Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ପୁଣି ଭାରତୀୟ ଖେଳାଳିଙ୍କୁ ଅପଶବ୍ଦ: ୱାସିଙ୍ଗଟନ ଏବଂ ସିରାଜଙ୍କୁ ଟାର୍ଗେଟ କଲେ ଅଷ୍ଟ୍ରେଲିଆ ଦର୍ଶକ
ଅନ୍ତରାଷ୍ଟ୍ରୀୟ

ପୁଣି ଭାରତୀୟ ଖେଳାଳିଙ୍କୁ ଅପଶବ୍ଦ: ୱାସିଙ୍ଗଟନ ଏବଂ ସିରାଜଙ୍କୁ ଟାର୍ଗେଟ କଲେ ଅଷ୍ଟ୍ରେଲିଆ ଦର୍ଶକ

January 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରିସବେନ: ପୁଣି ଭାରତୀୟ ଖେଳାଳିଙ୍କ ଉପରେ ଅପଶବ୍ଦ ପ୍ରୟୋଗ କରିଛନ୍ତି ଅଷ୍ଟ୍ରେଲିଆ ଦର୍ଶକ। ବ୍ରିସବେନରେ ଖେଳାଯାଉଥିବା ଅଷ୍ଟ୍ରେଲିଆ-ଭାରତ ଚତୁର୍ଥ ଟେଷ୍ଟରେ କିଛି ଅଷ୍ଟ୍ରେଲିଆ ଦର୍ଶକ ଭାରତୀୟ ଖେଳାଳିଙ୍କ ସହିତ ଖରାପ ବ୍ୟବହାର କରିଛନ୍ତି। ଟେଷ୍ଟ ମ୍ୟାଚର ପ୍ରଥମ ଦିନରେ କିଛି ଦର୍ଶକ ୱାସିଙ୍ଗଟନ ସୁନ୍ଦର ଏବଂ ମହମ୍ମଦ ସିରାଜଙ୍କୁ ଅପଶବ୍ଦରେ ଗାଳି କରିଛନ୍ତି। ଏହି ଦୁଇ ଖେଳାଳି ପଡିଆର ସୀମା ରେଖାରେ ଫିଲଡିଙ୍ଗ କରୁଥିବା ବେଳେ ଦର୍ଶକମାନେ ଏଭଳି ଖରାପ ବ୍ୟବହାର କରିଥିଲେ। ଅଷ୍ଟ୍ରେଲିଆର ଏକ ଖବର କାଗଜରେ ପ୍ରକାଶିତ ହେବା ପରେ ଏହା ଜଣାପଡିଲା।

ପ୍ରକାଶିତ ଖବର ଅନୁଯାୟୀ, କିଛି ଦର୍ଶକ ୱାସିଙ୍ଗଟନ ସୁନ୍ଦରକୁ ଗାଳି ଦେବା ସହିତ ହୋ ହଲ୍ଲା କରାଯାଉଛି ବୋଲି କେଟ ନାମକ ଏକ ଦର୍ଶକ ସୂଚନା ଦେଇଥିଲେ।

ବ୍ରିସବେନ ଭାରତୀୟ ଖେଳାଳି
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026

ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ହାଇସ୍ପିଡ୍‌ କରିଡ଼ର ନେଇ ଉଚ୍ଚସ୍ତରୀୟ ବୈଠକ

March 17, 2026

ବେଆଇନ ମହଜୁଦକାରୀ ଏବଂ କଳାବଜାର ରୋକିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ

March 17, 2026

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

March 17, 2026
Latest News

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026

ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ହାଇସ୍ପିଡ୍‌ କରିଡ଼ର ନେଇ ଉଚ୍ଚସ୍ତରୀୟ ବୈଠକ

March 17, 2026

ବେଆଇନ ମହଜୁଦକାରୀ ଏବଂ କଳାବଜାର ରୋକିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ

March 17, 2026

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

March 17, 2026

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର: ଗିରିଜା ବଳିୟାରସିଂହ ମନୋନିତ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.