Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଘୋଷଣା ହେଲା ଟି-୨୦ ବିଶ୍ଵକପର ତାରିଖ: ୟୁଏଇ ଏବଂ ଓମାନରେ ଖେଳାଯିବ ମ୍ୟାଚ
ଅନ୍ତରାଷ୍ଟ୍ରୀୟ

ଘୋଷଣା ହେଲା ଟି-୨୦ ବିଶ୍ଵକପର ତାରିଖ: ୟୁଏଇ ଏବଂ ଓମାନରେ ଖେଳାଯିବ ମ୍ୟାଚ

June 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କରୋନା ମହାମାରୀ ଯୋଗୁଁ ଭାରତରେ ହେବାକୁ ଥିବା ଚଳିତ ବର୍ଷ ଟି-୨୦ ବିଶ୍ଵକପ ୟୁଏଇକୁ ସ୍ଥାନାନ୍ତରିତ କରାଯାଇଛି। ଏହି ଟୁର୍ଣ୍ଣାମେଣ୍ଟକୁ ସ୍ଥାନାନ୍ତରଣ କରିବା ପାଇଁ ବିସିସିଆଇ ନିଷ୍ପତ୍ତି ନେବା ପରେ ଆଇସିସି ଏହାର ଖେଳ ସୂଚୀ ଜାରି କରିଛି। ଅକ୍ଟୋବର ୧୭ ତାରିଖରୁ ନଭେମ୍ବର ୧୪ ତାରିଖ ପର୍ଯ୍ୟନ୍ତ ଟି-୨୦ ବିଶ୍ଵକପ ଖେଳାଯିବ। ଏହା ୟୁଏଇ ଏବଂ ଓମାନରେ ଆୟୋଜନ କରାଯିବ।

ତେବେ ଏହି ଟୁର୍ଣ୍ଣାମେଣ୍ଟର ପ୍ରଥମ ପର୍ଯ୍ୟାୟରେ ଟି କ୍ଵାଲିଫାଇଂ ଟିମ ଭାଗ ନେବେ। ଏଥିରୁ ୪ ଟି ଟିମ ସୁପର-୧୨ କୁ ଉନ୍ନତି ହେବେ। କ୍ଵାଲିଫାଇଂ ଟିମ ଗୁଡିକ ହେଲେ- ବାଂଲାଦେଶ, ଶ୍ରୀଲଙ୍କା, ଆୟାରଲ୍ୟାଣ୍ଡ, ନେଦରଲ୍ୟାଣ୍ଡ, ସ୍କଟଲ୍ୟାଣ୍ଡ, ନାମିବିୟା, ଓମାନ ଏବଂ ପାପୁଆ ନ୍ୟୁ ଗିନୀ । ଏହି ୮ ଟିମ ମଧ୍ୟରୁ ୪ ଟି ଟିମ ଆଗାମୀ ପର୍ଯ୍ୟାୟ ତଥା ସୁପର-୧୨ରେ ଖେଳିବା ପାଇଁ ଯୋଗ୍ୟତା ଅର୍ଜନ କରିବେ। ଟି-୨୦ ବିଶ୍ଵକପର ଫାଇନାଲ ମ୍ୟାଚ ନଭେମ୍ବର ୧୪ ତାରିଖରେ ଅନୁଷ୍ଠିତ ହେବ।

ଆଇସିସି ଓମାନ ଟି-୨୦ ବିଶ୍ଵକପ ୟୁଏଇ
Share. Facebook Twitter LinkedIn Email WhatsApp Copy Link

Related Posts

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026

କ୍ରାଇମବ୍ରାଞ୍ଚରେ ଆତ୍ମସମର୍ପଣ କଲେ ଶରଣକୁଳ ଥାନାର ନିଲମ୍ବିତ ଇନ୍ସପେକ୍ଟର

August 4, 2026

ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍‌କୁ ରାଜ୍ୟସଭାର ମଞ୍ଜୁରୀ

August 4, 2026

ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

August 4, 2026
Latest News

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026

କ୍ରାଇମବ୍ରାଞ୍ଚରେ ଆତ୍ମସମର୍ପଣ କଲେ ଶରଣକୁଳ ଥାନାର ନିଲମ୍ବିତ ଇନ୍ସପେକ୍ଟର

August 4, 2026

ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍‌କୁ ରାଜ୍ୟସଭାର ମଞ୍ଜୁରୀ

August 4, 2026

ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

August 4, 2026

BYD EV ଉପରେ ବଡ଼ ଅଫର ଉପଲବ୍ଧ: କମ ହେଲା EMI

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.