Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟସ୍ ଜିତି ହାଇଦ୍ରାବାଦର ବୋଲିଂ ନିଷ୍ପତ୍ତି: ଜାଣନ୍ତୁ ଏହି ଷ୍ଟାଡିୟମରେ ଉଭୟ ଦଳର କଣ ରହିଛି ରେକର୍ଡ଼
ଆଜିର ଖବର

ଟସ୍ ଜିତି ହାଇଦ୍ରାବାଦର ବୋଲିଂ ନିଷ୍ପତ୍ତି: ଜାଣନ୍ତୁ ଏହି ଷ୍ଟାଡିୟମରେ ଉଭୟ ଦଳର କଣ ରହିଛି ରେକର୍ଡ଼

April 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚେନ୍ନାଇ: ଆଇପିଏଲରେ  କୋଲକୋତା ନାଇଟ ରାଇଡ଼ର୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଲଢେଇ ହେବ। ଏହି ମ୍ୟାଚ ସନ୍ଧ୍ୟା ୭:୩୦ ରେ ଆରମ୍ଭ ହେବ। ସନରାଇଜର୍ସ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି।

ତେବେ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ କେକେଆର ଦଳର ଭଲ ରେକର୍ଡ ନାହିଁ। କେକେଆର ମୋଟ ୯ ଟି ମ୍ୟାଚ ଏହି ଷ୍ଟାଡିୟମରେ ଖେଳି ମାତ୍ର ୭ ଟି ମ୍ୟାଚରେ ବିଜୟୀ ହୋଇଛି। ୨୦୧୨ରେ ଫାଇନାଲକୁ ମିଶାଇ କେକେଆର କେବଳ ଦୁଇଟି ମ୍ୟାଚ ଜିତିବାରେ ସଫଳ ହୋଇଛି।

ସେହିପରି ସନରାଇଜର୍ସ ହାଇଦ୍ରାବାଦର ମଧ୍ୟ ସେହି ଷ୍ଟାଡିୟମରେ ବିଫଳ ହୋଇଛି। ଦଳ ମୋଟ ୩ ଟି ମ୍ୟାଚ ଖେଳିଥିବା ବେଳେ ସବୁ ମ୍ୟାଚରେ ପରାଜୟର ସାମ୍ନା କରିଛି।

ଆଇପିଏଲ ହାଇଦ୍ରାବାଦ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଆଜି ଏପ୍ରିଲ ୨୪ ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 24, 2026

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026
Latest News

ରାଶିଫଳ: ଆଜି ଏପ୍ରିଲ ୨୪ ତାରିଖ ଶୁକ୍ରବାରରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 24, 2026

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.