Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଶିଷ ନେହେରାଙ୍କ ପରାମର୍ଶ: ରୋହିତ, ରାହୁଲ, ପନ୍ତ ନୁହେଁ, ଏହି ଖେଳାଳିଙ୍କୁ କରାଯାଉ ଟିମ୍ ଇଣ୍ଡିଆର ଅଧିନାୟକ
ଆଜିର ଖବର

ଆଶିଷ ନେହେରାଙ୍କ ପରାମର୍ଶ: ରୋହିତ, ରାହୁଲ, ପନ୍ତ ନୁହେଁ, ଏହି ଖେଳାଳିଙ୍କୁ କରାଯାଉ ଟିମ୍ ଇଣ୍ଡିଆର ଅଧିନାୟକ

November 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ଦଳର ୩୩ ବର୍ଷିୟ ଅନୁଭବୀ ବ୍ୟାଟ୍ସମ୍ୟାନ୍ ତଥା ବର୍ତ୍ତମାନ ଅଧିନାୟକ ବିରାଟ କୋହଲି ଆଇସିସି ପୁରୁଷ ଟି -୨୦ ବିଶ୍ୱକପ୍ ୨୦୨୧ ଶେଷ ହେବା ପରେ ଟି-୨୦ ଫର୍ମାଟ୍ ରୁ ଅଧିନାୟକ ପଦରୁ ବିଦାୟ ନେବେ। ଟି -୨୦ ବିଶ୍ୱକପ ଆରମ୍ଭ ପୂର୍ବରୁ ମଧ୍ୟ ସେ ଏହି ଖବରକୁ ନିଶ୍ଚିତ କରିଥିଲେ। ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରୁ କୋହଲିଙ୍କୁ ହଟାଇବା ପରେ ଭାରତୀୟ ଦଳର ପରବର୍ତ୍ତୀ ଟି -୨୦ ଅଧିନାୟକ କିଏ ହେବେ ସେନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ ଭାରତୀୟ କ୍ରିକେଟ୍ ଦଳର ୪୨ ବର୍ଷୀୟ ପୂର୍ବତନ ଦ୍ରୁତ ବୋଲର ଆଶିଷ ନେହେରା ମଧ୍ୟ ତାଙ୍କ ମତାମତ ଦେଇଛନ୍ତି।

ଏହି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ପୂର୍ବତନ ଭାରତୀୟ ଦ୍ରୁତ ବୋଲର କହିଛନ୍ତି ଯେ, ଭାରତର ପରବର୍ତ୍ତୀ ଅଧିନାୟକ ଜଣେ ବୋଲର ହେବା ଉଚିତ୍। ଏଥିପାଇଁ ସେ ଏକ ନାମ ମଧ୍ୟ ପରାମର୍ଶ ଦେଇଛନ୍ତି। ୨୭ ବର୍ଷୀୟ ତାରକା ଫାଷ୍ଟ ବୋଲର ଜସପ୍ରୀତ ବୁମ୍ରାଙ୍କୁ ପରବର୍ତ୍ତୀ ଭାରତୀୟ ଅଧିନାୟକ ଭାବରେ ନେହେରା ଚୟନ କରିଛନ୍ତି। ସେ ବିଶ୍ୱାସ କରନ୍ତି ଯେ, ଏହା କୌଣସି ବହିରେ ଲେଖା ନାହିଁ ଯେ, କେବଳ ଜଣେ ବ୍ୟାଟ୍ସମ୍ୟାନ୍ ଜଣେ ଦଳର ଅଧିନାୟକ ହୋଇପାରିବେ, ବୋଲର ନୁହଁନ୍ତି। ଏହା କହିବାବେଳେ ନେହେରା ଅନେକ ଉଦାହରଣ ଦେଇଛନ୍ତି।

ଅଧିନାୟକ ଟି -୨୦ ବିଶ୍ୱକପ୍ ଟିମ୍ ଇଣ୍ଡିଆ ବିରାଟ କୋହଲି ରାହୁଲ ରୋହିତ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026
Latest News

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.