Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଧାବିକା ଦୂତୀ ଚାନ୍ଦଙ୍କ ନୂଆ ଜାତୀୟ ରେକର୍ଡ: ମାତ୍ର ୦.୦୨ ସେକେଣ୍ଡ ପାଇଁ ଅଲମ୍ପିକ୍ସ ଯୋଗ୍ୟତାରୁ ହେଲେ ବଞ୍ଚିତ
ଅନ୍ତରାଷ୍ଟ୍ରୀୟ

ଧାବିକା ଦୂତୀ ଚାନ୍ଦଙ୍କ ନୂଆ ଜାତୀୟ ରେକର୍ଡ: ମାତ୍ର ୦.୦୨ ସେକେଣ୍ଡ ପାଇଁ ଅଲମ୍ପିକ୍ସ ଯୋଗ୍ୟତାରୁ ହେଲେ ବଞ୍ଚିତ

June 21, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଧାବିକା ଦୂତୀ ଚାନ୍ଦ ୧୦୦ ମିଟର ଦୌଡରେ ନୂଆ ଜାତୀୟ ରେକର୍ଡ ପ୍ରତିଷ୍ଠା କରିଛନ୍ତି। ଦୂତୀ ୧୦୦ ମିଟର ଦୌଡକୁ ମାତ୍ର ୧୧.୧୭ ସେକେଣ୍ଡରେ ଅତିକ୍ରମ କରିଛନ୍ତି। ପଟିଆଲାରେ ଇଣ୍ଡିଆନ ଗ୍ରା ପ୍ରିରେ ନିଜ ରେକର୍ଡକୁ ଦୂତୀ ଚାନ୍ଦ ଭାଙ୍ଗିଛନ୍ତି। ପୂର୍ବରୁ ଦୂତୀ ୧୦୦ ମିଟର ଦୌଡକୁ ୧୧.୨୨ ସେକେଣ୍ଡରେ ଅତିକ୍ରମ କରିଥିଲେ।

କିନ୍ତୁ ମାତ୍ର ୦.୦୨ ସେକେଣ୍ଡ ପାଇଁ ଅଲମ୍ପିକ୍ସ ଯୋଗ୍ୟତାରୁ ଦୂତୀ ବଞ୍ଚିତ ହୋଇଛନ୍ତି। ଅଲମ୍ପିକ୍ସ ଯୋଗ୍ୟତା ପାଇଁ ଦୂତୀଙ୍କୁ ୧୧.୧୫ ସେକେଣ୍ଡ ଆବଶ୍ୟକ ହେଉଥିଲା। ହେଲେ ଅନ୍ତରାଜ୍ୟ ଅଲମ୍ପିକ ଚମ୍ପିୟାନଶିପ ପାଇଁ ଦୂତୀଙ୍କ ପାଇଁ ସୁଯୋଗ ରହିଛି।

ଦୂତୀ ଚାନ୍ଦ
Share. Facebook Twitter LinkedIn Email WhatsApp Copy Link

Related Posts

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026
Latest News

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.