Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ପହଞ୍ଚିଲେ ଅଲମ୍ପିକ ବିଜେତା, ବିମାନବନ୍ଦରରେ ସ୍ବାଗତ ସମ୍ବର୍ଦ୍ଧନା
ଆଜିର ଖବର

ଭୁବନେଶ୍ବରରେ ପହଞ୍ଚିଲେ ଅଲମ୍ପିକ ବିଜେତା, ବିମାନବନ୍ଦରରେ ସ୍ବାଗତ ସମ୍ବର୍ଦ୍ଧନା

August 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ପହଞ୍ଚିଲେ ଅଲମ୍ପିକ ବିଜେତା, ବିମାନବନ୍ଦରରେ ସ୍ବାଗତ ସମ୍ବର୍ଦ୍ଧନା

ଭୁବନେଶ୍ଵର : ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି ଅଲିମ୍ଫିକ୍ସ ପଦକ ବିଜେତା। ଭୁବନେଶ୍ଵର ବିମାନ ବନ୍ଦରରେ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି। ବ୍ରୋଞ୍ଚ ପଦକ ବିଜେତା ବିରେନ୍ଦ୍ର ଲାକ୍ରା ଓ ଅମିତା ରୋହିତ ଦାସ ଓ଼ଡିଶାକୁ ଫେରିଛନ୍ତି। ମହିଳା ହକି ଖେଳାଳୀ ଦୀପଗ୍ରେସ ଏକ୍କା, ନମିତା ଟପ୍ପୋ ମଧ୍ୟ ଆଜି ପହଞ୍ଚିଛନ୍ତି।

ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ କ୍ରୀଡାବିଭାଗ ତରଫରୁ ଫୁଲତୋଡା ଦେଇ ସ୍ଗାଗତ କରାଯାଇଥିଲା। ହକି ଇଣ୍ଡିଆର ଓଡିଶା ପ୍ରାୟଯୋକ ଥିବାରୁ ଏହି ସଫଳତା ଆହୁରି ବଢିଯାଇଛି। ଏହାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ଖେଳାଳୀଙ୍କୁ ସମ୍ବର୍ଦ୍ଧନା କରିବେ ବୋଲି ଜଣାପଡିଛି।

ଅଲମ୍ପିକ ବିଜେତା ଓଡିଶା ହକି ହକି ଖେଳାଳୀ ହକି ଖେଳାଳୀଙ୍କୁ ସ୍ବାଗତ
Share. Facebook Twitter LinkedIn Email WhatsApp Copy Link

Related Posts

ଫାଇଲ ଗାଏବକୁ ନେଇ ଏଫଆଇଆର

June 10, 2026

ପୂର୍ବତଟ ରେଳପଥ ଦ୍ଵାରା ଆନ୍ତର୍ଜାତୀୟ ଲେଭଲ୍ କ୍ରସିଂ ସଚେତନତା ଦିବସ ୨୦୨୬ ପାଳିତ

June 10, 2026

ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

June 10, 2026

ଦେବସ୍ନାନ ପୂର୍ଣ୍ଣିମା ୨୦୨୬: ପୋଲିସ ମୁଖ୍ୟାଳୟରେ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 10, 2026
Latest News

ଫାଇଲ ଗାଏବକୁ ନେଇ ଏଫଆଇଆର

June 10, 2026

ପୂର୍ବତଟ ରେଳପଥ ଦ୍ଵାରା ଆନ୍ତର୍ଜାତୀୟ ଲେଭଲ୍ କ୍ରସିଂ ସଚେତନତା ଦିବସ ୨୦୨୬ ପାଳିତ

June 10, 2026

ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

June 10, 2026

ଦେବସ୍ନାନ ପୂର୍ଣ୍ଣିମା ୨୦୨୬: ପୋଲିସ ମୁଖ୍ୟାଳୟରେ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 10, 2026

ବିଶ୍ୱ ନେତାମାନଙ୍କଠାରୁ ଅଭିନନ୍ଦନ ବାର୍ତ୍ତା ଗ୍ରହଣ କଲେ ନରେନ୍ଦ୍ର ମୋଦୀ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.