିଲେ। ଆଇସିସି ଦ୍ଵାରା କରାଯାଇଥିବା ଏହି ଭୋଟିଂରେ ସର୍ବମୋଟ ୫ ଲକ୍ଷ ୩୬ ହଜାର ଭୋଟ ପଡିଥିଲା। ଯେଉଁଥିରେ ଇମ୍ରାନ ଖାଁ ଙ୍କୁ ୪୭.୩ ପ୍ରତିଶତ ଭୋଟ ମିଳିଥିବା ବେଳେ ବିରାଟଙ୍କୁ ୪୬.୨ ପ୍ରତିଶତ ଭୋଟ ମିଳିଥିଲା।

ଆଇସିସି ପାକିସ୍ଥାନ ପ୍ରଧାନମନ୍ତ୍ରୀ ବିରାଟ କୋହିଲି
Share. Facebook Twitter LinkedIn Email WhatsApp Copy Link

Related Posts

‘ଯଦି ଅମ୍ପାୟାର ନିରପେକ୍ଷ ନୁହଁନ୍ତି, ତେବେ…’: ECI କୁ ଏଭଳି ପରାମର୍ଶ ଦେଲେ ପୂର୍ବତନ ନିର୍ବାଚନ କମିଶନର

October 14, 2026

୫ ଦିନିଆ ନ୍ୟାୟିକ ହେପାଜତକୁ ଗଲେ ଆଶୁତୋଷ ରାଙ୍କା ଏବଂ ସୌରଭ ଦାସ

October 14, 2026

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026

ଦିଲ୍ଲୀ କ୍ୟାପିଟାଲ୍ସର ଆସିଷ୍ଟାଣ୍ଟ୍ ଓ ବ୍ୟାଟିଂ କୋଚ୍ ହେଲେ ଯୁବରାଜ ସିଂହ

October 14, 2026
Latest News

‘ଯଦି ଅମ୍ପାୟାର ନିରପେକ୍ଷ ନୁହଁନ୍ତି, ତେବେ…’: ECI କୁ ଏଭଳି ପରାମର୍ଶ ଦେଲେ ପୂର୍ବତନ ନିର୍ବାଚନ କମିଶନର

October 14, 2026

୫ ଦିନିଆ ନ୍ୟାୟିକ ହେପାଜତକୁ ଗଲେ ଆଶୁତୋଷ ରାଙ୍କା ଏବଂ ସୌରଭ ଦାସ

October 14, 2026

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026

ଦିଲ୍ଲୀ କ୍ୟାପିଟାଲ୍ସର ଆସିଷ୍ଟାଣ୍ଟ୍ ଓ ବ୍ୟାଟିଂ କୋଚ୍ ହେଲେ ଯୁବରାଜ ସିଂହ

October 14, 2026

ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତୀୟ ହକି ଟିମ୍ ଘୋଷିତ

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.