Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାନ କ୍ରିକେଟ ଖେଳାଳି ସଚିନ ତେନ୍ଦୁଲକର ହସ୍ପିଟାଲରେ ଭର୍ତ୍ତି: ମାର୍ଚ୍ଚ ୨୭ ରେ ହୋଇଥିଲେ ସଂକ୍ରମଣ
ଆଜିର ଖବର

ମହାନ କ୍ରିକେଟ ଖେଳାଳି ସଚିନ ତେନ୍ଦୁଲକର ହସ୍ପିଟାଲରେ ଭର୍ତ୍ତି: ମାର୍ଚ୍ଚ ୨୭ ରେ ହୋଇଥିଲେ ସଂକ୍ରମଣ

April 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ମହାନ କ୍ରିକେଟ ଖେଳାଳି ସଚିନ ତେନ୍ଦୁଲକର ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେ ମାର୍ଚ୍ଚ ୨୭ ତାରିଖରେ କରୋନାରେ ସଂକ୍ରମିତ ହୋଇଥିଲେ। ସଚିନ ଏନେଇ ଟ୍ବିଟ କରି ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ, ଡାକ୍ତରଙ୍କ ପରାମର୍ଶ କ୍ରମେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏବଂ ଖୁବ ଶୀଘ୍ର ସୁସ୍ଥ ହୋଇ ଫେରିବେ ବୋଲି ଟୁଇଟରରେ ଉଲ୍ଲେଖ କରିଛନ୍ତି।

କରୋନାରେ ସଂକ୍ରମିତ ସଚିନ ତେନ୍ଦୁଲକର ହସ୍ପିଟାଲରେ ଭର୍ତ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

‘ଅଙ୍ଗନ ଉତ୍ସବ’ ପ୍ରସ୍ତୁତି ନେଇ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

September 21, 2026

ନ୍ୟାୟରୁ ବଂଚିତଙ୍କ ସ୍ୱର ହୁଅନ୍ତୁ: ଆଇନ ଛାତ୍ରଛାତ୍ରୀଙ୍କୁ ଜଷ୍ଟିସ୍ ମହାପାତ୍ର

September 21, 2026

ସାମୂହିକ ପଦକ୍ଷେପ ଓ ଆଚରଣ ପରିବର୍ତ୍ତନରେ ରୂପାନ୍ତରିତ ହେଉଛି ଗ୍ରାମୀଣ ପରିମଳ ବ୍ୟବସ୍ଥା

September 21, 2026

ଜଙ୍ଗଲି ଭାଲୁ ଆକ୍ରମଣରେ ଦୁଇ ଗୁରୁତର: ଜଣେ ଆହତ

September 21, 2026
Latest News

ଶିକ୍ଷକମାନଙ୍କ ସମସ୍ୟାର ସମାଧାନ ପାଇଁ ସରକାରଙ୍କୁ ରିପୋର୍ଟ ଦେଲା କମିଟି, ଏଥିରେ ଅଛି..

September 21, 2026

‘ଅଙ୍ଗନ ଉତ୍ସବ’ ପ୍ରସ୍ତୁତି ନେଇ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

September 21, 2026

ନ୍ୟାୟରୁ ବଂଚିତଙ୍କ ସ୍ୱର ହୁଅନ୍ତୁ: ଆଇନ ଛାତ୍ରଛାତ୍ରୀଙ୍କୁ ଜଷ୍ଟିସ୍ ମହାପାତ୍ର

September 21, 2026

ବ୍ରହ୍ମପୁର ବ୍ୟାଙ୍କ କଲୋନୀ ଉନ୍ନୟନ କମିଟି ବୈଠକ

September 21, 2026

ସାମୂହିକ ପଦକ୍ଷେପ ଓ ଆଚରଣ ପରିବର୍ତ୍ତନରେ ରୂପାନ୍ତରିତ ହେଉଛି ଗ୍ରାମୀଣ ପରିମଳ ବ୍ୟବସ୍ଥା

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.