Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ମହିଳା ହକିରେ ଏକ ପଦକକୁ ଅଳ୍ପକେ ହରାଇଲୁ କିନ୍ତୁ ଏହା ଦେଶର ଆବେଗକୁ ପ୍ରତିଫଳିତ କରିଛି, ମୋଦି
ଅନ୍ତରାଷ୍ଟ୍ରୀୟ

ମହିଳା ହକିରେ ଏକ ପଦକକୁ ଅଳ୍ପକେ ହରାଇଲୁ କିନ୍ତୁ ଏହା ଦେଶର ଆବେଗକୁ ପ୍ରତିଫଳିତ କରିଛି, ମୋଦି

August 6, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ମହିଳା ହକିରେ ଏକ ପଦକକୁ ଅଳ୍ପକେ ହରାଇଲୁ କିନ୍ତୁ ଏହା ଦେଶର ଆବେଗକୁ ପ୍ରତିଫଳିତ କରିଛି, ମୋଦି

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଆମେ ମହିଳା ହକିରେ ଅଳ୍ପକେ ପଦକ ହରାଇଛୁ କିନ୍ତୁ ଏହି ଦଳ ନୂତନ ଭାରତର ଆବେଗକୁ ପ୍ରତିଫଳିତ କରିଛି। ଯେଉଁଠାରେ ଆମେ ଆମର ଶ୍ରେଷ୍ଠ ତଥା ନୂତନ କୃତିତ୍ୱ ହାସଲ କରିଛୁ । ସେ ଏହା ମଧ୍ୟ କହିଛନ୍ତି ଯେ ଟୋକିଓ ଅଲିମ୍ପିକ୍ସ ୨୦୨୦ ରେ ଆମର ମହିଳା ହକି ଦଳର ମହାନ ପ୍ରଦର୍ଶନକୁ ଆମେ ସର୍ବଦା ମନେ ରଖିବୁ ।

ଏକ ଟୁଇଟ୍ ଜରିଆରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ଟୋକିଓ ୨୦୨୦ ରେ ଆମର ମହିଳା ହକି ଦଳର ମହାନ ପ୍ରଦର୍ଶନକୁ ଆମେ ସର୍ବଦା ମନେ ରଖିବୁ । ସେମାନେ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଥିଲେ । ଦଳର ପ୍ରତ୍ୟେକ ସଦସ୍ୟ ଉଲ୍ଲେଖନୀୟ ସାହସ, ଦକ୍ଷତା ଏବଂ ସହନଶୀଳତା ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହୋଇଥିଲେ । ଉତ୍ତମ କ୍ରୀଡା ପ୍ରଦର୍ଶନ କରିଥିବା ଏହି ଦଳ ପାଇଁ ଭାରତ ଗର୍ବିତ ।

ଆମେ ମହିଳା ହକିରେ ଏକ ପଦକକୁ ଅଳ୍ପକେ ହରାଇଲୁ କିନ୍ତୁ ଏହି ଦଳ ନୂଆ ଭାରତର ଆବେଗକୁ ପ୍ରତିଫଳିତ କରିଛି – ଯେଉଁଠାରେ ଆମେ ଆମର ସର୍ବୋତ୍ତମ ଏବଂ ନୂତନ କୃତୀତ୍ୱ ହାସଲ କରିପାରିଛୁ । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଟୋକିଓ ୨୦୨୦ ରେ ସେମାନଙ୍କର ସଫଳତା ଭାରତର ଛୋଟ ଝିଅମାନଙ୍କୁ ହକି ଖେଳିବାକୁ ଉତ୍ସାହିତ କରିବ ଏବଂ ଏଥିରେ ଉତ୍କର୍ଷତା ପ୍ରତିପାଦନ କରିବ । ଏହି ଦଳ ପାଇଁ ଗର୍ବିତ ।

ଭାରତୀୟ ମହିଳା ହକି ଦଳ
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ମେଣ୍ଟରେ ଫାଟ!: କଂଗ୍ରେସକୁ ଝଟକା ଦେଲେ ଷ୍ଟାଲିନ, ତାମିଲନାଡୁରେ କେରଳ-ବଙ୍ଗଳା ମଡେଲକୁ ନାଁ

July 13, 2026

ସର୍ବକ୍ଷମା ଯୋଜନା ପାଇଁ ଆବେଦନ ଆହ୍ୱାନ କଲା ଇପିଏଫଓ

July 13, 2026

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026
Latest News

ଇଣ୍ଡିଆ ମେଣ୍ଟରେ ଫାଟ!: କଂଗ୍ରେସକୁ ଝଟକା ଦେଲେ ଷ୍ଟାଲିନ, ତାମିଲନାଡୁରେ କେରଳ-ବଙ୍ଗଳା ମଡେଲକୁ ନାଁ

July 13, 2026

ଶେଷ ପର୍ଯ୍ୟାୟରେ ଶ୍ରୀବଳଦେବଜୀଉଙ୍କ ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ କାର୍ଯ୍ୟ

July 13, 2026

ଇସ୍କନ ରଥଯାତ୍ରାକୁ ନେଇ ମୁହଁ ଖୋଲିଲେ ଗଜପତି ମହାରାଜ: ଜାଣନ୍ତୁ କ’ଣ କହିଲେ?

July 13, 2026

ସର୍ବକ୍ଷମା ଯୋଜନା ପାଇଁ ଆବେଦନ ଆହ୍ୱାନ କଲା ଇପିଏଫଓ

July 13, 2026

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: କାର୍ ସହ ଗଞ୍ଜେଇ ଜବତ, ଜଣେ ଗିରଫ

July 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.