Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଟି-୨୦ ବିଶ୍ଵକପ: ଭାରତୀୟ ଦଳରେ ସାମିଲ ହେବେ ମୁମ୍ବାଇ ଖେଳାଳି, ହାର୍ଦ୍ଦିକଙ୍କ ଫିଟନେସକୁ ନେଇ ସନ୍ଦେହ
ଅନ୍ତରାଷ୍ଟ୍ରୀୟ

ଟି-୨୦ ବିଶ୍ଵକପ: ଭାରତୀୟ ଦଳରେ ସାମିଲ ହେବେ ମୁମ୍ବାଇ ଖେଳାଳି, ହାର୍ଦ୍ଦିକଙ୍କ ଫିଟନେସକୁ ନେଇ ସନ୍ଦେହ

October 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁମ୍ବାଇ ଇଣ୍ଡିଆନ୍ସ
୨୦୨୬ ଆଇପିଏଲ: ଏହି ଦଳକୁ ମିଳିଲା ୨୪ ବର୍ଷୀୟ ଅଧିନାୟକ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ: ଆଇପିଏଲ୍ ୨୦୨୧ ପରେ, ଅକ୍ଟୋବର ୧୭ ତାରିଖରୁ ୟୁଏଇ ଏବଂ ଓମାନରେ ଟି -୨୦ ବିଶ୍ୱକପ୍ ଆରମ୍ଭ ହେବ। ଅକ୍ଟୋବର ୨୪ ତାରିଖରେ ପାକିସ୍ତାନ ବିରୋଧ ମ୍ୟାଚ୍ ସହିତ ଟିମ୍ ଇଣ୍ଡିଆ ଏହି ଟୁର୍ଣ୍ଣାମେଣ୍ଟରେ ନିଜର ଅଭିଯାନ ଆରମ୍ଭ କରିବ। ଭାରତୀୟ ଦଳରେ ସାମିଲ ହୋଇଥିବା ମୁମ୍ବାଇ ଇଣ୍ଡିଆନ୍ସର ଖେଳାଳିମାନେ ଆଜି ଟିମ୍ ହୋଟେଲରେ ପ୍ରବେଶ କରିବେ। ଆଇପିଏଲରେ ମୁମ୍ବାଇ ଇଣ୍ଡିଆନ୍ସ ଦଳ ଲିଗ୍ ପର୍ଯ୍ୟାୟରୁ ବାହାର ହୋଇଛି। ଟି -୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଦଳରେ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ରୋହିତ ଶର୍ମା, ହାର୍ଦ୍ଦିକ ପାଣ୍ଡ୍ୟା, ଇଶାନ କିଶନ, ସୂର୍ଯ୍ୟକୁମାର ଯାଦବ, ଜସପ୍ରୀତ ବୁମ୍ରା ଏବଂ ରାହୁଲ ଚହର ଅନ୍ତର୍ଭୁକ୍ତ। ତେବେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫିଟନେସକୁ ନେଇ ସସପେନ୍ସ ଜାରି ରହିଛି।

ଡିଫେଣ୍ଡିଂ ଚାମ୍ପିଅନ୍ ମୁମ୍ବାଇ ଇଣ୍ଡିଆନ୍ସର ଏହି ଖେଳାଳିମାନେ ପ୍ଲେ ଅଫ୍ ରାଉଣ୍ଡରେ ପ୍ରବେଶ କରିପାରିନଥିଲେ, ସେମାନେ ବର୍ତ୍ତମାନ ଟି -୨୦ ବିଶ୍ୱକପରେ ଭଲ ପ୍ରଦର୍ଶନ କରିବାକୁ ବ୍ୟାକୁଳ ଅଛନ୍ତି।

ଟିମ୍ ଇଣ୍ଡିଆ ସୂତ୍ର ଅନୁଯାୟୀ, “ହାର୍ଦ୍ଦିକ ପାଣ୍ଡ୍ୟା କେବଳ ବ୍ୟାଟ୍ସମ୍ୟାନ୍ ଭାବରେ ଖେଳିବେ କି ନାହିଁ, ଏହି ନିଷ୍ପତ୍ତି ଦଳ ପରିଚାଳନା ତଥା ପରାମର୍ଶଦାତା ଏମଏସ ଧୋନି ଠିକ୍ ସମୟରେ ଗ୍ରହଣ କରିବେ। ଦଳ ପାଇଁ କ’ଣ ସର୍ବୋତ୍ତମ ହେବ, ତାହା ସେଠାରେ ସ୍ଥିର କରାଯିବ। ଭାରତର ମଧ୍ୟମ ସ୍ଥାନରେ ଖେଳାଳିଙ୍କ ଅଭିଜ୍ଞତାର ଅଭାବ ରହିଛି, ତେଣୁ ଏହି ସବୁକୁ ଦେଖି ନିଷ୍ପତ୍ତି ନେବାକୁ ପଡିବ।

ଉଲ୍ଲେଖ ଯୋଗ୍ୟ ଯେ ହାର୍ଦ୍ଦିକ ପାଣ୍ଡ୍ୟା ଚଳିତ ବର୍ଷ ଆଇପିଏଲରେ ଗୋଟିଏ ବି ବଲ୍ ବୋଲିଂ କରିନାହାଁନ୍ତି। ତେବେ ଇଂଲଣ୍ଡ ଏବଂ ଶ୍ରୀଲଙ୍କା ବିପକ୍ଷରେ ଭାରତର ସୀମିତ ଓଭର ସିରିଜରେ ପାଣ୍ଡ୍ୟା ଛୋଟ ଛୋଟ ସ୍ପେଲରେ ବୋଲିଂ କରିଥିଲେ।

ଓମାନ ଟି -୨୦ ବିଶ୍ୱକପ୍ ଟି-୨୦ ବିଶ୍ଵକପ ଭାରତ ୟୁଏଇ
Share. Facebook Twitter LinkedIn Email WhatsApp Copy Link

Related Posts

ଆପଣଙ୍କ ଶରୀରରେ ଆଇରନ ପରିମାଣ କମ୍ ଅଛି କି, ତେବେ ଏହାକୁ ହାଲୁକା ଭାବରେ ନିଅନ୍ତୁ ନାହିଁ

April 21, 2026

ଦିନିକିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

April 21, 2026

ଆଜି ମଙ୍ଗଳବାର ଏପ୍ରିଲ ୨୧ ତାରିଖ କିପରି ରହିବ ଦିନଟି, ଜାଣନ୍ତୁ ନିଜର ରାଶିଫଳ

April 21, 2026

ଟିଏମସି ଏବଂ ବିଜେପି ମଧ୍ୟରେ ଲଢ଼େଇର ଶିକାର ହେଉଛନ୍ତି ଯୁବଗୋଷ୍ଠୀ

April 21, 2026
Latest News

ଆପଣଙ୍କ ଶରୀରରେ ଆଇରନ ପରିମାଣ କମ୍ ଅଛି କି, ତେବେ ଏହାକୁ ହାଲୁକା ଭାବରେ ନିଅନ୍ତୁ ନାହିଁ

April 21, 2026

ଦିନିକିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

April 21, 2026

ଆଜି ମଙ୍ଗଳବାର ଏପ୍ରିଲ ୨୧ ତାରିଖ କିପରି ରହିବ ଦିନଟି, ଜାଣନ୍ତୁ ନିଜର ରାଶିଫଳ

April 21, 2026

ଟିଏମସି ଏବଂ ବିଜେପି ମଧ୍ୟରେ ଲଢ଼େଇର ଶିକାର ହେଉଛନ୍ତି ଯୁବଗୋଷ୍ଠୀ

April 21, 2026

ଚାଷୀଙ୍କୁ ମିଳିଲା ସିଏମ କିଷାନ ଟଙ୍କା

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.