Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଇଂଲଣ୍ଡ ଟେଷ୍ଟ ସିରିଜ ପୂର୍ବରୁ ଭାରତ ପାଇଁ ବଢିଲା ଅଡୁଆ: ରିଷଭ ପନ୍ତ ହେଲେ କରୋନା ଆକ୍ରାନ୍ତ
ଅନ୍ତରାଷ୍ଟ୍ରୀୟ

ଇଂଲଣ୍ଡ ଟେଷ୍ଟ ସିରିଜ ପୂର୍ବରୁ ଭାରତ ପାଇଁ ବଢିଲା ଅଡୁଆ: ରିଷଭ ପନ୍ତ ହେଲେ କରୋନା ଆକ୍ରାନ୍ତ

July 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଇଂଲଣ୍ଡ ବିରୋଧରେ ଆରମ୍ଭ ହେବାକୁ ଥିବା ଟେଷ୍ଟ ସିରିଜ ପୂର୍ବରୁ ଭାରତୀୟ ଟିମର ଚିନ୍ତା ବଢାଇଲା ଭଳି ଖବର ସାମ୍ନାକୁ ଆସିଛି। ଟିମ ଇଣ୍ଡିଆର ଦୁଇ ଜଣ ଖେଳାଳି କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି। ହେଲେ ଯେଉଁ ଦୁଇଜଣ ଖେଳାଳି କରୋନା ଚିହ୍ନଟ ହୋଇଛନ୍ତି, ଏବେ ସେମାନେ ସୁସ୍ଥ ଅଛନ୍ତି। ଏହି ଦୁଇ ଖେଳାଳି ପୃଥକବାସରେ ରହିଛନ୍ତି।

ସୂଚନା ମୁତାବକ, ୱିକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ କରୋନା ପଜେଟିଭ ହୋଇଥିଲେ। ଏହି ଦୁଇ ଖେଳାଳିଙ୍କୁ ସର୍ଦ୍ଦି କାଶ ଭଳି ଲକ୍ଷଣ ଦେଖାଯାଇଥିଲା। ତେଣୁ ସେମାନଙ୍କୁ କରୋନା ଟେଷ୍ଟ କରାଯାଇଥିଲା। ସେହି ଦୁଇଜଣଙ୍କ ମଧ୍ୟରୁ ଜଣେ ଖେଳାଳି ଏବେ ନେଗେଟିଭ ହୋଇଛନ୍ତି।

ବର୍ତ୍ତମାନ ଅନ୍ୟ ଖେଳାଳିଙ୍କୁ ମଧ୍ୟ ପରୀକ୍ଷା କରାଯିବ ବୋଲି ଜଣାପଡିଛି। ୧୮ ତାରିଖ ପରେ ସମସ୍ତ ଖେଳାଳିଙ୍କ କରୋନା ପରୀକ୍ଷା କରାଯିବ ବୋଲି କୁହାଯାଉଛି। କାରଣ ୧୮ ଜୁଲାଇକୁ ଖେଳାଳିମାନଙ୍କ ଆଇସୋଲେସନରେ ରହିବାର ଦଶମ ଦିନ ହେବ।

ଇଂଲଣ୍ଡ କରୋନା ଆକ୍ରାନ୍ତ ଟେଷ୍ଟ ସିରିଜ ରିଷଭ ପନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ପାଲଲହଡ଼ା କେନ୍ଦ୍ରୀୟ ବିଦ୍ୟାଳୟର ଭୂମିପୂଜନ ସହ ଅସ୍ଥାୟୀ କ୍ୟାମ୍ପସ ଉଦଘାଟିତ

July 10, 2026

ପ୍ରକାଶ ପାଇଲା ବିଏଡ, ଏମଏଡ ଏବଂ ବିଏଚଏଡ ପ୍ରବେଶିକା ପରୀକ୍ଷା ଫଳ

July 10, 2026

ରଥଯାତ୍ରା ବୈଠକ, ଏଥର ସୁରକ୍ଷା ବ୍ୟବସ୍ଥା ତଦାରଖ କରିବେ ୧୯ଜଣ ବରିଷ୍ଠ ଆଇପିଏସ୍ ଅଧିକାରୀ

July 10, 2026

ବାଙ୍କିପୁର ଉପନିର୍ବାଚନ ପାଇଁ ନାମାଙ୍କନ ପ୍ରତ୍ୟାହାର କଲେ ବିଜେପି ପ୍ରାର୍ଥୀ ଅଭିଷେକ କୁମାର

July 10, 2026
Latest News

ପାଲଲହଡ଼ା କେନ୍ଦ୍ରୀୟ ବିଦ୍ୟାଳୟର ଭୂମିପୂଜନ ସହ ଅସ୍ଥାୟୀ କ୍ୟାମ୍ପସ ଉଦଘାଟିତ

July 10, 2026

ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ବିରୋଧ କରି ଝାରସୁଗୁଡାରେ ବିଜେଡିର ବିକ୍ଷୋଭ

July 10, 2026

ପ୍ରକାଶ ପାଇଲା ବିଏଡ, ଏମଏଡ ଏବଂ ବିଏଚଏଡ ପ୍ରବେଶିକା ପରୀକ୍ଷା ଫଳ

July 10, 2026

ରଥଯାତ୍ରା ବୈଠକ, ଏଥର ସୁରକ୍ଷା ବ୍ୟବସ୍ଥା ତଦାରଖ କରିବେ ୧୯ଜଣ ବରିଷ୍ଠ ଆଇପିଏସ୍ ଅଧିକାରୀ

July 10, 2026

ବାଙ୍କିପୁର ଉପନିର୍ବାଚନ ପାଇଁ ନାମାଙ୍କନ ପ୍ରତ୍ୟାହାର କଲେ ବିଜେପି ପ୍ରାର୍ଥୀ ଅଭିଷେକ କୁମାର

July 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.