Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୪ ଓଡିଆ ହକି ଖେଳାଳିଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଆର୍ଥିକ ପୁରସ୍କାର: ୨ ଖେଳାଳିଙ୍କୁ ଡିଏସପି ଚାକିରୀ
ଆଜିର ଖବର

୪ ଓଡିଆ ହକି ଖେଳାଳିଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଆର୍ଥିକ ପୁରସ୍କାର: ୨ ଖେଳାଳିଙ୍କୁ ଡିଏସପି ଚାକିରୀ

August 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
୪ ଓଡିଆ ହକି ଖେଳାଳିଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଆର୍ଥିକ ପୁରସ୍କାର: ୨ ଖେଳାଳିଙ୍କୁ ଡିଏସପି ଚାକିରୀ

ଭୁବନେଶ୍ବର: ଟୋକିଓ ଅଲମ୍ପିକରେ ଖେଳି ନିଜ ରାଜ୍ୟକୁ ତଥା ସମଗ୍ର ଦେଶକୁ ଗର୍ବାନ୍ଵିତ କରିଥିବା ୪ ଜଣ ଓଡିଶା ଖେଳାଳିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ କରିଛନ୍ତି। କଳିଙ୍ଗ ଷ୍ଟାଡିୟମରେ ଖେଳାଳିଙ୍କୁ ସମ୍ବର୍ଦ୍ଧନା ଦେବା ପରେ ମୁଖ୍ୟମନ୍ତ୍ରୀ ଆର୍ଥିକ ପୁରସ୍କାର ଘୋଷଣା କରିଛନ୍ତି। ସମସ୍ତ ୪ ଓଡିଆ ଖେଳାଳିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆର୍ଥିକ ପୁରସ୍କାର ଘୋଷଣା କରିଛନ୍ତି।

ମହିଳା ଟିମରେ ଅଂଶଗ୍ରହଣ କରିଥିବା ଦିପଗ୍ରେସ ଏକ୍କା ଏବଂ ନମୀତା ଟପୋଙ୍କୁ ୫୦ ଲକ୍ଷ ଲେଖାଏଁ ଆର୍ଥିକ ପୁରସ୍କାର ମୁଖ୍ୟମନ୍ତ୍ରୀ ପ୍ରଦାନ କରିଛନ୍ତି। ଏହା ସହ ବ୍ରୋଞ୍ଜ ପଦକ ହାସଲ କରିଥିବା ବିରେନ୍ଦ୍ର ଲାକ୍ରା ଏବଂ ଅମିତ ରୋହିଦାସଙ୍କୁ ଅଢେଇ କୋଟି ଟଙ୍କା ଲେଖାଏଁ ଆର୍ଥିକ ପୁରସ୍କାର ସହ ଡିଏସପି ଭାବେ ମୁଖ୍ୟମନ୍ତ୍ରୀ ନିଯୁକ୍ତି ଦେଇଛନ୍ତି।

ଟୋକିଓ ଅଲମ୍ପିକ ମୁଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026
Latest News

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.