Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କାଳୁପଡ଼ା ଘାଟ ପ୍ରିମିୟର ଲିଗ୍ ଲାଗି ଆରମ୍ଭ ହେଲା ଖେଳାଳି ନିଲାମ ପ୍ରକ୍ରିୟା
ଆଞ୍ଚଳିକ

କାଳୁପଡ଼ା ଘାଟ ପ୍ରିମିୟର ଲିଗ୍ ଲାଗି ଆରମ୍ଭ ହେଲା ଖେଳାଳି ନିଲାମ ପ୍ରକ୍ରିୟା

February 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲାର କାଳୁପଡ଼ା ଘାଟ ଅଞ୍ଚଳରେ କାଳୁପଡ଼ା ଘାଟ ପ୍ରିମିୟର ଲିଗ୍ ଦ୍ବିତୀୟ ସଂସ୍କରଣର ଶୁଭାରମ୍ଭ ହୋଇଯାଇଛି। ଉଦ୍ଘାଟନୀ ଉତ୍ସବରେ ଏହି ଟୁର୍ଣ୍ଣାମେଣ୍ଟରେ ଭାଗ ନେବାକୁ ଥିବା ଖେଳାଳି ମନୋନୟନ ପାଇଁ ନିଲାମ ପ୍ରକ୍ରିୟା ଆରମ୍ଭ କରାଯାଇଛି। ସ୍ଥାନୀୟ ଅଞ୍ଚଳର ବଛା ବଛା ଖେଳାଳି ମାନଙ୍କୁ ନେଇ ଏହି ଟ୍ୱେଣ୍ଟି ଟ୍ୱେଣ୍ଟି ଟୁର୍ଣ୍ଣାମେଣ୍ଟ  ଆୟୋଜନ କରାଯାଉଛି।

ଏହି ସମାରୋହରେ ଚିଲିକା  ବିଧାୟକ ସମବାୟ ପ୍ରତିନିଧି ଶେଷଦେଵ ରାୟ ଗୌରବ, ବସୁଦେବ ପ୍ରଧାନ ଶୁଭାରମ୍ଭ କରିଥିବାବେଳେ କମଳାକାନ୍ତ ମହାପାତ୍ର, ଲିକୁ ଜେନା, ଲୁଲା ଖାନ୍, ସଞ୍ଜୟ ମହାପାତ୍ର, ସତ୍ୟବ୍ରତ ସାହୁ ଏବଂ ଚନ୍ଦ୍ରକାନ୍ତ ପଲାଇ ପ୍ରମୁଖ ନିଲାମ ପ୍ରକ୍ରିୟାରେ ସାମିଲ ହୋଇ ନିଜ ନିଜର ଟିମ୍ ପାଇଁ ଖେଳାଳି ଚୟନ କରିଥିଲେ।

ଏହି ଉଦଘାଟନ ଉତ୍ସବରେ ଶତାଧିକ କ୍ରୀଡ଼ାପ୍ରେମୀ ଯୋଗଦେଇ ଖେଳିବାକୁ ଥିବା ୯ ଗୋଟି ଟିମ୍ ର ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇଥିଲେ। କାଳୁପଡ଼ା ଘାଟ ପ୍ରିମିୟର ଲିଗ୍ ଦ୍ଵିତୀୟ ସଂସ୍କରଣ ଫେବୃଆରୀ ୭ ରୁ ଆରମ୍ଭ ହେବ। ଆୟୋଜକମାନଙ୍କ ତରଫରୁ ଏହି ଖେଳକୁ ଉପଭୋଗ କରିବା ପାଇଁ ଦର୍ଶକମାନଙ୍କୁ ଅନୁରୋଧ କରାଯାଇଛି।

ଦ୍ବିତୀୟ ସଂସ୍କରଣ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇପିଏଲର ସବୁଠାରୁ ମହଙ୍ଗା ଦଳ ହେଲା ରାଜସ୍ଥାନ ରୟାଲ୍ସ ଦଳ: ୧୫୨୮୬ କୋଟିରେ ହେଲା ବିକ୍ରି

March 24, 2026

PSL 2026 ରୁ ବିଦେଶୀ ଖେଳାଳି ଓହରିବା ସତ୍ତ୍ୱେ BCB ନେଲା ବଡ ନିଷ୍ପତ୍ତି

March 24, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

IPL ପାଇଁ ୧୫ଟି ସହରରେ ହେବ ଫ୍ୟାନ୍ ପାର୍କ: ଜାଣନ୍ତୁ ଓଡିଶାରେ କେବେ ଓ କେଉଁଠି?

March 23, 2026
Latest News

ସିପିଗ୍ରାମ୍ସ ପୋର୍ଟାଲ ଦ୍ଵାରା ଢେଙ୍କାନାଳରେ ପାନୀୟ ଜଳ ସମସ୍ୟାର ହେଲା ସମାଧାନ

March 25, 2026

ଓଡ଼ିଶା ରାଜ୍ୟପାଳଙ୍କୁ ଭେଟିଲେ ଉତ୍ତରାଖଣ୍ଡର ଗଣମାଧ୍ୟମ ପ୍ରତିନିଧି ଦଳ

March 25, 2026

ରାଜ୍ୟଗୁଡ଼ିକୁ ବାଣିଜ୍ୟିକ ଏଲପିଜିର ୫୦% ଆବଣ୍ଟନ: ପ୍ରବାସୀ ଶ୍ରମିକଙ୍କୁ ପ୍ରାଥମିକତା

March 25, 2026

ବାଣପୁର: ବରିଷ୍ଠ ନାଗରିକ ସଂଘର ବିଭିନ୍ନ ଦାବି ପୂରଣ କରିବା ଲାଗି ପ୍ରତିଶ୍ରୁତି ଦେଲେ ଆଇନ ମନ୍ତ୍ରୀ

March 25, 2026

ଆଜି ମାର୍ଚ୍ଚ ୨୫ ତାରିଖ ବୁଧବାର ଦିନ ଏହି ରାଶିଗୁଡିକୁ ମିଳିବ ଶୁଭ ଖବର

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.