Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କ୍ରୀଡ଼ାବିତ୍‌ଙ୍କ ସହ ଭାବବିନିମୟ କଲେ କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା
ଆଜିର ଖବର

କ୍ରୀଡ଼ାବିତ୍‌ଙ୍କ ସହ ଭାବବିନିମୟ କଲେ କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା

September 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
କ୍ରୀଡ଼ାବିତ୍‌ଙ୍କ ସହ ଭାବବିନିମୟ କଲେ କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା

ଭୁବନେଶ୍ୱର : ଟୋକିଓ ଅଲିମ୍ପିକ୍‌ରେ ଭାରତୀୟ ପୁରୁଷ ଓ ମହିଳା ହକି ଦଳର ଐତିହାସିକ କ୍ରୀଡ଼ା ପ୍ରଦର୍ଶନ ଏବଂ ମୁଖ୍ୟମନ୍ତ୍ରୀଙ୍କ ଅବାଦନକୁ ସାରା ବିଶ୍ୱ ପ୍ରଶଂସା କରିଥିବାବେଳେ ଏଥିନେଇ ଏକ ସଂକଳ୍ପ ବିଧାନସଭାରେ ସର୍ବସମ୍ମତି କ୍ରମେ ପାରିତ ହୋଇଥିଲା । ଏହି ସମୟ ମଧ୍ୟରେ କଳିଙ୍ଗ ଷ୍ଟାଡିୟମ୍‌ରେ ଆରମ୍ଭ ହୋଇଛି ୬୮ତମ ରାଜ୍ୟ ସିିନିୟର ଆଥ୍‌ଲେଟିକ୍‌ ଚମ୍ପିଅନ୍‌ସିପ୍‌ । ଆଜି ଏହାର ଦ୍ୱିତୀୟ ଦିବସରେ ଇଲେକ୍‌ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଆଜି କଳିଙ୍ଗ ଷ୍ଟାଡିୟମ୍‌ ଗସ୍ତରେ ଯାଇ କ୍ରୀଡ଼ାବିତ୍‌, କୋଚ୍‌ ଏବଂ ଅଫିସିଆଲମାନଙ୍କ ସହ ଆଲୋଚନା କରିଛନ୍ତି ।

ମନ୍ତ୍ରୀ ଶ୍ରୀ ବେହେରା ଆଜି ଏହି ପ୍ରତିଯୋଗିତାରେ ଯୋଗଦେବା ସହିତ ଏଥିରେ ଅଂଶଗ୍ରହଣ କରିଥିବା ପ୍ରତିଯୋଗୀ, କୋଚ୍‌ ଏବଂ ଅଫିସିଆଲ୍‌ମାନଙ୍କ ସହ ଆଲୋଚନା କରିଥିଲେ । ଏଠାକାର ପରିବେଶ, ଦିଆଯାଉଥିବା ସୁବିଧାସୁଯୋଗ ଏବଂ ରାଜ୍ୟ କ୍ରୀଡ଼ାକୁ ଅଧିକ ଆଗକୁ ନେବା ଲାଗି ଆଉ କି୩୯;ଣ ସବୁ ପଦକ୍ଷେପ ଗ୍ରହଣ କରାଯିବା ଆବଶ୍ୟକ ସେଥି ନେଇ ମନ୍ତ୍ରୀ ଶ୍ରୀ ବେହେରା ଆଲୋଚନା କରିଥିଲେ ।

କ୍ରୀଡା ମନ୍ତ୍ରୀ ମନ୍ତ୍ରୀ ତୁଷାରକାନ୍ତି ବେହେରା
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026
Latest News

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026

ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଖାରଜ: ବାଚନିକ ଭୋଟରେ ହେଲା ନିଷ୍ପତ୍ତି

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.