Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ପାରାଲିମ୍ପିକ୍ ଗେମ୍ସରେ ଭାରତ ପାଇଁ ପ୍ରଥମ ରୌପ୍ୟ ପଦକ ଜିତିଲେ ଭାବୀନା ପଟେଲ: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
ଅନ୍ତରାଷ୍ଟ୍ରୀୟ

ପାରାଲିମ୍ପିକ୍ ଗେମ୍ସରେ ଭାରତ ପାଇଁ ପ୍ରଥମ ରୌପ୍ୟ ପଦକ ଜିତିଲେ ଭାବୀନା ପଟେଲ: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

August 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ ଗେମ୍ସରେ ରୌପ୍ୟ ପଦକ ଜିତି ଭାରତର ଭାବୀନା ପଟେଲ ଇତିହାସ ସୃଷ୍ଟି କରିଛନ୍ତି। ଟେବୁଲ୍ ଟେନିସରେ ଭାରତ ପାଇଁ ପଦକ ଜିତିଥିବା ଭାବୀନା ପଟେଲ ହେଉଛନ୍ତି ପ୍ରଥମ ଖେଳାଳି। ଭବୀନା ପଟେଲଙ୍କୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ତାଙ୍କ ଜୀବନର ଯାତ୍ରା ଯୁବକମାନଙ୍କୁ କ୍ରୀଡ଼ାକୁ ଆସିବାକୁ ପ୍ରେରଣା ଯୋଗାଇବ।

ରୋପ୍ୟ ପଦକ ଜିତିବା ପରେ ପ୍ରଧାନମନ୍ତ୍ରୀ ମୋଦୀ ଟୁଇଟ୍ କରି ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଲେଖିଛନ୍ତି ଯେ, ଭାବୀନା ପଟେଲ ଇତିହାସ ସୃଷ୍ଟି କରିଛନ୍ତି। ଏହି ସଫଳତା ପାଇଁ ଭାବୀନାଙ୍କୁ ଅଭିନନ୍ଦନ। ତାଙ୍କର ଏହି ଯାତ୍ରା ଯୁବକମାନଙ୍କୁ କ୍ରୀଡା ପ୍ରତି ପ୍ରେରଣା ଯୋଗାଇବ।

ରାଷ୍ଟ୍ରପତି ରାମ ନାଥ କୋବିନ୍ଦ କହିଛନ୍ତି ଯେ, ଭାବୀନାଙ୍କ ବିଜୟ ଭାରତ ପାଇଁ ଗର୍ବର ବିଷୟ। ରାଷ୍ଟ୍ରପତି କହିଛନ୍ତି ଯେ, ଭାବୀନା ପଟେଲ ରୌପ୍ୟ ପଦକ ଜିତି ଭାରତୀୟ ଦଳକୁ ପ୍ରେରଣା ଦେଇଛନ୍ତି। ଭାବୀନାର ପଦକ ଜିତିବା ଭାରତ ପାଇଁ ଗର୍ବର ବିଷୟ। ଏହି ଅଦ୍ଭୁତ ସଫଳତା ପାଇଁ ମୁଁ ଭବୀନା ପଟେଲଙ୍କୁ ଅଭିନନ୍ଦନ ଜଣାଉଛି।

ପାରାଲିମ୍ପିକ୍ ଗେମ୍ସ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ ଭାରତ ରାଷ୍ଟ୍ରପତି ରୌପ୍ୟ ପଦକ
Share. Facebook Twitter LinkedIn Email WhatsApp Copy Link

Related Posts

ସାମୂହିକ ପଦକ୍ଷେପ ଓ ଆଚରଣ ପରିବର୍ତ୍ତନରେ ରୂପାନ୍ତରିତ ହେଉଛି ଗ୍ରାମୀଣ ପରିମଳ ବ୍ୟବସ୍ଥା

September 21, 2026

ଜଙ୍ଗଲି ଭାଲୁ ଆକ୍ରମଣରେ ଦୁଇ ଗୁରୁତର: ଜଣେ ଆହତ

September 21, 2026

ତ୍ରୁଟିମୁକ୍ତ ନୂଆ ପାଠ୍ୟପୁସ୍ତକ ବଣ୍ଟନ ଆରମ୍ଭ: ବିଦ୍ୟାଳୟଗୁଡ଼ିକରେ ପହଞ୍ଚିଲା ସଂଶୋଧିତ ବହି

September 21, 2026

‘ସ୍ୱଚ୍ଛ ସାଗର ସୁରକ୍ଷିତ ସାଗର ୫.୦ ରେ ବ୍ୟାପକ ଜନ-ଅଂଶଗ୍ରହଣକୁ ପ୍ରଶଂସା କଲେ ଡ. ଜିତେନ୍ଦ୍ର ସିଂହ

September 21, 2026
Latest News

ସାମୂହିକ ପଦକ୍ଷେପ ଓ ଆଚରଣ ପରିବର୍ତ୍ତନରେ ରୂପାନ୍ତରିତ ହେଉଛି ଗ୍ରାମୀଣ ପରିମଳ ବ୍ୟବସ୍ଥା

September 21, 2026

ଗଭୀର ଅବପାତର ରୂପ ନେବ ଲଘୁଚାପ, ସର୍ବାଧିକ ୭୫ କିଲୋମିଟର ବେଗରେ ବହିବ ପବନ

September 21, 2026

ଜଙ୍ଗଲି ଭାଲୁ ଆକ୍ରମଣରେ ଦୁଇ ଗୁରୁତର: ଜଣେ ଆହତ

September 21, 2026

ତ୍ରୁଟିମୁକ୍ତ ନୂଆ ପାଠ୍ୟପୁସ୍ତକ ବଣ୍ଟନ ଆରମ୍ଭ: ବିଦ୍ୟାଳୟଗୁଡ଼ିକରେ ପହଞ୍ଚିଲା ସଂଶୋଧିତ ବହି

September 21, 2026

‘ସ୍ୱଚ୍ଛ ସାଗର ସୁରକ୍ଷିତ ସାଗର ୫.୦ ରେ ବ୍ୟାପକ ଜନ-ଅଂଶଗ୍ରହଣକୁ ପ୍ରଶଂସା କଲେ ଡ. ଜିତେନ୍ଦ୍ର ସିଂହ

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.