Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ଡବ୍ଲୁଟିସି’ର ଫାଇନାଲ ମୁକାବିଲା: ନୂଆ ଜର୍ସିରେ ଦେଖାଯିବ ଟିମ୍ ଇଣ୍ଡିଆ, ଜାଡ଼େଜା ସେୟାର କଲେ ଫଟୋ
ଆଜିର ଖବର

‘ଡବ୍ଲୁଟିସି’ର ଫାଇନାଲ ମୁକାବିଲା: ନୂଆ ଜର୍ସିରେ ଦେଖାଯିବ ଟିମ୍ ଇଣ୍ଡିଆ, ଜାଡ଼େଜା ସେୟାର କଲେ ଫଟୋ

May 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡ ବିରୋଧରେ ୱାର୍ଲ୍ଡ ଟେଷ୍ଟ ଚମ୍ପିୟାନଶିପର ଫାଇନାଲ ମ୍ୟାଚ ଖେଳିବା ପାଇଁ ଟିମ ଇଣ୍ଡିଆର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ବିରାଟ କୋହିଲୀଙ୍କ ନେତୃତ୍ଵରେ ଗଠିତ ଟିମ ଏବେ ମୁମ୍ବାଇର ଏକ ହୋଟେଲରେ କ୍ଵାରେଣ୍ଟିନରେ ଅଛନ୍ତି। ଖେଳାଳିମାନେ ସେଠାରେ ବ୍ୟାୟାମ କରି ପ୍ରଚୁର ଝାଳ ବୁହାଉଛନ୍ତି। ଯାହାର ଫଟୋ ଏବଂ ଭିଡିଓ ଏବେ ସାମ୍ନାକୁ ଆସୁଛି। ଏହା ଭିତରେ ଫାଇନାଲ ମୁକାବିଲାରେ ଟିମ ଇଣ୍ଡିଆର ଖେଳାଳିଙ୍କ ପାଇଁ ଜର୍ସି ଫଟୋକୁ ତାରକା ଅଲରାଉଣ୍ଡର ରବୀନ୍ଦ୍ର ଜାଡ଼େଜା ସେୟାର କରିଛନ୍ତି। ଟୁଇଟ କରି ରବୀନ୍ଦ୍ର ଜାଡ଼େଜା ଏହି ନୂଆ ଜର୍ସିର ଫଟୋକୁ ଖେଳାପ୍ରେମୀମାନଙ୍କୁ ଦେଖାଇଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ, ୱାର୍ଲ୍ଡ ଟେଷ୍ଟ ଚମ୍ପିୟାନଶିପର ଫାଇନାଲ ମୁକାବିଲା ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ଜୁନ ୧୮ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ଇଂଲଣ୍ଡର ସାଉଥେମ୍ପଟନ ଗ୍ରାଉଣ୍ଡରେ ଏହି ମ୍ୟାଚ ଖେଳାଯିବ। ଜୁନ ୨ ତାରିଖରେ ଭାରତୀୟ ଦଳ ଇଂଲଣ୍ଡ ଗସ୍ତ କରିବେ।

ତେବେ ଫାଇନାଲ ମ୍ୟାଚ ପୂର୍ବରୁ ଆଇସିସି ଏକ ସର୍ତ୍ତାବଳୀ ଘୋଷଣା କରିଛି। ସଂପୂର୍ଣ୍ଣ ପାଞ୍ଚ ଦିନ ଖେଳ ପରେ ଯଦି ମ୍ୟାଚ ଡ୍ର କିମ୍ବା ଟାଇ ହୁଏ, ତେବେ ଉଭୟ ଦଳକୁ ଯୁଗ୍ମ ବିଜେତା ଘୋଷଣା କରାଯିବ। ଏହାସହିତ ୨୩ ତାରିଖକୁ ରିଜର୍ଭ ଡେ’ ଭାବେ ରକ୍ଷା ଯାଇଛି। ଯଦି ପ୍ରଥମ ପାଞ୍ଚ ଦିନ ମଧ୍ୟରେ ୩୦ ଘଣ୍ଟାରୁ କମ ଖେଳ ହେବ, ତେବେ ଏହିରିଜର୍ଭ ଡେ’ କୁ ବ୍ୟବହାର କରାଯିବ।

ଟିମ୍ ଇଣ୍ଡିଆ ନୂଆ ଜର୍ସି
Share. Facebook Twitter LinkedIn Email WhatsApp Copy Link

Related Posts

ନୋଏଡ଼ାରେ ଗୋଟିଏ ଘରୁ ୫ ଜଣଙ୍କ ମୃତଦେହ ଜବତ

October 18, 2026

ରାଶିଫଳ: ପାଞ୍ଚୋଟି ରାଶି ପାଇଁ ଅକ୍ଟୋବର ୧୮ ତାରିଖ ହେଉଛି ଶୁଭ ଦିନ

October 18, 2026

ବର୍ଷାରେ ଧୋଇଗଲା ଭାରତ-ୱେଷ୍ଟଇଣ୍ଡିଜ୍ ଅନ୍ତିମ ଟି-୨୦: ସିରିଜ୍ ୨-୨ରେ ବରାବର

October 18, 2026

ପୂଜା ପେଣ୍ଡାଲରେ ଦଳଚକଟା: ୧୭ ଜଣଙ୍କ ମୃତ୍ୟୁ

October 17, 2026
Latest News

ଓଡ଼ାପଡ଼ା ତହସିଲଦାର ସସ୍‌ପେଣ୍ଡ

October 18, 2026

ଭୁବନେଶ୍ୱର ବିମାନବନ୍ଦରରେ ୧.୮୦ କୋଟି ଟଙ୍କାର ମାରିଜୁଆନା ଜବତ

October 18, 2026

ଅନଲାଇନ୍ ଟ୍ରେଡିଂ ନାଁରେ ୬୨ ଲକ୍ଷ ଟଙ୍କା ଠକେଇ: ମାଷ୍ଟରମାଇଣ୍ଡ ସମେତ ୩ ଗିରଫ

October 18, 2026

ବାଂଲାଦେଶ କକ୍ସ ବଜାର ରିସର୍ଟରେ ଅଗ୍ନିକାଣ୍ଡ: ଗୋଟିଏ ପରିବାରର ୬ ଜଣଙ୍କ ସମେତ ୧୦ ମୃତ

October 18, 2026

ନୋଏଡ଼ାରେ ଗୋଟିଏ ଘରୁ ୫ ଜଣଙ୍କ ମୃତଦେହ ଜବତ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.