Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟେବୁଲ୍ ଟେନିସ୍ ପ୍ରତିଯୋଗିତାରେ ଭାଗ ନେବାକୁ ଯାତ୍ରା
ଆଜିର ଖବର

ଟେବୁଲ୍ ଟେନିସ୍ ପ୍ରତିଯୋଗିତାରେ ଭାଗ ନେବାକୁ ଯାତ୍ରା

February 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଆସନ୍ତା ୧୫ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ହରିୟାନା ପଞ୍ଚକୁଲାଠାରେ ଅନୁଷ୍ଠିତ ହେବାକୁ ଥିବା ୮୨ତମ ସିନିୟର ଜାତୀୟ ଟେବୁଲ୍ ଟେନିସ୍ ଚମ୍ପିୟନସିପ୍‌-୨୦୨୧ରେ ଭାଗ ନେବା ପାଇଁ ଗଂଜାମରୁ ୮ ଖେଳାଳୀ ଏବଂ କୋଚ୍‌ମାନେ ଯାତ୍ରା କରିବେ। ଏହି ଦଳରେ ଏମ୍ ଈଶ୍ୱର ରାଓ, ଦିଶାନ୍ତ ପରିଡ଼ା, ସୁଦୀପ କୃଷ୍ଣ ବେହେରା ସିନିୟର ବାଳକ ବିଭାଗରେ ଏବଂ ମୟୁରୀ ଚାଟାର୍ଜୀ, ୟୋଶିତା ଜାମୁଲା, ଅଂଜଳି ଅଗ୍ରୱାଲ, ଶ୍ରୀକ୍ରିତି ଭାଗତ, ବୈଶାଖୀ ବାଲ ମହିଳା ବିଭାଗରେ ଯାତ୍ରା କରିବେ। ଖେଳାଳୀଙ୍କ ସହ କୋଚ୍ ତଥା ମ୍ୟାନେଜର ନିହାର ଆର୍ ମିଶ୍ର ଯାତ୍ରା କରିବେ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଷ୍ଟ୍ରୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଆଜି ଅଶୋକାଷ୍ଟମୀରେ ପ୍ରଭୃ ଲିଙ୍ଗରାଜ କ’ଣ ପାଇଁ ଭକ୍ତଙ୍କୁ ରଥରେ ଦିଅନ୍ତି ଦର୍ଶନ?

March 26, 2026

ବଦଳିବ RCBର ନାମ?: ସ୍ପଷ୍ଟ କଲେ ଅନନ୍ୟା ବିର୍ଲା

March 26, 2026

ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ: ଇନ୍ଧନ ଯୋଗାଣକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ଵ

March 26, 2026
Latest News

ରାଷ୍ଟ୍ରୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଆଜି ଅଶୋକାଷ୍ଟମୀରେ ପ୍ରଭୃ ଲିଙ୍ଗରାଜ କ’ଣ ପାଇଁ ଭକ୍ତଙ୍କୁ ରଥରେ ଦିଅନ୍ତି ଦର୍ଶନ?

March 26, 2026

ବଦଳିବ RCBର ନାମ?: ସ୍ପଷ୍ଟ କଲେ ଅନନ୍ୟା ବିର୍ଲା

March 26, 2026

ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ: ଇନ୍ଧନ ଯୋଗାଣକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ଵ

March 26, 2026

ସତରେ କ’ଣ ଖୁବ୍ ଶୀଘ୍ର ଆସିବ ଲକଡାଉନ୍?: ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ପରେ ବଢିଲା ଚର୍ଚ୍ଚା

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.