Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଟୋକିଓ ଅଲମ୍ପିକ: ପିଭି ସିନ୍ଧୁଙ୍କ ଦମଦାର ଖେଳ ପ୍ରଦର୍ଶନ, ଆଉ ଏକ ପଦକ ନିକଟରେ ଭାରତ
ଅନ୍ତରାଷ୍ଟ୍ରୀୟ

ଟୋକିଓ ଅଲମ୍ପିକ: ପିଭି ସିନ୍ଧୁଙ୍କ ଦମଦାର ଖେଳ ପ୍ରଦର୍ଶନ, ଆଉ ଏକ ପଦକ ନିକଟରେ ଭାରତ

July 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ଟୋକିଓ ଅଲିମ୍ପିକ୍ସର ଅଷ୍ଟମ ଦିନ ଜାରି ରହିଛି। ମହିଳା ବକ୍ସର ଲଭଲିନା ବୋରଗୋହେନ ଭାରତ ପାଇଁ ଆଉ ଏକ ପଦକ ନିଶ୍ଚିତ କରିଛନ୍ତି। ସେ ୬୯ କିଲୋଗ୍ରାମ ବର୍ଗର କ୍ୱାର୍ଟର ଫାଇନାଲରେ ଚାଇନାର ତାଇପେଇର ନିନ୍ ଚିନ୍ ଚେନ୍ ଙ୍କୁ ୪-୧ ରେ ପରାସ୍ତ କରିଛନ୍ତି। ଏହି ବିଜୟ ସହିତ ଲଭଲିନା ସେମିଫାଇନାଲରେ ପ୍ରବେଶ କରିଛନ୍ତି। କିନ୍ତୁ ତୀରନ୍ଦାଜରୁ ଭାରତ ପାଇଁ ଏକ ଦୁଃଖଦ ଖବର ମିଳିଛି। ଦୀପିକା କୁମାରୀ ଅନ୍ତିମ-୮ ରୁ ବିଦାୟ ନେଇଛନ୍ତି।

ସେପଟେ ସଟଲରପିଭି ସିନ୍ଧୁ ପ୍ରଥମ ଗେମ୍ ଜିତିଛନ୍ତି। ସେ ପ୍ରଥମ ଗେମ୍ ୨୧-୧୩ ରେ ଜିତିନେଇଥିଲେ। ଏହି ଖେଳ ୨୩ ମିନିଟ୍ ପର୍ଯ୍ୟନ୍ତ ଚାଲିଥିଲା। ସିନ୍ଧୁ ୧-୦ ରେ ଆଗୁଆ ରହିଥିଲେ।

କିନ୍ତୁ ଦ୍ଵିତୀୟ ଗେମରେ ସିନ୍ଧୁ ଏବଂ ୟାମାଗୁଚି ମଧ୍ୟରେ କଡା ପ୍ରତିଯୋଗିତା ଚାଲିଥିଲା। ଉଭୟଙ୍କ ମଧ୍ୟରେ ଲମ୍ବା ରାଲି ଚାଲିଥିବା ବେଳେ ୟାମାଗୁଚି ସିନ୍ଧୁଙ୍କୁ କ୍ଳାନ୍ତ କରିବାକୁ ଚେଷ୍ଟା କରୁଥିଲେ। କିନ୍ତୁ ଭାରତୀୟ ବ୍ୟାଡମିଣ୍ଟନ ତାରକା ପିଭି ସିନ୍ଧୁ ପୂରା ସମୟ ନେଇ ଏକ ଚମତ୍କାର ମ୍ୟାଚରେ ଜାପାନର ଆକାନେ ୟାମାଗୁଚିଙ୍କୁ ପରାସ୍ତ କରିଥିଲେ। ସିନ୍ଧୁ ସିଧାସଳଖ ସେଟରେ ୟାମାଗୁଚିଙ୍କୁ ୨୧-୧୩, ୨୨-୨୦ ରେ ପରାସ୍ତ କରିଥିଲେ।

ତେବେ ୟାମାଗୁଚିଙ୍କୁ ହରାଇ ଭାରତୀୟ ବ୍ୟାଡମିଣ୍ଟନ ତାରକା ସିନ୍ଧୁ ସେମିଫାଇନାଲରେ ପ୍ରବେଶ କରିଛନ୍ତି।

ଟୋକିଓ ଅଲମ୍ପିକ ପିଭି ସିନ୍ଧୁ ଭାରତ
Share. Facebook Twitter LinkedIn Email WhatsApp Copy Link

Related Posts

ଭୋଟ ପୂର୍ବରୁ ଝଟକା: ନୁସରତ ଜାହାନଙ୍କୁ ସମନ

April 21, 2026

ମଣିପରୁରେ ଭୂମିକମ୍ପ

April 21, 2026

ଯୁଦ୍ଧ ବନ୍ଦ କରିବ ରୁଷ ! ପୁଟିନଙ୍କ ମନ୍ତ୍ରୀ ଏବଂ ଆରାଘଚିଙ୍କ ମଧ୍ୟରେ ଆଲୋଚନା

April 21, 2026

ସତ୍ୟନଗର ଆକ୍ସିସ ବ୍ୟାଙ୍କ ଏଟିଏମରେ ଅଗ୍ନିକାଣ୍ଡ

April 21, 2026
Latest News

ଭୋଟ ପୂର୍ବରୁ ଝଟକା: ନୁସରତ ଜାହାନଙ୍କୁ ସମନ

April 21, 2026

ମଣିପରୁରେ ଭୂମିକମ୍ପ

April 21, 2026

ଯୁଦ୍ଧ ବନ୍ଦ କରିବ ରୁଷ ! ପୁଟିନଙ୍କ ମନ୍ତ୍ରୀ ଏବଂ ଆରାଘଚିଙ୍କ ମଧ୍ୟରେ ଆଲୋଚନା

April 21, 2026

ସତ୍ୟନଗର ଆକ୍ସିସ ବ୍ୟାଙ୍କ ଏଟିଏମରେ ଅଗ୍ନିକାଣ୍ଡ

April 21, 2026

EMI ଦେବାରେ ଅସମର୍ଥ କି, ବ୍ୟାଙ୍କ ଲଗାଇପାରେ ତାଲା, ଜାଣନ୍ତୁ ଆଇନ ବିଷୟରେ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.