Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»PIB_NEWS»ପାରାଦୀପ ବନ୍ଦର କ୍ରୀଡା ପରିଷଦ ଦ୍ୱାରା କ୍ରୀଡା ପ୍ରଶିକ୍ଷାର୍ଥୀ ଚୟନ
PIB_NEWS

ପାରାଦୀପ ବନ୍ଦର କ୍ରୀଡା ପରିଷଦ ଦ୍ୱାରା କ୍ରୀଡା ପ୍ରଶିକ୍ଷାର୍ଥୀ ଚୟନ

September 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ପାରାଦୀପ ବନ୍ଦର କ୍ରୀଡା ପରିଷଦ ଦ୍ୱାରା କ୍ରୀଡା ପ୍ରଶିକ୍ଷାର୍ଥୀ ଚୟନ

ନୂଆଦିଲ୍ଲୀ: ପ୍ରମୁଖ ବନ୍ଦର କ୍ରୀଡା ନିୟନ୍ତ୍ରଣ ବୋର୍ଡର କ୍ରୀଡା ପ୍ରଶିକ୍ଷାର୍ଥୀ ସ୍କିମ୍ ଅଧୀନରେ ପାରାଦୀପ ବନ୍ଦର କ୍ରୀଡ଼ା ପରିଷଦ ୯ ସେପ୍ଟେମ୍ବରରୁ ୧୦ ସେପ୍ଟେମ୍ବର ୨୦୨୧ ପର୍ଯ୍ୟନ୍ତ ପାରାଦୀପ ବନ୍ଦର ସ୍ଥିତ ଗୋପାବନ୍ଧୁ ଷ୍ଟାଡିୟମ୍‌ରେ ଭଲିବଲ୍‌, କ୍ରିକେଟ୍‌, ଫୁଟବଲ୍ ଏବଂ ଆଥଲେଟିକ୍ ଭଳି ବିଭିନ୍ନ ବର୍ଗରେ କ୍ରୀଡ଼ା ପ୍ରଶିକ୍ଷାର୍ଥୀ ଚୟନର ଆୟୋଜନ କରିଥିଲା । ଏହି ଚୟନ ପରୀକ୍ଷଣରେ, ଉପରୋକ୍ତ ବର୍ଗର ୩୬୯ ଅଂଶଗ୍ରହଣକାରୀ ଅଂଶଗ୍ରହଣ କରିଥିଲେ । ଉପରୋକ୍ତ ବର୍ଗର ମନୋନୀତ ଖେଳାଳିମାନେ ୩ ବର୍ଷ ପାଇଁ ପାରାଦୀପ ବନ୍ଦର କ୍ରୀଡ଼ା ପରିଷଦ ଅଧୀନରେ ତାଲିମ ନେବେ ।

ବରିଷ୍ଠ ଅଧିକାରୀ, କ୍ରୀଡ଼ା ପ୍ରଶିକ୍ଷକ ଏବଂ ଓଡିଶା କ୍ରିକେଟ୍ ଆସୋସିଏସନର ପ୍ରତିନିଧିଙ୍କ ଏକ କମିଟି ଦ୍ୱାରା ଚୟନ ପ୍ରକ୍ରିୟା କରାଯାଇଥିଲା । ସରକାରଙ୍କ ଦ୍ୱାରା ଜାରି ହୋଇଥିବା କୋଭିଡ୍ ନିର୍ଦ୍ଦେଶାବଳୀ ପାଳନ କରି ସମଗ୍ର ଚୟନ ପ୍ରକ୍ରିୟା କରାଯାଇଥିଲା ।

ପାରାଦୀପ ବନ୍ଦର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟଗୁଡ଼ିକ ସହ ଖରିଫ୍ ପ୍ରସ୍ତୁତି ସମୀକ୍ଷା କଲେ ଶିବରାଜ ସିଂହ ଚୌହାନ  

June 24, 2026

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତାମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 24, 2026

୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

June 24, 2026

ନାଫେଡର ଇ-ନିଲାମ ପୋର୍ଟାଲ NAFEX.in ର ଶୁଭାରମ୍ଭ କଲେ ଅମିତ ଶାହ

June 24, 2026
Latest News

ରାଜ୍ୟଗୁଡ଼ିକ ସହ ଖରିଫ୍ ପ୍ରସ୍ତୁତି ସମୀକ୍ଷା କଲେ ଶିବରାଜ ସିଂହ ଚୌହାନ  

June 24, 2026

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତାମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 24, 2026

୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

June 24, 2026

ନାଫେଡର ଇ-ନିଲାମ ପୋର୍ଟାଲ NAFEX.in ର ଶୁଭାରମ୍ଭ କଲେ ଅମିତ ଶାହ

June 24, 2026

ବିଭିନ୍ନ ପ୍ରକଳ୍ପଗୁଡ଼ିକ ଉପରେ ବିଦ୍ୟୁତ ଜନିତ ସମସ୍ୟାକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.