Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାନ କ୍ରିକେଟ ଖେଳାଳି ସଚିନ ତେନ୍ଦୁଲକର ହେଲେ କରୋନାରେ ଆକ୍ରାନ୍ତ
ଆଜିର ଖବର

ମହାନ କ୍ରିକେଟ ଖେଳାଳି ସଚିନ ତେନ୍ଦୁଲକର ହେଲେ କରୋନାରେ ଆକ୍ରାନ୍ତ

March 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
London: Indian legendary cricketer Sachin Tendulkar during the final match of the 2019 World Cup between New Zealand and England at the Lord's Cricket Stadium in London, England on July 14, 2019. (Photo: Surjeet Yadav/IANS)

ନୂଆଦିଲ୍ଲୀ: ମହାନ କ୍ରିକେଟ ଖେଳାଳି ସଚିନ ତେନ୍ଦୁଲକର କରୋନାରେ ସଂକ୍ରମିତ ହୋଇଛନ୍ତି। ଆଜି ସଚିନ ଟ୍ବିଟ ଯୋଗେ ସୂଚନା ଦେଇଛନ୍ତି। ସଂକ୍ରମିତ ହେବା ପରେ ତେନ୍ଦୁଲକର ନିଜ ଘରେ କ୍ଵାରେଣ୍ଟିନରେ ରହିଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ, ଇଣ୍ଡିଆ ଲିଜେଣ୍ଡସ୍ ତରଫରୁ ସଚିନ ୱାର୍ଲ୍ଡ ରୋଡ ସେଫ୍ଟି ଟୁର୍ଣ୍ଣାମେଣ୍ଟରେ ଖେଳୁଥିଲେ। ସଚିନଙ୍କ ନେତୃତ୍ଵରେ ଇଣ୍ଡିଆ ଲିଜେଣ୍ଡସ୍ ଶ୍ରୀଲଙ୍କା ଲିଜେଣ୍ଡସ୍ କୁ ହରାଇ ଚମ୍ପିୟାନ ହୋଇଥିଲା।

କରୋନାରେ ଆକ୍ରାନ୍ତ ସଚିନ ତେନ୍ଦୁଲକର
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡୋନେସିଆକୁ ଶସ୍ତା ଏବଂ ଭାରତକୁ ମହଙ୍ଗା ରାଫେଲ ବିକ୍ରି କରୁଛି ଫ୍ରାନ୍ସ: ଜାଣନ୍ତୁ କାରଣ

February 17, 2026

ଟି-୨୦ ବିଶ୍ୱକପରେ ବଡ଼ ବିପର୍ଯ୍ୟୟ: ସୁପର ୮ କୁ ଗଲା ଜିମ୍ବାୱେ, ବାଦ୍ ପଡ଼ିଲା ଅଷ୍ଟ୍ରେଲିଆ 

February 17, 2026

‘ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ – ୨୦୨୬’ରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ

February 17, 2026

CBSE ପରୀକ୍ଷା ପାଇଁ ଆସିଲେନି ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କ’ଣ କହିଲେ ପ୍ରିନ୍ସିପାଲ?

February 17, 2026
Latest News

ଇଣ୍ଡୋନେସିଆକୁ ଶସ୍ତା ଏବଂ ଭାରତକୁ ମହଙ୍ଗା ରାଫେଲ ବିକ୍ରି କରୁଛି ଫ୍ରାନ୍ସ: ଜାଣନ୍ତୁ କାରଣ

February 17, 2026

ଟି-୨୦ ବିଶ୍ୱକପରେ ବଡ଼ ବିପର୍ଯ୍ୟୟ: ସୁପର ୮ କୁ ଗଲା ଜିମ୍ବାୱେ, ବାଦ୍ ପଡ଼ିଲା ଅଷ୍ଟ୍ରେଲିଆ 

February 17, 2026

‘ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ – ୨୦୨୬’ରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ

February 17, 2026

CBSE ପରୀକ୍ଷା ପାଇଁ ଆସିଲେନି ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କ’ଣ କହିଲେ ପ୍ରିନ୍ସିପାଲ?

February 17, 2026

ବାଂଲାଦେଶର ପ୍ରଧାନମନ୍ତ୍ରୀ ଭାବରେ ତାରିକ ରହମାନଙ୍କ ଶପଥ ଗ୍ରହଣ

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.