Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବିରାଟ କୋହଲିଙ୍କ ଝିଅକୁ ଦୁଷ୍କର୍ମ ଧମକ: ହାଇଦ୍ରାବାଦରୁ ଗିରଫ ହେଲା ଅଭିଯୁକ୍ତ
ଅପରାଧ

ବିରାଟ କୋହଲିଙ୍କ ଝିଅକୁ ଦୁଷ୍କର୍ମ ଧମକ: ହାଇଦ୍ରାବାଦରୁ ଗିରଫ ହେଲା ଅଭିଯୁକ୍ତ

November 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
arrest
RSS କାର୍ଯ୍ୟାଳୟ ଉପରେ ଆକ୍ରମଣ ଘଟଣା: ଅଭିଯୁକ୍ତମାନଙ୍କ ପାକିସ୍ତାନ ଲିଙ୍କ

ମୁମ୍ବାଇ: ଟିମ୍ ଇଣ୍ଡିଆ ଅଧିନାୟକ ବିରାଟ କୋହଲିଙ୍କ ଝିଅକୁ ଦୁଷ୍କର୍ମ କରିବାକୁ ଧମକ ଦେଇଥିବା ବ୍ୟକ୍ତିକୁ ମୁମ୍ବାଇ ପୋଲିସ ଗିରଫ କରିଛି। ଏହି ଅଭିଯୁକ୍ତକୁ ହାଇଦ୍ରାବାଦରୁ ମୁମ୍ବାଇକୁ ଅଣାଯାଉଛି। ପୋଲିସ କହିଛି ଯେ, ୨୩ ବର୍ଷୀୟ ରାମନାଗେଶ ଆଲିବେଥିନିଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଛି। ସେ ଅତୀତରେ ଖାଦ୍ୟ ବିତରଣ ଆପ୍ ପାଇଁ କାର୍ଯ୍ୟ କରିଆସୁଛନ୍ତି।

ଟିମ୍ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଏବଂ ଅଭିନେତା ଅନୁଷ୍କା ଶର୍ମାଙ୍କ ନଅ ମାସର ଝିଅକୁ ‘ଏଭଳି ଧମକ’ ନେଇ ଦେଶର ଲୋକଙ୍କ ମଧ୍ୟରେ ବହୁତ ଅସନ୍ତୋଷ ଦେଖାଦେଇଥିଲା। ଟି-୨୦ ବିଶ୍ୱକପ ଅଧୀନରେ ଭାରତ-ପାକିସ୍ତାନ କ୍ରିକେଟ୍ ମ୍ୟାଚରେ ଟିମ୍ ଇଣ୍ଡିଆର ପରାଜୟ ପରେ କ୍ୟାପଟେନ ବିରାଟ କୋହଲିଙ୍କ ଝିଅ ଅନଲାଇନ୍ ଧମକ ପାଇଥିଲେ।

ସୋସିଆଲ ମିଡିଆରେ ଟିମ୍ ଇଣ୍ଡିଆର ଦ୍ରୁତ ବୋଲର ଶାମିଙ୍କ ବିରୋଧରେ ମଧ୍ୟ ଅପମାନଜନକ ମନ୍ତବ୍ୟ ଦିଆଯାଇଛି। ଦଳର ଅନ୍ୟ କିଛି ଖେଳାଳିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ମଧ୍ୟ ଦିଆଯାଇଥିଲା।

ଅଭିଯୁକ୍ତ ଗିରଫ ଟିମ୍ ଇଣ୍ଡିଆ ବିରାଟ କୋହଲି ମୁମ୍ବାଇ ହାଇଦ୍ରାବାଦ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱାସ୍ଥ୍ୟ କ୍ଷେତ୍ରରେ ‘ଜନ ବିଶ୍ୱାସ’ ସଂସ୍କାରର ଶୁଭାରମ୍ଭ: ଜନସ୍ୱାସ୍ଥ୍ୟ ଓ ଉପଭୋକ୍ତା ସୁରକ୍ଷା ଉପରେ ଗୁରୁତ୍ୱ

June 26, 2026

ମାଦକ ଦ୍ରବ୍ୟ ନିୟନ୍ତ୍ରଣ ଭିଜନ ଡକ୍ୟୁମେଣ୍ଟ ଓ ଏନସିବିର ବାର୍ଷିକ ରିପୋର୍ଟ- ୨୦୨୫’ ଉନ୍ମୋଚିତ

June 26, 2026

ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ : ଲଲୁଙ୍କ ସ୍ଥାନ ନେଲେ ଲାଲଜୀ

June 26, 2026

କୃଷ୍ଣପ୍ରସାଦରୁ ନାବାଳିକାକୁ ଉଦ୍ଧାର କଲା ବାଣପୁର ପୋଲିସ: ଝାରପଡ଼ା ଜେଲ ଗଲେ ଅଭିଯୁକ୍ତ

June 26, 2026
Latest News

ସ୍ୱାସ୍ଥ୍ୟ କ୍ଷେତ୍ରରେ ‘ଜନ ବିଶ୍ୱାସ’ ସଂସ୍କାରର ଶୁଭାରମ୍ଭ: ଜନସ୍ୱାସ୍ଥ୍ୟ ଓ ଉପଭୋକ୍ତା ସୁରକ୍ଷା ଉପରେ ଗୁରୁତ୍ୱ

June 26, 2026

ମାଦକ ଦ୍ରବ୍ୟ ନିୟନ୍ତ୍ରଣ ଭିଜନ ଡକ୍ୟୁମେଣ୍ଟ ଓ ଏନସିବିର ବାର୍ଷିକ ରିପୋର୍ଟ- ୨୦୨୫’ ଉନ୍ମୋଚିତ

June 26, 2026

ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ : ଲଲୁଙ୍କ ସ୍ଥାନ ନେଲେ ଲାଲଜୀ

June 26, 2026

କୃଷ୍ଣପ୍ରସାଦରୁ ନାବାଳିକାକୁ ଉଦ୍ଧାର କଲା ବାଣପୁର ପୋଲିସ: ଝାରପଡ଼ା ଜେଲ ଗଲେ ଅଭିଯୁକ୍ତ

June 26, 2026

ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ ଅବସରରେ ନାକଟିଦେଉଳ କଲେଜରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.