Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାରାଲିମ୍ପିକ୍ସରେ ଉନ୍ନତ ପ୍ରଦର୍ଶନ ପାଇଁ ଭାବିନା ପଟେଲଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ପାରାଲିମ୍ପିକ୍ସରେ ଉନ୍ନତ ପ୍ରଦର୍ଶନ ପାଇଁ ଭାବିନା ପଟେଲଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

August 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ପାରାଲିମ୍ପିକ୍ସରେ ଉନ୍ନତ ପ୍ରଦର୍ଶନ ପାଇଁ ଭାବିନା ପଟେଲଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ପାରାଲିମ୍ପିକ୍ସରେ ଉନ୍ନତ ପ୍ରଦର୍ଶନ ପାଇଁ ଭାବିନା ପଟେଲଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇବା ସହ ତାଙ୍କର ଆସନ୍ତାକାଲିର ସଫଳତା ପାଇଁ ଦେଶର ସମର୍ଥନ ରହିଛି ବୋଲି କହିଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ ଯୋଗେ କହିଛନ୍ତି;

“ଶୁଭେଚ୍ଛା ଭାବିନା ପଟେଲ! ଆପଣ ଉନ୍ନତ ଖେଳ ପ୍ରଦର୍ଶନ କଲେ । ସାରା ଦେଶ ଆସନ୍ତାକାଲି ଆପଣଙ୍କ ସଫଳତା ପାଇଁ ପ୍ରାର୍ଥନା କରିବା ସହ ସମର୍ଥନ ଜଣାଇବ । ଚାପମୁକ୍ତ ହୋଇ ଶ୍ରେଷ୍ଠ ପ୍ରଦର୍ଶନ କରନ୍ତୁ । ଆପଣଙ୍କ ଉପଲବ୍ଧି ସାରା ଦେଶକୁ ପ୍ରେରଣା ଯୋଗାଇବ।”

ନରେନ୍ଦ୍ର ମୋଦୀ ପାରାଲିମ୍ପିକ୍ସ
Share. Facebook Twitter LinkedIn Email WhatsApp Copy Link

Related Posts

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Latest News

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.