Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଞ୍ଚିରେ ଖେଳାଯିବାକୁ ଥିବା ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଦ୍ୱିତୀୟ ଟି-୨୦ ଉପରେ ସଙ୍କଟର ବାଦଲ!
ଆଜିର ଖବର

ରାଞ୍ଚିରେ ଖେଳାଯିବାକୁ ଥିବା ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଦ୍ୱିତୀୟ ଟି-୨୦ ଉପରେ ସଙ୍କଟର ବାଦଲ!

November 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଞ୍ଚି: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ଆସନ୍ତାକାଲି ଅର୍ଥାତ୍ ନଭେମ୍ବର ୧୯ ତାରିଖରେ ରାଞ୍ଚିରେ ଖେଳାଯିବ। କିନ୍ତୁ ଏହି ମ୍ୟାଚ୍ ଉପରେ ସଙ୍କଟର ବାଦଲ ଘେରିଯାଇଛି। ବାସ୍ତବରେ, ରାଞ୍ଚିରେ ଖେଳାଯିବାକୁ ଥିବା ଏହି ମ୍ୟାଚକୁ ସ୍ଥଗିତ ରଖିବାକୁ କିମ୍ବା ଷ୍ଟାଡିୟମର ଅଧା କ୍ଷମତା ସହିତ ମ୍ୟାଚକୁ ଅନୁମତି ଦେବାକୁ ଦାବି କରି ଝାଡଖଣ୍ଡ ହାଇକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଛି।

ଶୁକ୍ରବାର ଦିନ ଝାଡଖଣ୍ଡର ଜେଏସସିଏ ଷ୍ଟାଡିୟମରେ ନ୍ୟୁଜିଲ୍ୟାଣ୍ଡ ଏବଂ ଭାରତ ମଧ୍ୟରେ ଦ୍ୱିତୀୟ ଟି-ଟ୍ୱେଣ୍ଟି ମ୍ୟାଚ ଆୟୋଜନ ହେବ। ହେଲେ ଏଥିରେ ଦର୍ଶକଙ୍କ ପାଇଁ ୧୦୦ ପ୍ରତିଶତ ସିଟ୍ ଅନୁମତି ବିରୋଧରେ ଝାଡଖଣ୍ଡ ହାଇକୋର୍ଟର ଆଡଭୋକେଟ୍ ଧୀରଜ କୁମାର ଏକ ଜନସ୍ୱାର୍ଥ ମାମଲା ଦାୟର କରିଛନ୍ତି।

ଧୀରଜ କୁମାର ତାଙ୍କ ଆବେଦନରେ କହିଛନ୍ତି ଯେ, ଯେତେବେଳେ କରୋନା ସଂକ୍ରମଣ ହେତୁ ମନ୍ଦିର ଏବଂ ରାଜ୍ୟର ସମସ୍ତ କୋର୍ଟ ଏବଂ ଅନ୍ୟାନ୍ୟ କାର୍ଯ୍ୟାଳୟ ୫୦ ପ୍ରତିଶତ କର୍ମଚାରୀଙ୍କ ସହ କାମ କରୁଛି, ତେବେ କେଉଁ ନିୟମ ଅନୁଯାୟୀ ରାଜ୍ୟ ସରକାର ଭାରତ-ନ୍ୟୁଜିଲ୍ୟାଣ୍ଡ ମ୍ୟାଚ୍ କୁ ଶତପ୍ରତିଶତ ଦର୍ଶକଙ୍କ ସହିତ ଆୟୋଜନ କରିଛି?

ଉଲ୍ଲେଖାଯୋଗ୍ୟ ଯେ, କିୱି ଦଳ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ଏବଂ ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ପାଇଁ ଭାରତ ଆସିଛି। ଟି-୨୦ ସିରିଜର ପ୍ରଥମ ମ୍ୟାଚ୍ ନଭେମ୍ବର ୧୭ ତାରିଖରେ ଜୟପୁରରେ ଖେଳାଯାଇଥିଲା। ଏହି ମ୍ୟାଚରେ ଭାରତ ପାଞ୍ଚ ୱିକେଟରେ ଜିତିଛି। ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ଛଅଟି ୱିକେଟ ହରାଇ ୧୬୪ ରନ କରିଥିଲା। ଏହାର ଜବାବରେ ଟିମ୍ ଇଣ୍ଡିଆ ଦୁଇଟି ବଲ ବାକି ଥାଇ ଟାର୍ଗେଟ ପୂରଣ କରିଥିଲା।

ଦ୍ୱିତୀୟ ଟି-୨୦ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ରାଞ୍ଚି
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.