Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତ-ଇଂଲଣ୍ଡ ମହିଳା କ୍ରିକେଟ: ଏହି ଖେଳାଳିଙ୍କ ଚମତ୍କାର କ୍ୟାଚ ଦେଖି ପ୍ରଶଂସା କଲେ ମୋଦୀ ଆଉ ତେନ୍ଦୁଲକର
ଆଜିର ଖବର

ଭାରତ-ଇଂଲଣ୍ଡ ମହିଳା କ୍ରିକେଟ: ଏହି ଖେଳାଳିଙ୍କ ଚମତ୍କାର କ୍ୟାଚ ଦେଖି ପ୍ରଶଂସା କଲେ ମୋଦୀ ଆଉ ତେନ୍ଦୁଲକର

July 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତ ଏବଂ ଇଂଲଣ୍ଡ ମହିଳା ଦଳ ମଧ୍ୟରେ ଟି-୨୦ ମ୍ୟାଚ ଆରମ୍ଭ ହୋଇଯାଇଛି। ଏହି ସିରିଜର ପ୍ରଥମ ମ୍ୟାଚ ଇଂଲଣ୍ଡ ମହିଳା ଦଳ ଜିତିଥିବା ବେଳେ ଦ୍ଵିତୀୟ ମ୍ୟାଚ ଭାରତୀୟ ମହିଳା ଦଳ ଜିତିନେଇଛି। ବର୍ତ୍ତମାନ ସିରିଜ ୧-୧ରେ ବରାବର ଅଛି। ହେଲେ ଦ୍ଵିତୀୟ ମ୍ୟାଚରେ ଭାରତୀୟ ଦଳ ପକ୍ଷରୁ ଏକ ଚମତ୍କାର କ୍ୟାଚ ଦେଖିବାକୁ ମିଳିଥିଲା। ହରଲୀନ ଦେଓଲ ଏକ ଚମତ୍କାର କ୍ୟାଚ ନେଇ ଜନପ୍ରିୟତା ହାସଲ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରିୟଙ୍କା ଗାନ୍ଧୀ ଏବଂ ସଚିନ ତେନ୍ଦୁଲକର ପ୍ରମୁଖ ହରଲୀନଙ୍କୁ ଖୁବ ପ୍ରଶଂସା କରିଛନ୍ତି।

That was a brilliant catch @imharleenDeol. Definitely the catch of the year for me!pic.twitter.com/pDUcVeOVN8

— Sachin Tendulkar (@sachin_rt) July 10, 2021

୨୩ ବର୍ଷୀୟା ଏହି ଖେଳାଳିଜଣଙ୍କ ବାଉଣ୍ଡ୍ରୀକୁ ଯାଉଥିବା ବଲଟିକୁ ଅଟକାଇବା ସହ ଲମ୍ଫ ପ୍ରଦାନ କରି କ୍ୟାଚ ନେଇଥିଲେ। ୧୯ ତମ ଓଭରରେ ଶିଖା ପାଣ୍ଡେଙ୍କ ବଲକୁ ଇଂଲଣ୍ଡର ଏମି ଜୋନ୍ସ ଏକ ବଡ ସଟ ମାରିଥିଲେ। ହେଲେ ନିଶ୍ଚିତ ବାଉଣ୍ଡ୍ରୀକୁ ଯାଉଥିବା ଏହି ବଲଟିକୁ  ହରଲୀନ ଚମତ୍କାର ଭାବେ ଧରିନେଇଥିଲେ। ଏହି କ୍ୟାଚଟି ସମାଜିକ ଗଣମାଧ୍ୟମରେ ଖୁବ ଭାଇରାଲ ହେବାରେ ଲାଗିଛି।

ଟି-୨୦ ମ୍ୟାଚ ଭାରତ-ଇଂଲଣ୍ଡ ମହିଳା କ୍ରିକେଟ
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ବିଦେଶୀ ଲିଗ୍ ରୁ ବାଦ ପଡ଼ିବେ ପାକିସ୍ତାନ ଖେଳାଳି!: ବଡ଼ ପଦକ୍ଷେପ ପାଇଁ ପ୍ରସ୍ତୁତ IPL ଫ୍ରାଞ୍ଚାଇଜ୍

February 20, 2026

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026
Latest News

ଏହି ବିଦେଶୀ ଲିଗ୍ ରୁ ବାଦ ପଡ଼ିବେ ପାକିସ୍ତାନ ଖେଳାଳି!: ବଡ଼ ପଦକ୍ଷେପ ପାଇଁ ପ୍ରସ୍ତୁତ IPL ଫ୍ରାଞ୍ଚାଇଜ୍

February 20, 2026

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.