Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଟୋକିଓ ଅଲମ୍ପିକ୍ସରେ ପୁରୁଷ ହକି ଟିମ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିବା ହିଁ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ: ପ୍ରଧାନମନ୍ତ୍ରୀ
ଅନ୍ତରାଷ୍ଟ୍ରୀୟ

ଟୋକିଓ ଅଲମ୍ପିକ୍ସରେ ପୁରୁଷ ହକି ଟିମ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିବା ହିଁ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ: ପ୍ରଧାନମନ୍ତ୍ରୀ

August 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଟୋକିଓ ୨୦୨୦ରେ ପୁରୁଷ ହକି ଟିମ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିବା ହିଁ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ: ପ୍ରଧାନମନ୍ତ୍ରୀ

ନୂଆଜିଲ୍ଲୀ, ଆମ ପୁରୁଷ ହକି ଟିମ ଟୋକିଓ ଅଲମ୍ପିକ୍ସରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ କଲେ ଓ ତାହା ହିଁ ଗୁରୁତ୍ୱପୂର୍ଣ୍ଣ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି । ଆଗାମୀ ମ୍ୟାଚ ଓ ଭବିଷ୍ୟତର ପ୍ରୟାସ ପାଇଁ ସେ ଟିମକୁ ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି ।

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଜିତିବା ଓ ହାରିବା ଜୀବନର ଅଂଶ । ଆମ ପୁରୁଷ ହକି ଟିମ ଟୋକିଓରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ କଲେ ଓ ତାହା ହିଁ ଗୁରୁତ୍ୱପୂର୍ଣ୍ଣ । ଆଗାମୀ ମ୍ୟାଚ ଓ ସେମାନଙ୍କ ଭବିଷ୍ୟତ ପ୍ରୟାସ ପାଇଁ ଟିମକୁ ଶୁଭେଚ୍ଛା ଜଣାଉଛି । ଆମ ଖେଳାଳିମାନଙ୍କ ପାଇଁ ଭାରତ ଗର୍ବିତ ।”

tokyoolympics ଟୋକିଓ ଅଲମ୍ପିକ୍ସ ହକି ଇଣ୍ଡିଆ
Share. Facebook Twitter LinkedIn Email WhatsApp Copy Link

Related Posts

Flood Situation: ତିନୋଟି ରାଜ୍ୟର ବନ୍ୟା ସ୍ଥିତି ରହିଛି ଗମ୍ଭୀର, ଓଡିଶାରେ ସାମାନ୍ୟ ସୁଧାର

August 2, 2026

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026

ପେରୁରେ ଭୟଙ୍କର ବିମାନ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

August 2, 2026

ନିଜ ଜିଭ କାଟିଦେଲେ ଯୁବକ : ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର

August 2, 2026
Latest News

ଓଡ଼ିଶା ହେବ ସମ୍ପୂର୍ଣ୍ଣ ନିଶାମୁକ୍ତ: ୧୦୦ ସପ୍ତାହର ବ୍ୟାପକ ‘ଜନ-ଆନ୍ଦୋଳନ’ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

August 2, 2026

Flood Situation: ତିନୋଟି ରାଜ୍ୟର ବନ୍ୟା ସ୍ଥିତି ରହିଛି ଗମ୍ଭୀର, ଓଡିଶାରେ ସାମାନ୍ୟ ସୁଧାର

August 2, 2026

ମନ୍ତ୍ରୀ କୃଷ୍ଣ ପାତ୍ରଙ୍କ ଦୌରାତ୍ମା, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ବ୍ଲକ ଅଧିକାରୀ

August 2, 2026

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026

ପେରୁରେ ଭୟଙ୍କର ବିମାନ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.