Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ପ୍ରଥମ ଟେଷ୍ଟ: ଭାରତ ବିରୋଧରେ ୧୮୩ ରନ୍ ରେ ସମସ୍ତ ୱିକେଟ ହରାଇଲ ଇଂଲଣ୍ଡ ଦଳ
ଅନ୍ତରାଷ୍ଟ୍ରୀୟ

ପ୍ରଥମ ଟେଷ୍ଟ: ଭାରତ ବିରୋଧରେ ୧୮୩ ରନ୍ ରେ ସମସ୍ତ ୱିକେଟ ହରାଇଲ ଇଂଲଣ୍ଡ ଦଳ

August 4, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜିଠୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହୋଇଯାଇଛି। ପ୍ରଥମ ଟେଷ୍ଟରେ ଇଂଲଣ୍ଡ ଦଳ ପ୍ରଥମେ ବ୍ୟାଟିଂ କରି ପ୍ରଥମ ଇନିଂସରେ ୬୫.୪ ଓଭରରେ ୧୮୩ ରନରେ ସମସ୍ତ ୱିକେଟ ହରାଇଛି। ଭାରତ ପକ୍ଷରୁ ଜସପ୍ରୀତ ବୁମ୍ରା ସର୍ବାଧିକ ୪ ଟି ୱିକେଟ୍ ନେଇଥିବା ବେଳେ ମହମ୍ମଦ ଶାମି ୩ଟି ୱିକେଟ୍ ନେଇଥିଲେ। ସେହିଭଳି ଶାର୍ଦ୍ଦୁଲ ଠାକୁର ୨ ଟି ଏବଂ ମହମ୍ମଦ ସିରାଜ ଗୋଟିଏ ୱିକେଟ୍ ନେଇଛନ୍ତି।

ତେବେ ଭାରତ ପକ୍ଷରୁ ଏବେ ରୋହିତ ଶର୍ମା ଏବଂ ଲୋକେଶ ରାହୁଳ ବ୍ୟାଟିଂ ଆରମ୍ଭ କରିଛନ୍ତି।

ଟେଷ୍ଟ ସିରିଜ ପ୍ରଥମ ଟେଷ୍ଟ ଭାରତ ଏବଂ ଇଂଲଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026
Latest News

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026

ଟିଏମସି ବିଦ୍ରୋହୀ ଗୋଷ୍ଠୀର ବଡ଼ ନିଷ୍ପତ୍ତି: ଅଧ୍ୟକ୍ଷ ପଦରୁ ହଟିଲେ ମମତା, ଅଭିଷେକ ବାନାର୍ଜୀ ନିଲମ୍ବିତ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.